ଲୟର୍ଡ ଅଷ୍ଟିନ ଅସୁସ୍ଥ ହସ୍ପିଟାଲରେ ଭର୍ତ୍ତି

ଓ୍ବାଶିଂଟନ,୬।୧: ଆମେରିକାର ପ୍ରତିରକ୍ଷା ସଚିବ ଲର୍ୟଡ ଅଷ୍ଟିନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ପେଣ୍ଟାଗନ ପ୍ରେସ ସେକ୍ରେଟାରୀ ମେଜର ଜେନେରାଲ ପ୍ୟାଟ ରାଇଡର୍‌ କହିଛନ୍ତି ଯେ ଅସୁସ୍ଥତା ଅନୁଭବ କରିବାରୁ ଓ ଜଟିଳତା ହେତୁ ପ୍ରତିରକ୍ଷା ସଚିବ ଲର୍ୟଡ ଅଷ୍ଟିନ ସୋମବାର ଠାରୁ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ଆମେରିକାର ପ୍ରତିରକ୍ଷା ବିଭାଗ ଏହା ପ୍ରଥମ ଥର ନିଶ୍ଚିତ କରିଛି ଯେ ଅଷ୍ଟିନଙ୍କୁ ୱାଲ୍ଟର ରିଡ ନ୍ୟାସନାଲ ମିଲିଟାରୀ ମେଡିକାଲ ସେଣ୍ଟରରେ ଭର୍ତ୍ତି କରାଯାଇଛି।

ରାଇଡର ଶୁକ୍ରବାର କହିଛନ୍ତି ଯେ ଅଷ୍ଟିନଙ୍କୁ ଡାକ୍ତରଖାନାରୁ କେବେ ମୁକ୍ତ କରାଯିବ ତାହା ସ୍ପଷ୍ଟ ହୋଇନାହିଁ। କିନ୍ତୁ ଚିକିତ୍ସା ଦ୍ୱାରା ସ୍ବାସ୍ଥ୍ୟ ଅବସ୍ଥାରେ ଉନ୍ନତି ହେଉଛି ବୋଲି ସେ ସ୍ପଷ୍ଟ କରିଛନ୍ତି। ସେ ଖୁବ ଶୀଘ୍ର ତାଙ୍କ କାର୍ଯ୍ୟରେ ଯୋଗଦେବେ ବୋଲି ବିଭାଗ ଆଶା କରିଛି। ରାଇଡର କହିଛନ୍ତି ଯେ ଅଷ୍ଟିନଙ୍କ ସ୍ବାସ୍ଥ୍ୟ ଦ୍ରୁତ ଗତିରେ ଉନ୍ନତି କରୁଛି। ଗୋପନୀୟତା ଏବଂ ଚିକିତ୍ସା କାରଣରୁ ବିଭାଗ ଅଷ୍ଟିନଙ୍କ ଅନୁପସ୍ଥିତିକୁ ସାର୍ବଜନୀନ କରି ନାହିଁ।
ଏକ ବିବୃତ୍ତିରେ ରାଇଡର୍‌ କହିଛନ୍ତି ଯେ ଅଷ୍ଟିନଙ୍କ ଅନୁପସ୍ଥିତିରେ ଡେପୁଟି ପ୍ରତିରକ୍ଷା ସଚିବ କ୍ୟାଥଲିନ ହିକ୍ସ କାର୍ଯ୍ୟ କରୁଛନ୍ତି। ଅଷ୍ଟିନ, ୭୦ ବର୍ଷ, ସେନାରେ ୪୧ ବର୍ଷ ବିତାଇଥିଲେ ଏବଂ ୨୦୧୬ରେ ଚାରି ତାରକା ଜେନେରାଲ ଭାବରେ ଅବସର ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଛାଉଣୀ ନଥିବାରୁ ପ୍ରତିବାଦ: ପେଟ୍ରୋଲ ପମ୍ପକୁ ବନ୍ଦ କଲା ନାଗରିକ ମଞ୍ଚ

ବରଗଡ଼, ୨୨।୪(ପ୍ରେମାନନ୍ଦ ଖମାରୀ) : ବରଗଡ଼ ଜିଲାରେ ତାତି ବଢି ଚାଲିଛି। ଏଥିରେ ଜୀବନ ଅସ୍ତବ୍ୟସ୍ତ ହୋଇ ପଡୁଛି। କିନ୍ତୁ ଏଭଳି ସ୍ଥିତିରେ ବରଗଡ଼ ସହରର...

ଅଷ୍ଟ୍ରେଲିଆର ଏହି ପୂର୍ବତନ ଟେଷ୍ଟ କ୍ରିକେଟରଙ୍କୁ ୪ ବର୍ଷ କାରାଦଣ୍ଡ

ମେଲବୋର୍ନ,୨୨ା୪: ଅଷ୍ଟ୍ରେଲିଆର ପୂର୍ବତନ ଟେଷ୍ଟ କ୍ରିକେଟର ମାଇକେଲ ସ୍ଲାଟରଙ୍କୁ ୪ ବର୍ଷର ଜେଲ ଦଣ୍ଡରେ ଦଣ୍ଡିତ କରାଯାଇଛି। କିନ୍ତୁ ପୋଲିସ ହେପାଜତରେ ଏକ ବର୍ଷରୁ ଊର୍ଦ୍ଧ୍ୱ...

ବିଷ୍ଣୁମୁଣ୍ଡା ମନୋଜ ନାଏକଙ୍କ ହତ୍ୟା ମାମଲା: ଭୁବନେଶ୍ବରରୁ ଅଭିଯୁକ୍ତ ଗିରଫ

ବଲାଙ୍ଗୀର,୨୨।୪: ବଲାଙ୍ଗୀର ସହର ବିଷ୍ଣୁମୁଣ୍ଡା ମନୋଜ ନାଏକ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତଙ୍କୁ ଭୁବନେଶ୍ବରରୁ ପୋଲିସ ଗିରଫ କରିଛି। ମଙ୍ଗଳବାର ବଲାଙ୍ଗୀର ଟାଉନ ଥାନା ଠାରେ...

ସ୍କୁଲ୍‌ ଛୁଟି ଘୋଷଣା କଲେ ଜିଲାପାଳ, ଝାରସୁଗୁଡ଼ାରେ ୪୬ ଟପିଲା ତାତି

ଭୁବନେଶ୍ୱର,୨୨।୪: ଓଡ଼ିଶାରେ ଅସହ୍ୟ ଗରମ ଓ ତାତି ଜନିତ ପରିସ୍ଥିତି ମଧ୍ୟରେ ଝାରସୁଗୁଡ଼ା ଜିଲାରେ ତାପମାତ୍ରା ୪୬ ଡିଗ୍ରୀ ସେଲସିୟସ ଛୁଇଁଛି। ଏହି ପରିପ୍ରେକ୍ଷୀରେ ଛାତ୍ରଛାତ୍ରୀଙ୍କ...

ଗର୍ଭବତୀ ସ୍ତ୍ରୀଙ୍କୁ ପିଟିପିଟି ହତ୍ୟା: ସ୍ବାମୀ ଫେରାର

ଲକ୍ଷ୍ମୀପୁର,୨୨।୪: କୋରାପୁଟ ଜିଲା ଦଶମନ୍ତପୁର ଥାନା ନେର୍କାଗୁଡ଼ା ଗାଁରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ଗର୍ଭବତୀ ସ୍ତ୍ରୀଙ୍କୁ ପିଟିପିଟି ହତ୍ୟା କରାଯାଇଥିବା ଅଭିଯୋଗ...

ସରିଲା ବିଶ୍ବଶାନ୍ତି ମହାଯଜ୍ଞ: ମହାଦେବଙ୍କ ପୀଠ ଲୋକାରଣ୍ୟ

ପୁରୁଷୋତ୍ତମପୁର, ୨୨।୪ (ସିମାଞ୍ଚଳ ମିଶ୍ର) ରାଜ୍ୟ ଓ ଦେଶକୁ କଳୁଷିତ ମୁକ୍ତ କରି କିପରି ଶାନ୍ତିପ୍ରତିଷ୍ଠା ହେବ। ଲୋକେ ସୁରକ୍ଷିତ ଭାବେ ବଞ୍ଚିରହିବେ। ସେଥିପାଇଁ ଗଞ୍ଜାମ...

୨୪ରୁ ଦିଆଯିବ ନୂଆ ରାଶନ କାର୍ଡ: ଏଯାବତ୍‌ E-KYC କରିନାହାନ୍ତି…

ଭୁବନେଶ୍ୱର,୪।୨୨ ଆସନ୍ତା ୨୪ ତାରିଖରେ ବଣ୍ଟାଯିବ ନୂଆ ରାଶନ କାର୍ଡ। ପ୍ରଥମ ପର୍ଯ୍ୟାୟ ରାଶନ କାର୍ଡ ପୁରୀରେ ବଣ୍ଟନ କରାଯିବ । ପୁରୀଠାରେ ପଞ୍ଚାୟତିରାଜ ଦିବସ...

ମାରୱଡି ଯୁବାମଞ୍ଚର ଶପଥ ଗ୍ରହଣ ସମାରୋହ

ପଦ୍ମପୁର,୨୨।୪ (ପ୍ରଦୀପ୍ତ ଦାଶ): ସ୍ଥାନୀୟ ମାରୱାଡି ଧର୍ମଶାଳା ପଦ୍ମପୁର ଠାରେ ମାରୱାଡି ଯୁବାମଞ୍ଚର ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ମୁଖ୍ୟ ଅତିଥି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image