ରାଜ୍ୟରେ ଯେଉଁଭଳି ଭାବରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଛି ଏଥିରେ ବ୍ରେକ୍ ଲଗାଇବା ପାଇଁ ରାଜ୍ୟ ସରକାରଙ୍କ ବଡ ପଦକ୍ଷେପ। ଆସନ୍ତା ମେ ୫ ତାରିଖରୁ ମେ ୧୯ ତାରିଖ ପର୍ଯ୍ୟନ୍ତ ସାରା ରାଜ୍ୟରେ ଲକ୍ଡାଉନ୍ ଘୋଷଣା କରିଛନ୍ତି ରାଜ୍ୟ ସରକାର। ମେ ୫ ବୁଧବାର ସକାଳରୁ ୧୯ ତାରିଖ ବୁଧବାର ସକାଳ ପର୍ଯ୍ୟନ୍ତ ୧୪ ଦିନିଆ ଲକ୍ଡାଉନ୍ ଜାରି ରହିବ।