ବଜ୍ରପାତ ନେଲା ପୁଣି ଜୀବନ

ଉଦଳା,୨୨ା୮(ସନ୍ତୋଷ କୁମାର ବାଚ୍ଛିନୀ): ମୟୂରଭଞ୍ଜ ଜିଲା ଉଦଳା ଥାନା ଅଧୀନ ପାଟଶାଣିପୁର ଗ୍ରାମରେ ଗୁରୁବର ବଜ୍ରପାତ ଘଟି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ସୋମନାଥ ନାଏକ। ଗୁରୁବାର ସନ୍ଧ୍ୟାରେ ସେ ପୋଖରୀକୁ ଗାଧୋଇବା ପାଇଁ ଯାଇଥିବା ବେଳେ ବଜ୍ରପାତ ଘଟିଥିଲ। ଫଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିବା ଜଣାପଡିଛି। ଖବର ପାଇ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଡ଼ିବାକୁ ଥିଲା ଅଳ୍ପ ସମୟ: ହଠାତ୍‌ ବସ୍‌ରୁ ନିଆଁ

ବାଲେଶ୍ୱର,୨୬।୧୦(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ସହଦେଖୁଣ୍ଟା ବସ୍‌ ଷ୍ଟାଣ୍ଡଠାରେ ଶନିବାର ଭୋର ସମୟରେ ବନଦୁର୍ଗା ନାମକ ଏକ ବସ୍‌ରେ ଅଚାନକ ନିଆଁ ଲାଗିଥିବା ଦେଖିବାକୁ ମିଳିଥିଲା...

ପୌରପାଳିକା ପକ୍ଷରୁ ଜବରଦଖଲ ଉଚ୍ଛେଦ

ଭଦ୍ରକ, ୨୬।୧୦(ସନାତନ ରାଉତ): ଭଦ୍ରକ ପୌରପାଳିକା ପକ୍ଷରୁ ଦମକଳ ସାହାଯ୍ୟରେ ସହରର ବନ୍ତ ଛକ ମାର୍କେଟ କମ୍ପ୍ଲେକ୍ସରୁ ବର୍ଷା ଜଳ ନିଷ୍କାସନ ସହ ଜେସିବି ସାହାଯ୍ୟରେ...

ବାତ୍ୟା ପ୍ରଭାବିତ ଅଞ୍ଚଳ ବୁଲିଲେ ଭାଜପା ରାଜ୍ୟ ସଭାପତି

ଚାନ୍ଦବାଲି, ୨୬।୧୦(କିଶାନ ପାତ୍ର)- ବାତ୍ୟା ଦାନା ପ୍ରଭାବରେ ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଧାମରା ଅଞ୍ଚଳ ଅଧିକ କ୍ଷତିଗ୍ରସ୍ତ ହୋଇଛି l ଘର ଭାଙ୍ଗିବା ସହ...

ବାତ୍ୟା ପରେ ବନ୍ୟା ପରିସ୍ଥିତି: ଲୋକଙ୍କ ଘରେ ପଶିଲା ପାଣି

ଭଦ୍ରକ, ୨୬।୧୦(ସନାତନ ରାଉତ): ବାତ୍ୟା ଦାନା ପ୍ରଭାବରେ ଗୁରୁବାର ଓ ଶୁକ୍ରବାର ଲଗାଣ ବର୍ଷା ଯୋଗୁ ଭଦ୍ରକ ଜିଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ସହର...

ପତିତପାବନ ବାନାରେ ପଡିଲା ଶୂନ୍ୟଗଣ୍ଠି: ଜାଣନ୍ତୁ ଏହା କ’ଣ, କାହିଁକି ପଡେ

ପୁରୀ,୨୬ା୧୦(ଅଜିତ୍‌ କୁମାର ମହାନ୍ତି):ବାତ୍ୟା ‘ଦାନା’ ପ୍ରଭାବରେ ପୁରୀରେ ବୁଧବାର ରାତିରୁ ବର୍ଷା ଆରମ୍ଭ ହୋଇଥିଲା। ଗୁରୁବାର ଦିନତମାମ ବର୍ଷା ଲାଗିରହିଥିବାବେଳେ ସନ୍ଧ୍ୟାରେ ପବନର ବେଗ ବଢିଥିଲା।...

ଆଜିଠୁ ନନ୍ଦନକାନନ ଖୋଲିବ

ତ୍ରିଶୂଳିଆ,୨୬।୧୦(ତୁଷାରକାନ୍ତ ବେହେରା):ବାତ୍ୟା ‘ଦାନା’କୁ ଦୃଷ୍ଟିରେ ରଖି ନନ୍ଦନକାନନ ଏବଂ ବଟାନିକାଲ ଗାର୍ଡେନକୁ ୨୪ ଓ ୨୫ ତାରିଖ ୨ ଦିନ ବନ୍ଦ ରଖାଯାଇଥିଲା। ଶନିବାରଠାରୁ ପୁଣି...

ଧନୁଯାତ୍ରା ପୂର୍ବରୁ ତେଜୁଛି ଦାବି:ବିବାଦୀୟଙ୍କୁ ମହୋତ୍ସବରୁ ବାଦ୍‌ ଦିଆଯାଉ

ବରଗଡ଼,୨୬।୧୦(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ୨ମାସ ୧ସପ୍ତାହ ବାକି ରହିଲା। ଏପର୍ଯ୍ୟନ୍ତ ମହୋତ୍ସବକୁ ନେଇ ଧନୁଯାତ୍ରା କମିିଟିର ସାଧାରଣ...

ଗର୍ଜିଲେ ସ୍ବଚ୍ଛକର୍ମୀ: ମିଳିନି ୪ ମାସର ଦରମା

ବରଗଡ଼,୨୬।୧୦(ପ୍ରେମାନନ୍ଦ ଖମାରୀ):ବରଗଡ଼ ପୌର ପରିଷଦ ଅଧୀନରେ କାର୍ଯ୍ୟରତ ସ୍ବଚ୍ଛକର୍ମୀମାନଙ୍କୁ ସେମାନଙ୍କ ପ୍ରାପ୍ୟ ପାରିଶ୍ରମିକ ମିଳି ନ ଥିବା ଅଭିଯୋଗ ହୋଇଛି। ଏଭଳି ଅଭିଯୋଗ ନେଇ ଗୁରୁବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri