ଟେନ୍‌ସନ୍‌ରେ ରହୁଛନ୍ତି କି? ଦେଖାଦେଇପାରେ ଏହି ବଡ଼ ସମସ୍ୟା…

ଆଜିକାଲିର ବ୍ୟସ୍ତବହୁଳ ଜୀବନରେ ନିଜ ଜୀବନଶୈଳୀ ପ୍ରତି ସ୍ବତନ୍ତ୍ର ଦୃଷ୍ଟି ଦେବା ଦରକାର। କାରଣ ନିଜକୁ ସୁସ୍ଥ ରଖିବା ପଛରେ ଏହା ଅନେକାଂଶରେ ସାହାଯ୍ୟ କରିଥାଏ। ଯଦି ଜଣେ ବ୍ୟକ୍ତି ଉନ୍ନତ ଜୀବନଶୈଳୀ ଅନୁସରଣ କରନ୍ତି, ତେବେ ତାଙ୍କର ହୃତ୍‌ପିଣ୍ଡ ଠିକ୍‌ ଭାବରେ କାର୍ଯ୍ୟ କରିବାର ସମ୍ଭାବନା ଅଧିକ। ତେଣୁ ଏଥିପାଇଁ ନିଜକୁ ଯେତେସମ୍ଭବ ନକାରାତ୍ମକ କଥାଠାରୁ ଦୂରେଇ ରଖନ୍ତୁ। ସବୁବେଳେ ଟେନ୍‌ସନ୍‌ରେ ରହିଲେ ତା’ର ପ୍ରଭାବ ହୃତ୍‌ପିଣ୍ଡ ଉପରେ ପଡ଼ିଥାଏ। ଏହାଠୁ ନିଜକୁ ଯେତେ ଦୂରେଇ ରଖିବେ ସେତେ ଭଲ। ଖୁସିର ମାହୋଲରେ ରହିବାକୁ ଚେଷ୍ଟା କରନ୍ତୁ। ସବୁବେଳେ ନିଜର ସାମର୍ଥ୍ୟ ଅନୁସାରେ କାର୍ଯ୍ୟ କରନ୍ତୁ। ନ ହେଲେ ଏ ନେଇ ଚିନ୍ତାଗ୍ରସ୍ତ ହେଲେ ତାହାର ପ୍ରଭାବ ହୃତ୍‌ପିଣ୍ଡର କାର୍ଯ୍ୟଧାରା ଉପରେ ପଡ଼ିବାର ଆଶଙ୍କା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚିନାବାଦାମ ଖାଉଥିଲେ

ଚିନାବାଦାମ ଖାଇବା ଅନେକଙ୍କର ପସନ୍ଦ। ତେବେ ଭଜା ଚିନାବାଦାମ ତୁଳନାରେ ସିଝା ଚିନାବାଦାମ ଖାଇଲେ ଶରୀରକୁ ଅନେକ ଉପକାର ମିଳିଥାଏ। ପ୍ରଥମତଃ ଭଜା ଚିନାବାଦାମ ତୁଳନାରେ...

ଫଟୋ ବି ବଦଳାଇପାରେ ଭାଗ୍ୟ: ଜାଣନ୍ତୁ କେମିତି…

ପ୍ରତ୍ୟେକ ବ୍ୟକ୍ତିଙ୍କର ସମସ୍ୟା ଭିନ୍ନ ଭିନ୍ନ ହୋଇଥାଏ। କାହାର ଚାକିରିକୁ ନେଇ ଟେନ୍‌ସନ୍‌ ରହିଥାଏ ତ କାହାର ବିଜ୍‌ନେସ୍‌କୁ ନେଇ। ପୁଣି କିଏ ପଇସାପତ୍ର ପାଇଁ...

ସୁସ୍ଥ ହୃତ୍‌ପିଣ୍ଡ, ନୀରୋଗ ଶରୀର

ମଣିଷ ଶରୀରରେ ହୃତ୍‌ପିଣ୍ଡ ମୁଖ୍ୟତଃ ଏକ ମାଂସପେଶୀୟ ଅଙ୍ଗ। ଏହାର ଆକାର ହାତର ମୁଠା ସହ ପ୍ରାୟ ସମାନ। ଓଜନ ୨୫୦-୩୫୦ ଗ୍ରାମ୍‌, ଲମ୍ବ ୧୨...

Featured Video Play Icon

ଖାଲି ପେଟରେ କାହିଁକି ଖାଆନ୍ତି ଗ୍ୟାସ ବଟିକା?

ଅଧିକ ଖାଇ ଦେଲେ ଗ୍ୟାସ ହୁଏ , କିଛି ନ ଖାଇଲେ ବି ଗ୍ୟାସ ହୁଏ କାହିଁକି ? ଶୁଣନ୍ତୁ ଏନେଇ କଣ କହୁଛନ୍ତି ଡାକ୍ତର।

ଏସବୁ ଗୁଣକୁ କାଢ଼ି ଫୋପାଡି ଦେଲେ ରାତାରାତି ହୋଇଯିବେ…

ମହାନ ଆଚାର୍ଯ୍ୟ ତଥା ପଣ୍ଡିତ ଚାଣକ୍ୟଙ୍କ ନୀତିଶାସ୍ତ୍ର ବିଭିନ୍ନ ବିଷୟ ଉପରେ ପ୍ରଚାର କରିବା ସହିତ ସଠିକ୍‌ ମାର୍ଗଦର୍ଶନ କରାଇଥାଏ। ସେ ବ୍ୟକ୍ତିଗତ ହେଉ କି...

ସନ୍ତୁଳିତ ରହିବ ଡାଇବେଟିସ୍‌

ଆଜିକାଲି ଡାଇବେଟିସ୍‌ ଏକ ସାଧାରଣ ସ୍ବାସ୍ଥ୍ୟ ସମସ୍ୟା ପାଲଟିଗଲାଣି କହିଲେ ଆଦୌ ଭୁଲ ହେବ ନାହିଁ। ଡାଇବେଟିସ୍‌ ଯଦି ଜଟିଳ ଆକାର ଧାରଣ କରେ ଏବଂ...

କୃତ୍ରିମ ରକ୍ତ

ପିଟ୍ସବର୍ଗ ମେଡିକାଲ ୟୁନିଭରସିଟିର ରୋଗୀ ରକ୍ତ ପରିଚାଳନା କାର୍ଯ୍ୟକ୍ରମର ନିର୍ଦ୍ଦେଶକ ଜୋନାଥନ ୱାଟର୍ସ ଗତ ଏକ ଦଶନ୍ଧି ମଧ୍ୟରେ ଏହାକୁ ବ୍ୟବହାର କରି ଅନେକ ରୋଗୀଙ୍କ...

ଉପାଦେୟ ଅଶୋକ ପୁଷ୍ପ

ରାମାୟଣରେ ବର୍ଣ୍ଣିତ ହୋଇଛି ଯେ, ରାବଣ ସୀତାଙ୍କୁ ଚୋରାଇ ନେଇ ଲଙ୍କାର ଅଶୋକ ବନରେ ବନ୍ଦୀ କରି ରଖିଥିଲା। ଅଶୋକ ବୃକ୍ଷ ମୂଳରେ ବସି ସୀତା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri