Posted inVideo

Lockdown extended to entire Odisha | ପୁରା ଓଡ଼ିଶା ଲକଡାଉନ୍

Featured Video Play Icon

All of Odisha will be under lockdown from Tuesday midnight owing to coronavirus threat, the government’s chief spokesperson on COVID-19 Subroto Bagchi Tuesday said. Fourteen of the state’s 30 districts are already under lockdown as of Tuesday morning. The shutdown will be in force till March 29.

ରାଜ୍ୟ ସରକାରଙ୍କ ପକ୍ଷରୁ କରୋନା ମୁକାବିଲା ପାଇଁ କଟକଣାକୁ ଆହରୁ କଡାକଡି କରାଯାଇଛି । କରୋନା ଭୂତାଣୁର ବ୍ୟାପକତାକୁ ଦେଖି ଆଜିଠୁ ୩୦ ଜିଲା ଅର୍ଥାତ୍ ସମ୍ପୂର୍ଣ୍ଣ ଓଡ଼ିଶାକୁ ଲକଡାଉନ୍ ନେଇ ନିଷ୍ପତ୍ତି ନେଇଛନ୍ତି ସରକାର। ମଙ୍ଗଳବାର ମଧ୍ୟରାତ୍ରରୁ ଆସନ୍ତା ୨୯ ଯାଏ ଜିଲା ଗୁଡିକ ଲକଡାଉନ୍ ରହିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inVideo View All

Featured Video Play Icon

ଖାଲି ପେଟରେ କାହିଁକି ଖାଆନ୍ତି ଗ୍ୟାସ ବଟିକା?

ଅଧିକ ଖାଇ ଦେଲେ ଗ୍ୟାସ ହୁଏ , କିଛି ନ ଖାଇଲେ ବି ଗ୍ୟାସ ହୁଏ କାହିଁକି ? ଶୁଣନ୍ତୁ ଏନେଇ କଣ କହୁଛନ୍ତି ଡାକ୍ତର।

Featured Video Play Icon

ଟଙ୍କା କଟିବ କିନ୍ତୁ ATMରୁ ବହାରିବନି ଟଙ୍କା !

ଆପଣଙ୍କ ଆକାଉଣ୍ଟରେ ଯେତେ ଟଙ୍କା ଥିଲେ ବି ଏଟିଏମରୁ ବାହାରିବ ନାହିଁ ଟଙ୍କା। ଗୋଟିଏ ଥର ବିଫଳ ହେଇ ଆଉ ଥରେ ଚେଷ୍ଟା କଲେ ଟଙ୍କା...

Featured Video Play Icon

ଗଡ଼ର ରକ୍ଷାକର୍ତ୍ତୀ ବୋଲି ଗଡ଼ଚଣ୍ଡି

କଟକର ଆରାଧ୍ୟା ଦେବୀ ହେଉଛନ୍ତି ମା କଟକ ଚଣ୍ଡୀ ଠିକ୍ ଏହାର କିଛି ଦୂର ରେ ଅବସ୍ଥିତ ବାରବାଟି ଦୁର୍ଗ ଏବଂ ଏହାରି ଭିତରେ ମାଆ...

Featured Video Play Icon

ଚକଖଡିରେ ମତଦାନ ପାଇଁ ନିବେଦନ

ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଏକକାଳୀନ ଲୋକସଭା ଓ ବିଧାନସଭା ପାଇଁ ମେ ୨୦ ରେ ମତଦାନ ହେବ। ନିର୍ବାଚନର ଏହି ମହାପର୍ବରେ ସାମିଲ ହେବା...

Featured Video Play Icon

ମୁଖ୍ୟମନ୍ତ୍ରୀ ନିଜ ପାଇଁ କିଛି କରି ନାହାଁନ୍ତି ଆମ ପାଇଁ ସବୁ କରିଛନ୍ତି

ଭୁବନେଶ୍ୱର,୧୬ା୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱରରେ ଏକ ବିଶାଳ ରୋଡ୍‌ ଶୋ’ କରି ଶକ୍ତି ପ୍ରଦର୍ଶନ କରିଛନ୍ତି। ବିଭିନ୍ନ ସ୍ଥାନରେ ଉପସ୍ଥିତ ଜନତା ମୁଖ୍ୟମନ୍ତ୍ରୀଙ୍କୁ ଦେଖିବାକୁ...

Featured Video Play Icon

ଏସି ହେଲମେଟ ପିନ୍ଧିବେ ପୋଲିସ

ପ୍ରଚଣ୍ଡ ଖରାରେ ଡ୍ୟୁଟି କରୁଥିବା ପୋଲିସ କର୍ମଚାରୀଙ୍କ ପାଇଁ ଆଜି ପରୀକ୍ଷାମୂଳକ ଭାବେ ଆରମ୍ଭ ହୋଇଛି ଏସି ହେଲମେଟ ବ୍ୟବସ୍ଥା। ସଫଳ ହେଲେ ସବୁ କର୍ମଚାରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri