ଭୁବନେଶ୍ୱର,୨୬।୨: ମହାଶିବରାତ୍ରି ପାଇଁ ଲିଙ୍ଗରାଜ ପୀଠ ଚଳଚଞ୍ଚଳ ଥିବା ବେଳେ ମହାଦୀପ ଉଠିବା ସମୟରେ ଘଟିଛି ଅଘଟଣ। ମନ୍ଦିର ଚୂଡ଼ାକୁ ଚଢୁଥିବା ବେଳେ ସେବାୟତ ଖସିପଡିଥିବା ସୂଚନା ମିଳିଛି। ଖସିପଡ଼ି ସେବାୟତ ଆହତ ହୋଇଛନ୍ତି।