ବଜ୍ରପାତରେ ଚାଲିଗଲା ଯୁବକଙ୍କ ଜୀବନ: ୧୫ ଦିନ ତଳେ କରିଥିଲେ ବିବାହ

ଆରଡି,୨୨।୭(ଡି.ଏନ୍‌.ଏ.): ଭଦ୍ରକ ଜିଲା ତିହିଡି ଥାନା ଅଧୀନ ଶ୍ୟାମସୁନ୍ଦରପୁର ଗ୍ରାମରେ ଶୁକ୍ରବାର ବଜ୍ରପାତ ଘଟି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ରାଜେନ୍ଦ୍ର ମଲିକ(୨୮)।

ମିଳିଥିବା ସୂଚନା ମୁତାବକ, ରାଜେନ୍ଦ୍ର ବିଲରେ କାମ କରୁଥିଲେ। ସେତିକିବେଳେ ଘଡ଼ଘଡି ସହ ବର୍ଷା ହୋଇ ବଜ୍ରପାତ ଘଟିଥିଲା। ଫଳରେ ରାଜେନ୍ଦ୍ରଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା। ଖବର ପାଇ ପରିବାର ଲୋକେ ପହଞ୍ଚି ପୋଲିସକୁ ଖବର ଦେଇଥିଲେ। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ଭଦ୍ରକ ମୁଖ୍ୟ ଚିକିତ୍ସାଳୟକୁ ପଠାଇଛି। ସୂଚନାଯୋଗ୍ୟ, ରାଜେନ୍ଦ୍ର ୧୫ ଦିନ ତଳେ ବିବାହ କରିଥିଲେ। ତାଙ୍କ ମୃତ୍ୟୁ ପରେ ପରିବାରରେ ଶୋକର ଛାୟା ଖେଳିଯାଇଛି। ଏଥିସହ ପରିବାରଲୋକେ ସମ୍ପୂର୍ଣ୍ଣ ଭାଙ୍ଗି ପଡିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବେନିୟମ ବନ୍ଧୁକ ରଖିବା ଅଭିଯୋଗରେ ଆଉ ୨ ଗିରଫ

ଭଞ୍ଜନଗର,୨୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସକୁ ବୁଧବାର ବେନିୟମ ବନ୍ଧୁକ ରଖିବା ଅଭିଯୋଗରେ ଆଉ ଏକ ସଫଳତା ମିଳିଛି। ମଙ୍ଗଳବାର ବେନିୟମ ଭାବେ ବନ୍ଧୁକ...

Pahalgam Attack: କ୍ୟାମେରାରେ ରେକର୍ଡ ହେଲା ଭୟଙ୍କର ଦୃଶ୍ୟ

ନୂଆଦିଲ୍ଲୀ,୨୩।୪: ଜମ୍ମୁ ଓ କଶ୍ମୀରର ପାହାଲଗାମରେ ଏକ ଭୟଙ୍କର ଆତଙ୍କବାଦୀ ଆକ୍ରମଣ ଘଟିଛି। ଆତଙ୍କବାଦୀମାନେ ପର୍ଯ୍ୟଟକଙ୍କୁ ଟାର୍ଗେଟ କରି ଏହି ଆକ୍ରମଣ କରିଥିବା ଜଣାପଡିଛି। ଏହି...

ମୋଦିଙ୍କ ସହ ଏକାଠି ହେଲେ ଟ୍ରମ୍ପ-ପୁଟିନ୍‌, ପାକ୍‌ ଉପରେ ହେବ ବଡ଼ ଏୟାରଷ୍ଟ୍ରାଇକ୍‌!

ନୂଆଦିଲ୍ଲୀ,୨୩।୪: ଜମ୍ମୁ-କଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ୨୮ ଜଣଙ୍କ ମୃତ୍ୟୁ ହୋଇଛି। ପର୍ଯ୍ୟଟକଙ୍କ ଉପରେ ଆତଙ୍କବାଦୀ ଆକ୍ରମଣ ପରେ, ତଦନ୍ତ ଏଜେନ୍ସିଗୁଡ଼ିକ ତଦନ୍ତ ଆରମ୍ଭ...

ଉଦଳାରୁ ୱେଷ୍ଟ ବେଙ୍ଗଲ କାଠ ଚାଲାଣ : ମାଡ଼ିବସିଲା ବନ ବିଭାଗ

ଉଦଳା,୨୩।୪ (ସନ୍ତୋଷ କୁମାର ବାଛିନି): ବନ ବିଭାଗକୁ ବୋକା ବନାଇ ସମସ୍ତଙ୍କ ସାମ୍ନାରେ କରୁଥିଲେ ଲୁଟ୍‌। ଗୋଟିଏ ଜାଗା ପାଇଁ ପୁରୁଣା ଅନୁମତି ପତ୍ର ଥିବା...

ଦିଲ୍ଲୀରେ ହଲଚଲ: ଡୋଭାଲଙ୍କୁ ବଡ଼ ଦାୟିତ୍ୱ, ଥରିଲା ପାକିସ୍ତାନ

ନୂଆଦିଲ୍ଲୀ,୨୩।୪: ଜମ୍ମୁ-କଶ୍ମୀରର ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଶ୍ରୀନଗରରେ ପହଞ୍ଚିଛନ୍ତି। ଏହା ପରେ ସେ ଆକ୍ରମଣ ସ୍ଥାନକୁ ମଧ୍ୟ ଯାଇଛନ୍ତି।...

ସୁନ୍ଦର କରିବ କିସ୍‌ମିସ୍‌

ଡ୍ରାଏଫ୍ରୁଟ୍‌ଭାବେ କିସ୍‌ମିସ୍‌ ବ୍ୟବହାର କରାଯାଏ। କିନ୍ତୁ ତ୍ୱଚାକୁ ସୁନ୍ଦର ଓ ଅଧିକ ଗ୍ଲୋ କରିବା ପାଇଁ ମଧ୍ୟ ଏହାକୁ ବ୍ୟବହାର କରିହେବ। ଏଥିପାଇଁ ଜାଣିରଖନ୍ତୁ ଉପାୟ…....

Pahalgam Terror Attack:‘ପାକିସ୍ତାନର ରିଆକ୍ସନ ହେବ ହାର୍ଡ’, ଆତଙ୍କବାଦୀ ଆକ୍ରମଣକୁ ନେଇ ଏମିତି କହିଲେ PAK ପୂର୍ବତନ ହାଇ କମିଶନର

ଶ୍ରୀନଗର,୨୩।୪: ମଙ୍ଗଳବାର (୨୨ ଏପ୍ରିଲ) କଶ୍ମୀରର ପହଲଗାମରେ ହୋଇଥିବା Terror Attack ସମଗ୍ର ବିଶ୍ୱରେ ହଇଚଇ ସୃଷ୍ଟି କରିଛି। ବିଶ୍ୱର ସମସ୍ତ ଦେଶର ନେତାମାନେ ଏହି...

ପିଲା ମିଛ କହୁଛି କି ?

ଭୟରେ ହେଉ ଅବା ଅନ୍ୟ କିଛି କାରଣ ପାଇଁ ପିଲାମାନେ ବେଳେବେଳେ ମିଛ କହି ଦିଅନ୍ତି। ତେବେ ଛୋଟବେଳରୁ ସେମାନଙ୍କର ଏହି ଅଭ୍ୟାସ ବଦଳାଇବା ଦରକାର।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image