ଭାରତ ସହ ଭଲ ସମ୍ପର୍କ ରଖିବାକୁ ଚାହାନ୍ତି ଲିଜ ଟ୍ରସ୍

ଲଣ୍ଡନ,୬ ।୯: ବ୍ରିଟେନର ନବ ନିର୍ବାଚିତ ପ୍ରଧାନମନ୍ତ୍ରୀ ଲିଜ ଟ୍ରସ୍ ଭାରତ ସହ ମଧୁର ଓ ଗଭିର ରାଜନୈତିକ ଓ ଆର୍ଥିକ ସମ୍ପର୍କ ସପକ୍ଷରେ ଅଛନ୍ତି । କଂଜରଭେଟିଭ ପାର୍ଟିର ୪୭ ବର୍ଷୀୟା ନବ ନିର୍ବାଚିତ ନେତା ଟ୍ରସ୍ ପୂର୍ବରୁ ଭାରତ ଆସିଛନ୍ତି ଓ ବାଣିଜ୍ୟ ମନ୍ତ୍ରୀ ପିୟୁଷ ଗୋୟଲଙ୍କ ସହ ଡିଜିଟାଲ ବାର୍ତ୍ତାରେ ଭାଗ ନେଇ ସାରିଛନ୍ତି । ସେତେବେଳେ ଭାରତ ଯାତ୍ରାକୁ ସେ ବଡ ଅବସର ବୋଲି କହିଥିଲେ ।
ଗତ ବର୍ଷ ମେ’ରେ ଅନ୍ତରାଷ୍ଟ୍ରୀୟ ବ୍ୟାପାର ମନ୍ତ୍ରୀ ରହିବା ସମୟରେ ଟ୍ରସ୍ ବୋରିସ ଜନସନ ସରକାରଙ୍କ ପାଇଁ ବୃହତ ବ୍ୟାପାର ଚୁକ୍ତି ଉପରେ ହସ୍ତାକ୍ଷର କରିଥିଲେ । ଇଟିପି ମୁକ୍ତ ବ୍ୟାପାର ଚୁକ୍ତି କଥାବାର୍ତ୍ତା ପାଇଁ ଆରମ୍ଭର ଆଧାର । ଇଟିପିରେ ଦସ୍ତଖତ କରିବା ପରେ ଟ୍ରସ୍ କହିଥିଲେ, ମୁଁ ବିକାଶଶୀଳ ବାଣିଜ୍ୟ ଦୃଶ୍ୟରେ ବ୍ରିଟେନ ଓ ଭାରତକୁ ସର୍ବୋତ୍ତମ ସ୍ଥିତିରେ ଦେଖୁଛି ।


Enter your email to get our daily news in your inbox.

All Right Reserved By Dharitri.Com

ଫ୍ଲାଇଟ୍‌ରେ ଦେଇଥିବା ଖାଦ୍ୟରୁ ବାହାରିଲା ଜୀବନ୍ତ ମୂଷା, ପରେ ହଠାତ୍‌…

ଖାଦ୍ୟରେ ଜୀଅନ୍ତା ମୂଷା ବାହାରିବା ପରେ ଜରୁରୀ କାଳୀନ ଅବତରଣ କଲା ବିମାନ। ଏହା ଅଆପଣଙ୍କୁ ନିହାତି ଆଶ୍ଚର୍ଯ୍ୟ କରିପାରେ। ଏଭଳି ଘଟଣା ଘଟିଛି ଡେନମାର୍କର...

ପରାସ୍ତ ହେବ ଚାଇନା, କ୍ୱାଡ୍‌ ସମ୍ମିଳନୀରେ ମିଳିଲା ନେତାଙ୍କ ବଡ଼ ସଙ୍କେତ

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୨ା୯: କ୍ୱାଡ୍‌ ନେତାଙ୍କ ମିଳିତ ବିବୃତ୍ତିରେ ବଡ଼ ସଙ୍କେତ ମିଳିଛି। କ୍ୱାଡ୍‌ ଶିଖର ସମ୍ମିଳନୀରେ ଭାରତ, ଆମେରିକା, ଜାପାନ ଏବଂ ଅଷ୍ଟ୍ରେଲିଆର ମୁଖ୍ୟମାନେ ଅଂଶଗ୍ରହଣ କରିଥିଲେ।...

ବାଇଡେନ ଦମ୍ପତିଙ୍କୁ ଦାମୀ ଉପହାର ଦେଲେ ମୋଦି, ଏଥିରେ ରହିଛି…

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୨ା୯: ଆମେରିକା ଗସ୍ତରେ ଯାଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବାଇଡେନ ଦମ୍ପତିଙ୍କୁ ଦାମୀ ଉପହାର ପ୍ରଦାନ କରିଛନ୍ତି। ମୋଦି ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଏବଂ...

ଅନୁରା ଶ୍ରୀଲଙ୍କାର ନୂଆ ରାଷ୍ଟ୍ରପତି

କଲମ୍ବୋ,୨୨ା୯: ଶ୍ରୀଲଙ୍କାକୁ ମିଳିଛି ନୂଆ ରାଷ୍ଟ୍ରପତି। ଅନୁରା କୁମାରା ଦିଶାନାୟକେ ଶ୍ରୀଲଙ୍କାର ନୂଆ ରାଷ୍ଟ୍ରପତି ହୋଇଛନ୍ତି। ନ୍ୟାଶନାଲ ପିପୁଲ ପାଓ୍ବାର(ଏନ୍‌ପିପି) ମେଣ୍ଟର ପ୍ରାର୍ଥୀ ଅନୁରା ୫୩%...

ଭାରତକୁ ଇଲିଶି ରପ୍ତାନୀ ଉପରେ କଟକଣା ଉଠାଇଲା ବାଂଲାଦେଶ, ଦୂର୍ଗାପୂଜା ପାଇଁ ଆସିବ ଏତେ ମାଛ…

ନୂଆଦିଲ୍ଲୀ,୨୨।୯: ଭାରତକୁ ଇଲିଶି ମାଛ ରପ୍ତାନୀ ଉପରେ କଟକଣା ଉଠାଇଲା ବାଂଲାଦେଶ। ବାଂଲାଦେଶର ଆନ୍ତରୀଣ ସରକାର ହିନ୍ଦୁ ବଙ୍ଗାଳୀଙ୍କ ବଡ଼ ପୂର୍ବ ଦୂର୍ଗାପୂଜା ପୂର୍ବରୁ ଇଲିଶି...

ଏହି ସ୍ବତନ୍ତ୍ର ଡ୍ରୋନ୍‌ ପାଇଁ ଆମେରିକା ସହିତ ଭାରତର ଚୁକ୍ତି, କିଣିବା ପାଇଁ ଲାଗିବ ଏତିକି ଟଙ୍କା…

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୨ା୯: ଭାରତ ଏବଂ ଆମେରିକା ରବିବାର କୋଟି କୋଟି ଡଲାର ମୂଲ୍ୟର ଡ୍ରୋନ୍‌ ଚୁକ୍ତି ସ୍ବାକ୍ଷର କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମେରିକାର ତିନି ଦିନିଆ...

କ୍ୱାଡ୍‌ ଶିଖର ସମ୍ମିଳନୀରେ ଉଠିଲା ଅନେକ ପ୍ରସଙ୍ଗ, ପ୍ରଧାନମନ୍ତ୍ରୀ କହିଲେ…

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୨ା୯: ୩ ଦିନିଆ ଆମେରିକା ଗସ୍ତରେ ଯାଇଥିବା ପ୍ରଧାନମନ୍ତ୍ରୀ ଭାରତର ନରେନ୍ଦ୍ର ମୋଦି କ୍ବାଡ୍‌ ଶିଖର ସମ୍ମିଳନୀରେ ସାମିଲ ହୋଇଛନ୍ତି। ଉକ୍ତ ବୈଠକରେ ଅନେକ ପ୍ରସଙ୍ଗ...

ଯୁଦ୍ଧରେ ଘରଦ୍ୱାର ହରାଇ ସ୍କୁଲ୍‌ରେ ନେଇଥିଲେ ଆଶ୍ରୟ: ଇସ୍ରାଏଲ୍‌ କଲା ବୋମାମାଡ଼

ଗାଜା ସିଟି,୨୧ା୯: ଯୁଦ୍ଧରେ ଘରଦ୍ୱାର ହରାଇ ପାଲେଷ୍ଟିନୀୟମାନେ ଗାଜା ସିଟିର ଏକ ସ୍କୁଲ୍‌ରେ ଆଶ୍ରୟ ନେଇଥିବାବେଳେ ସେଠାରେ ଇସ୍ରାଏଲ୍‌ ବୋମାମାଡ଼ କରିଛି। ଏଥିରେ ଅନୂ୍ୟନ ୨୧...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri