Categories: Video

ରାଜ୍ୟରେ ବଢିଲା ଲକ୍‌ଡାଉନ୍‌ ଅବଧି

ରାଜ୍ୟରେ ବଢ଼ୁଥିବା କୋଭିଡ୍ ସଂକ୍ରମଣକୁ ନଜରରେ ରଖି ରାଜ୍ୟ ସରକାର ଲକ୍‌ଡାଉନ୍‌ ଅବଧିକୁ ବୃଦ୍ଧି କରିଛନ୍ତି । ଜୁନ୍ ୧ ସକାଳ ୫ଟା ଯାଏ ରାଜ୍ୟରେ ଲକ୍‌ଡାଉନ୍‌ କଟକଣା ବଳବତ୍ତର ରହିବ । ଏନେଇ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ।