ପ୍ରେମିକା ରାଗିଥିବା ବେଳେ ଭୁଲରେ ବି କୁହନ୍ତୁ ନାହିଁ ଏହି ୫ କଥା, ହୋଇଯିବ ବ୍ରେକଅପ!

ଯେଉଁ ସମ୍ପର୍କରେ ଝଗଡ଼ା, ବାଦ ବିବାଦ ନ ଥାଏ, ତାହା ହୃଦୟରୁ ନୁହେଁ କେବଳ ମନରୁ ବୋଲି କହିପାରିବା। ହେଲେ ଅନେକ ସମୟରେ ପ୍ରେମିକଙ୍କ କିଛି କଥାକୁ ନେଇ ପ୍ରେମିକା ଅତ୍ୟଧିକ ରାଗି ଯାଇଥାନ୍ତି। ଏହାପରେ ପ୍ରେମିକ ତାଙ୍କୁ ବୁଝାଇବାରେ ଲାଗି ପଡ଼ନ୍ତି। ହେଲେ ସେହି ସମୟରେ ନିଜର କଥା ଉପରେ ସଂଯମତା ଲୋଡ଼ା। ନହେଲେ ସମ୍ପର୍କ ତୁଟି ଯିବା ତଥା ବ୍ରେକଅପ୍ର ଆଶଙ୍କାକୁ ଏଡ଼ାଇ ଦିଆଯାଇ ନ ପାରେ। ଆସନ୍ତୁ ଜାଣିବା ରାଗିଥିବା ପ୍ରେମିକାଙ୍କୁ କ’ଣ କହିବା ଅନୁଚିତ।

-ସବୁ ବେଳେ ଏମିତି ନାଟକ:
କିଛି ସମ୍ପର୍କରେ ଛୋଟ ଛୋଟ କଥାରେ ଝଗଡ଼ା ହୋଇଯାଏ। ସେହିଭଳି ଶୀଘ୍ର ସେମାନଙ୍କର ମନୋମାଳିନ୍ୟ ଦୂର ମଧ୍ୟ ହୋଇଯାଇଥାଏ। ଏଣୁ ଝଗଡ଼ା ସମୟରେ କେବେହେଲେ ପ୍ରେମିକାଙ୍କୁ ‘ସବୁୁବେଳେ ତୁମର ଏମିତି ନାଟକ’ ବୋଲି କୁହନ୍ତୁ ନାହିଁ। ଏହା ବେଶ ପ୍ରଭାବ ପକାଇବ।

-ତୁମେ ଭଲପାଇବାର ଯୋଗ୍ୟ ନୁହଁ:
ପ୍ରେମିକାଙ୍କ ସହ ଝଗଡ଼ା ବେଳେ ‘ତୁମକୁ ଛୋଟ ଛୋଟ କଥାରେ ଝଗଡ଼ା କରିବାକୁ ଭଲ ଲାଗେ। ତୁମେ ଭଲପାଇବାର ଯୋଗ୍ୟ ନୁହେଁ ବୋଲି ପ୍ରେମିକ କହିଥାନ୍ତି। ହେଲେ କଦାପି ଏଭଳି କଥା ନିଜ ସାଥୀଙ୍କୁ କହିବା ଉଚିତ ନୁହେଁ।

-ରାଗି ଥାଅ, ଯେତେବେଳେ ମନ ହେବ କଥା ହେବ:
ଅନେକ ସମୟରେ ଝଗଡ଼ା ବେଳେ ପ୍ରେମିକା ତାଙ୍କୁ ପ୍ରେମିକ ବୁଝନ୍ତି ବୋଲି ଚାହିଥାନ୍ତି। ଏମିତିରେ ରାଗି ଥାଅ, ଯେତେବେଳେ ମନ ହେବ କଥା ହେବ ବୋଲି କହିବା ଭୁଲ।


Enter your email to get our daily news in your inbox.

All Right Reserved By Dharitri.Com

ରକ୍ତଦାନ କରୁଥିଲେ ଜାଣି ରଖନ୍ତୁ…

ରକ୍ତଦାନ ଦ୍ୱାରା ଆମେ ଜଣେ ବ୍ୟକ୍ତିଙ୍କର ଜୀବନ ବଞ୍ଚାଇବାରେ ଅନେକାଂଶରେ ସହାୟତା କରିପାରିବା- ଏକଥା ସମସ୍ତେ ହୃଦୟଙ୍ଗମ କରିବା ଦରକାର। ବିଶ୍ୱରେ କୋଟି କୋଟି ରକ୍ତଦାତା...

ମାଇକ୍ରୋଆର୍‌ଏନ୍‌ଏ : ଜିନ୍‌ର ପ୍ରମୁଖ ନିୟାମକ

କିଏ ପାଇଛନ୍ତି: ଚଳିତ ବର୍ଷର ଶରୀର ବିଜ୍ଞାନ କିମ୍ବା ଭେଷଜ ବିଜ୍ଞାନରେ ନୋବେଲ ପୁରସ୍କାର ପାଇବାର ଗୌରବ ଲାଭ କରିଛନ୍ତି ଭିକ୍ଟର ଆମ୍ବ୍ରୋସ ଏବଂ ଗ୍ୟାରି...

ଅଁଳା ଗଛରୁ ପାଇବେ ଲକ୍ଷ୍ମୀଙ୍କ କୃପା: ପ୍ରସନ୍ନ ହେବେ ମା’

ଅଁଳା ଗଛ ଯେତିକି ପବିତ୍ର ସେତିକି ମଧ୍ୟ ଗୁଣକାରୀ। ଏହାର ଆଧ୍ୟାତ୍ମିକ ମହତ୍ତ୍ୱ ବି ଅତ୍ୟନ୍ତ ଉଚ୍ଚକୋଟୀର। କାରଣ ଏହି ଗଛରେ ସ୍ବୟଂ ଲକ୍ଷ୍ମୀନାରାୟଣ ବାସ...

ପଞ୍ଚମୁଖୀ ହନୁମାନଙ୍କର ଫଟୋ ଘରକୁ ଆଣିଥାଏ ଶୁଭଫଳ: ଜାଣନ୍ତୁ କିପରି

କୁହାଯାଏ, ଘରେ କୌଣସି ବାସ୍ତୁଦୋଷ ଥିଲେ ଅନେକ ପ୍ରକାରର ଅଶାନ୍ତି ଉପୁଜିଥାଏ। ତେଣୁ ଏହି ବାସ୍ତୁଦୋଷକୁ ସହଜରେ କିପରି ଦୂର କରିହେବ ଜାଣନ୍ତୁ ସେ ସମ୍ପର୍କରେ…...

ବଜାରକୁ ଆସିଲାଣି ନକଲି ‘ଆଲମଣ୍ଡ’, କିଭଳି ସହଜ ଉପାୟରେ ଚିହ୍ନିବେ ଜାଣନ୍ତୁ?  

‘ଆଲମଣ୍ଡ’ ଫାଇବର, ପ୍ରୋଟିନ୍‌, ଆଇରନ୍‌, ମ୍ୟାଗ୍ନେସିୟମ ଭଳି ଅନେକ ଗୁରୁତ୍ୱପୂର୍ଣ୍ଣ ପୋଷକ ତତ୍ତ୍ୱ ମିଳିଥାଏ। ନିୟମିତ ଏହାର ସେବନ କରିବା ଦ୍ୱାରା ସ୍ମରଣଶକ୍ତି ବୃଦ୍ଧି ପାଇଥାଏ।...

ପ୍ରେମ ହେଉଛି ସବୁ ଦୁଃଖର କାରଣ, କାହିଁକି ଏଭଳି କହିଛନ୍ତି ଚାଣକ୍ୟ…

ମହାନ ରାଜନୀତିଜ୍ଞ ଏବଂ ଅସ୍ତ୍ରଶାସ୍ତ୍ର ବିଶାରଦ ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତିଶାସ୍ତ୍ରରେ ସଫଳ ଜୀବନକୁ ନେଇ ଅନେକ ନୀତି ଉଲ୍ଲେଖ କରିଛନ୍ତି। ପ୍ରେମ ସମ୍ପର୍କକୁ ନେଇ...

ଏମିତି ଲୋକଙ୍କଠାରୁ ଦୂରରେ ରହିବାକୁ…

ଭାରତର ମହାନ ରାଜନୀତିଜ୍ଞ ଏବଂ ଅର୍ଥଶାସ୍ତ୍ର ବିଶେଷଜ୍ଞ ଆଚାର୍ଯ୍ୟ ଚାଣକ୍ୟ ନିଜର ନୀତିଶାସ୍ତ୍ରରେ ବିଭିନ୍ନ ବିଷୟରେ ବର୍ଣ୍ଣନା କରିଛନ୍ତି। ଚାଣକ୍ୟ ନୀତି ପୁସ୍ତକର ୧୭ତମ ଅଧ୍ୟାୟର...

କାହାକୁ ଗୁରୁ କରିବା ପୂର୍ବରୁ ଜାଣନ୍ତୁ ଚାଣକ୍ୟଙ୍କ ଏହି କଥା

ଚାଣକ୍ୟ ଜଣେ ପଣ୍ଡିତ ଏବଂ ମହାନ ଶିକ୍ଷକ ଥିଲେ। ସେ ତାଙ୍କ ଚାଣକ୍ୟ ନୀତିରେ ଅନେକ ବିଷୟ ଉଲ୍ଲେଖ କରିଛନ୍ତି। ସେ କହିଛନ୍ତି, ଗୁରୁ ହିଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri