ଆଜିଠୁ ସୂର୍ଯ୍ୟମନ୍ଦିରରେ ଲାଇଟ୍‌ ଆଣ୍ଡ ସାଉଣ୍ଡ ଶୋ

କୋଣାର୍କ,୧୬।୧୨(ଡି.ଏନ.ଏ): କୋଣାର୍କ ସୂର୍ଯ୍ୟମନ୍ଦିରରେ ବୁଧବାରଠାରୁ ଲାଇଟ୍‌ ଆଣ୍ଡ ସାଉଣ୍ଡ ଶୋ ଆରମ୍ଭ ହେଉଛି। କରୋନା କଟକଣା ଯୋଗୁ ୯ମାସ ହେଲା ଏହି ଶୋ’ ବନ୍ଦ ରହିଥିଲା। ଏବେ କୋଭିଡ୍‌ ଗାଇଡ୍‌ଲାଇନ୍‌ ଅନୁଯାୟୀ ସୂର୍ଯ୍ୟମନ୍ଦିର ଲାଇଟ୍‌ ଆଣ୍ଡ ସାଉଣ୍ଡ ଶୋ ଚାଲିବ ବୋଲି ପର୍ଯ୍ୟଟନ ଅଧିକାରୀ ସରୋଜକାନ୍ତ ପ୍ରଧାନ ସୂଚନା ଦେଇଛନ୍ତି। ତେବେ ମଙ୍ଗଳବାର ପରୀକ୍ଷାମୂଳକ ଭାବେ ପ୍ରଶାସନ ଓ ବିଭାଗ ପକ୍ଷରୁ ଲାଇଟ୍‌ ଆଣ୍ଡ ସାଉଣ୍ଡ ଶୋ ଦେଖାଯାଇଥିଲା। ଦୀର୍ଘ ଦିନ ହେଲା ବନ୍ଦ ରହିଥିବାରୁ ପ୍ରୋଜେକ୍ଟର, ବ୍ୟାଟେରି, ହେଡ୍‌ଫୋନ ଆଦି ମରାମତି କାର୍ଯ୍ୟ ଶେଷ ହୋଇଛି। ଲାଇଟ ଆଣ୍ଡ ସାଉଣ୍ଡ ଶୋ ନିମନ୍ତେ ଟିକେଟ ମୂଲ୍ୟ ୫୦ଟଙ୍କା ରଖାଯାଇଛି। ଦୈନିକ ୨୦୦ ପର୍ଯ୍ୟଟକଙ୍କୁ ଅନୁମତି ମିଳିବ। ସନ୍ଧ୍ୟା ୬ଟା ୩୦ରୁ ଏହି ଶୋ ଆରମ୍ଭ ହୋଇ ୪୦ମିନିଟ ପର୍ଯ୍ୟନ୍ତ ଚାଲିବ। ଏହି ଶୋ’ ମାଧ୍ୟମରେ ୮ଟି ଅତ୍ୟାଧୁନିକ ପ୍ରୋଜେକ୍ଟର ସାହାଯ୍ୟରେ ମୁଖଶାଳା ଓ ନାଟ୍ୟମନ୍ଦିରରେ ଚିତ୍ତାକର୍ଷକ କାହାଣୀ ଇଂଲିଶ୍‌, ହିନ୍ଦୀ ଓ ଓଡ଼ିଆ ଭାଷାରେ ଶୁଣିବାକୁ ମିଳିବ। ଏଥିରେ ସୂର୍ଯ୍ୟମନ୍ଦିର ଐତିହ୍ୟ ସମ୍ପର୍କରେ ୪୦ମିନିଟର ତଥ୍ୟଭିତ୍ତିକ ବିବରଣୀ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ପ୍ରବାସୀ ଭାରତୀୟ ସମ୍ମିଳନୀ ଉଦ୍‌ଘାଟନ କରିବେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର, ୯ା୧(ସୁନିତ୍‌ ମିଶ୍ର):ବିଶାଖାପାଟଣାର ଏନ୍‌ଟିପିସିର ଅତ୍ୟାଧୁନିକ ଗ୍ରୀନ୍‌ ହାଇଡ୍ରୋଜେନ୍‌ ହବ୍‌ ପ୍ରକଳ୍ପର ଶିଳାନ୍ୟାସ କରିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ସାରେ ସ୍ବତନ୍ତ୍ର ବିମାନ...

୨୦ରୁ ନାଟମଣ୍ଡପରେ ଧାଡ଼ି ଦର୍ଶନ ବ୍ୟବସ୍ଥା

ପୁରୀ, ୯ା୧(ଅଜିତ୍‌ କୁମାର ମହାନ୍ତି): ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ନିମନ୍ତେ ଭକ୍ତଙ୍କୁ ଯେପରି ସମସ୍ୟା ନ ହେବ ସେଥିଲାଗି ସରକାରଙ୍କ ପକ୍ଷରୁ ପଦକ୍ଷେପ ନିଆଯାଉଛି। ଏହି...

ରାଇକିଆ ବ୍ଲକ୍ ଦାୟିତ୍ୱ ନେଲେ ଜି. ଉଦୟଗିରି ବିଡ଼ିଓ

ରାଇକିଆ,,୮ା୧(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକ୍ ର ନୂତନ ବିଡ଼ିଓ ଭାବେ ଦାୟିତ୍ଵ ନେଇଛନ୍ତି ମନୋଜ କୁମାର ଦେବତା। ସେ ଜି. ଉଦୟଗିରି ବିଡିଓ...

ଭାଜପା-ବିଜେଡିର ଦୁଇ ଗୋଷ୍ଠୀ ମଧ୍ୟରେ ମାର୍‌ପିଟ୍‌, ଘଟଣାସ୍ଥଳରେ ଉତ୍ତେଜନା

କେନ୍ଦୁଝର,୮ା୧(ନରେଶ ଚନ୍ଦ୍ର ପଟ୍ଟନାୟକ): ରାସ୍ତା ଜାମକୁ ନେଇ ବୁଧବାର ସନ୍ଧ୍ୟାରେ ଭାଜପା ଓ ବିଜେଡିର ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ଉପୁଜିଥିଲା। ଉଭୟ ଦଳର...

ଧନୁଯାତ୍ରାରେ ରଙ୍ଗସଭା: କଂସଙ୍କ ପ୍ରଶ୍ନବାଣରେ ଅଧିକାରୀ ଘାଇଲା

ମଥୁରାନଗରୀ,୮ା୧(ପ୍ରେମାନନ୍ଦ ଖମାରୀ): ବୃ଼ହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ବୁଧବାର ରାଜ ଦରବାରରେ ଅନୁଷ୍ଠିତ କଂସଙ୍କ ଜନତା ଦରବାର (ରଙ୍ଗସଭା) ବେଶ ଚିତ୍ତାକର୍ଷକ ଥିଲା।...

ନାବାଳିକାଙ୍କୁ ଭାତ-ମାଂସ ଖାଇବାର ଲୋଭ ଦେଖାଇ କରିଥିଲେ ବଳାତ୍କାର, ଏବେ ଭୋଗିବେ ଆଜୀବନ କାରାଦଣ୍ଡ

ବାରିପଦା,୮ା୧(ନୀଳାଦ୍ରି ଦଣ୍ଡପାଟ): ମୟୂରଭଞ୍ଜ ଅତିରିକ୍ତ ଜିଲା ଓ ଦୌରା ଜଜ୍‌ ତଥା ସ୍ବତନ୍ତ୍ର ଫାଷ୍ଟ ଟ୍ରାକ୍‌ ପୋକ୍ସୋ କୋର୍ଟରେ ଏକ ନାବାଳିକା ବଳାତ୍କାର ମାମଲାର ରାୟ...

ଭୁବନେଶ୍ୱରରେ ପହଞ୍ଚିଲେ ମୋଦି, ଆସନ୍ତାକାଲି ପ୍ରବାସୀ ଭାରତୀୟ ସମ୍ମିଳନୀ କରିବେ ଉଦ୍‌ଘାଟନ

ଭୁବନେଶ୍ୱର,୮ା୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ସନ୍ଧ୍ୟାରେ ଆସି ଭୁବନେଶ୍ୱରରେ ପହଞ୍ଚିଛନ୍ତି। ବିଶାଖାପାଟଣାରେ ଏନ୍‌ଟିପିସିର ଅତ୍ୟାଧୁନିକ ଗ୍ରୀନ ହାଇଡ୍ରୋଜେନ ହବ୍‌ ପ୍ରକଳ୍ପର ଶିଳାନ୍ୟାସ କରିବା ପରେ...

ସରକାର ନେଲେ ବଡ଼ ନିଷ୍ପତ୍ତି: ଓଡ଼ିଶାର ଏହି ସମସ୍ତ ସ୍ଥାନରୁ କୁମ୍ଭ ମେଳାକୁ ଯିବ ବସ୍

ଭୁବନେଶ୍ୱର,୮ା୧: କୁମ୍ଭମେଳା ୨୦୨୫ ପାଇଁ ଅଯୋଧ୍ୟାକୁ ସ୍ୱତନ୍ତ୍ର ଓଡ଼ିଶା ରାଜ୍ୟ ସଡକ ପରିବହନ ନିଗମ (ଓଏସଆରଟିସି) ବସ୍ ଚଲାଇବାକୁ ଓଡିଶା ସରକାର ନିଷ୍ପତ୍ତି ନେଇଛନ୍ତି। ରାଜ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri