LLB ଷଷ୍ଠ ସେମିଷ୍ଟର ପେପର୍‌-୧ ପରୀକ୍ଷା ବାତିଲ

କଟକ,୨୨।୪: LLB ଷଷ୍ଠ ସେମିଷ୍ଟରର ପେପର୍‌-୧ ପରୀକ୍ଷା ବାତିଲ ହୋଇଯାଇଛି। ସିଲାବସ୍‌ ବାହାରୁ ପ୍ରଶ୍ନପତ୍ର ଆସିବା ଅଭିଯୋଗରେ ପରୀକ୍ଷା ବାତିଲ ହୋଇଥିବା ଜଣାପଡିଛି। ମଧୁସୂଦନ ଆଇନ ବିଶ୍ୱବିଦ୍ୟାଳୟ ଅଧୀନ ୨୮ କଲେଜ୍‌ ପରୀକ୍ଷା ବାତିଲ କରାଯାଇଥିବା ବିଶ୍ୱବିଦ୍ୟାଳୟ କର୍ତ୍ତପକ୍ଷଙ୍କ ପକ୍ଷରୁ ସୂଚନା ଦିଆଯାଇଛି।