ଦୁର୍ଘଟଣାରେ ଚାଲିଗଲା ଜୀବନ

ନୂଆଗଡ଼,୭ା୪ (ଯୋଗ୍ୟବନ୍ତ ପରିଛା): ଗଜପତି ଜିଲା ସେରଙ୍ଗ ଥାନା ଅଧୀନ ଖଜୁରିପଦା ଫାଣ୍ଡି ଅନ୍ତର୍ଗତ ସୁରଙ୍ଗି ଛକଠାରେ ବାଇକ୍‌ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଛି। ସେ ହେଲେ ସର୍ଗି ସାହି ଗ୍ରାମର ହୋଷେୟ ମଣ୍ଡଳ (୨୩)। ସୂଚନାଯୋଗ୍ୟ ହୋଷେୟ କୌଣସି କାମରେ ସୁରାଙ୍ଗୀ ଗ୍ରାମକୁ ଯାଉଥିବା ବେଳେ ସୋଲାର ଲାଇଟ୍‌ ଖୁଣ୍ଟରେ ବାଡେଇ ହୋଇ ଗୁରୁତର ହୋଇଥିଲେ।

ଦୁର୍ଘଟଣା ଖବର ଶୁଣି ଫାଣ୍ଡି ଅଧିକାରୀ ନାରାୟଣ ଦାସ ଘଟଣାସ୍ଥଳରେ ପହଞ୍ଚି ଗୁରୁତର ଯୁବକଙ୍କୁ ଖଜୁରିପଦା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ତାଙ୍କର ମୃତ୍ୟୁ ହୋଇଥିଲା। ପୋଲିସ ମୃତଦେହକୁ ଜବତ କରି ପାରଳାଖେମୁଣ୍ଡି ଜିଲା ସ୍ବାସ୍ଥ୍ୟ କେନ୍ଦ୍ରକୁ ବ୍ୟବଚ୍ଛେଦ ନିମନ୍ତେ ପଠାଇ ତଦନ୍ତ କରୁଥିବା ଫାଣ୍ଡି ଅଧିକାରୀ ସୂଚନା ଦେଇଛନ୍ତି। ଏନେଇ ଥାନାରେ ଏକ ମାମଲା(ନଂ.୨୪/୨୫ ) ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

୧୦ ବର୍ଷ ପରେ ମା’ କୋଳକୁ ଫେରିଲା ପୁଅ

ବାଲେଶ୍ୱର, ୧୬।୪(ବାଞ୍ଛାନିଧି ଦେ):ଦୀର୍ଘ ୧୦ବର୍ଷ ପରେ ମା’ କୋଳକୁ ଫେରିଲା ପୁଅ। ପୁଅକୁ ପାଇ ଭାବବିହ୍ବଳ ହୋଇପଡ଼ିଲେ ମା’। ବହୁ ସଂଘର୍ଷ ପରେ ସେ ତାଙ୍କ...

ମନେପଡ଼ିଲେ ଦେହ ଥରୁଛି: ୧୯୭୮ ଏପ୍ରିଲ ୧୬ ଘୂର୍ଣ୍ଣିଝଡ଼ ବିଭୀଷିକା

ଆନନ୍ଦପୁର,୧୬ା୪(ସୁଶାନ୍ତ କୁମାର ସାହୁ):ସେଦିନ ଥିଲା ଏପ୍ରିଲ ୧୬। ଅପରାହ୍ନ ସମୟରେ ହଠାତ୍‌ କଳାବାଦଲ ଆକାଶରେ ଘୋଟିଆସିଥିଲା। କେହି କିଛି ବୁଝିବା ପୂର୍ବରୁ ଚାହୁଁ ଚାହୁଁ ପ୍ରଳୟଙ୍କାରୀ...

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଶାବଳରେ ଆକ୍ରମଣ: ବାପ-ପୁଅ ଗୁରୁତର

ହିଞ୍ଜିଳିକାଟୁ, ୧୬।୪(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ରାଳବ ଗ୍ରାମରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ୨ ପରିବାର ମଧ୍ୟରେ ଆକ୍ରମଣ ଓ ପ୍ରତି...

ପମ୍ପ ହାଉସ ତାର ଚୋରୀ ଅଭିଯୋଗରେ ୨ ଗିରଫ

ଭଞ୍ଜନଗର,୧୫/୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର, ଜଗନ୍ନାଥପ୍ରସାଦ ଓ ପୋଲସରା ବ୍ଲକର ବିଭିନ୍ନ ପମ୍ପ ହାଉସରୁ ବିଦ୍ୟୁତ୍ ତାର କାଟି ନେବା ଅଭିଯୋଗରେ ଭଞ୍ଜନଗର ପୋଲିସ ମଙ୍ଗଳବାର...

ଲଭର୍‌ ବଏ ଲୁକ୍‌ରେ ମାହି, ହାତରେ ଲାଲ୍‌ ହୃଦୟ ବେଲୁନ୍‌ ଧରି କହୁଛନ୍ତି ଡାଏଲଗ୍‌; ଅଭିନୟରେ କରିବେ ଡେବ୍ୟୁ!

ମୁମ୍ବାଇ: କ୍ରିକେଟର ଥାଲାଇଭା ଅର୍ଥାତ ମହେନ୍ଦ୍ର ସିଂ ଧୋନୀଙ୍କୁ କିଏ ବା ଭଲ ନ ପାଏ। କେହି କ୍ରିକେଟ ପ୍ରଶଂସକ ହୁଅନ୍ତୁ କି ନ ହୁଅନ୍ତୁ,...

ଆକ୍ରମଣ ମାମଲା: ଜଣେ ଅଭିଯୁକ୍ତ ଜେଲ ଗଲେ

ଦିଗପହଣ୍ଡି, ୧୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏସ.ଗୋପାଳପୁର ପଞ୍ଚାୟତ ଖାରିଗୁଡ଼ା ଗ୍ରାମ ଦଣ୍ଡନାଚ ମେରୁଯାତ୍ରାରେ ସୋମବାର କମେଣ୍ଟ ମରାକୁ କେନ୍ଦ୍ରକରି ଆକ୍ରମଣ...

କଇଁଛ ଶାବକଙ୍କ ସୁରକ୍ଷା ପାଇଁ ବେଳାଭୂମିରେ ସ୍ବେଚ୍ଛାସେବୀ ଟିମ୍‌

ଗଞ୍ଜାମ,୧୫ା୪(ବିଦ୍ୟାଧର ସାହୁ):ଗଞ୍ଜାମ ଜିଲାର ଋଷିକୁଲ୍ୟା ମୁହାଁଣ ସମୁଦ୍ର ବେଳାଭୂମିର ବାଲୁକା ଶଯ୍ୟାରେ ବେବି ଅଲିଭ ରିଡଲେ ଅଣ୍ଡାରୁ ଜନ୍ମ ହେବା ପରେ ସମୁଦ୍ର ମୁହାଁ ହୋଇ...

ସି.ଏମ ଟ୍ରଫି ଫୁଟବଲ: ଖରମୁଣ୍ଡା ୟୁଥ ଆଥଲେଟିକ ଏସୋସିଏସନ ଚାମ୍ପିଅନ

ବରଗଡ଼,୧୫।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଲେଙ୍ଗୁ ମିଶ୍ର ମିନି ଷ୍ଟାଡିୟମରେ ଚାଲିଥିବା ସି. ଏମ ଟ୍ରଫି ଫୁଟବଲ ପ୍ରତିଯୋଗିତା ମଙ୍ଗଳବାର ଉଦଯାପିତ ହୋଇଯାଇଛି। ବରଗଡ଼ ୟୁନାଇଟେଡ ସ୍ପୋର୍ଟସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image