ପାର୍କରେ ତାଲା: ନଷ୍ଟ ହେଲାଣି ଓପନ ଜିମ୍‌ ସରଞ୍ଜାମ

ରାଇକିଆ,୮।୨(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ତହସିଲ ଅଫିସ ନିକଟରେ ଥିବା ଚିଲ୍ଡଡ୍ରେନ୍ସ ପାର୍କରେ ତାଲା ଝୁଲୁଛି। ନିୟମିତ ଖୋଲା ଯାଉ ନ ଥିବା ଯୋଗୁ ଏହା ଦିନକୁ ଦିନ ନଷ୍ଟ ହେବାକୁ ବସିଲାଣି । ୨୦୨୩ରେ ଏହି ପାର୍କକୁ ଉଦଘାଟନ କରାଯାଇଥିଲା। ଏହାର ପରିଚାଳନା ଏକ ସ୍ବୟଂ ସହାୟକ ଗୋଷ୍ଠୀଙ୍କୁ ଦିଆ ଯାଇଥିଲା। କିଛି ଦିନ ପାର୍କକୁ ନିୟମିତ ଖୋଲାଯିବା ପରେ ଏହା ଧୀରେ ଧୀରେ ବନ୍ଦ ହେବାକୁ ଲାଗିଲା। ନିୟମିତ ଖୋଲା ନ ଯିବା ଏବଂ ପରିଚାଳନାଗତ ଅବ୍ୟବସ୍ଥା ଯୋଗୁ ଏହା ଏବେ ନଷ୍ଟ ହେବାକୁ ବସିଲାଣି । ତାଲା ପଡ଼ି ରହୁଥିବା ଯୋଗୁ ଏହା ଅସାମାଜିକ ଯୁବକଙ୍କ ଆଡ୍ଡା ପାଲଟିଛି । ଅନ୍ୟ ପକ୍ଷରେ ତତ୍କାଳୀନ ବିଡ଼ିଓ ପ୍ରବୀଣ କୁମାର ବାଣୁଆଙ୍କ ଉଦ୍ୟମ କ୍ରମେ ପାର୍କ ଭିତରେ ଓପନ ଜିମ ସରଞ୍ଜାମ ମଧ୍ୟ ଲଗାଯାଇଥିଲା। କିଛି ଦିନ ପ୍ରାତଃଭ୍ରମଣ କରୁଥିବା ଲୋକେ ବ୍ୟାୟାମର ସୁବିଧା ପାଉଥିଲେ। ଏବେ କିନ୍ତୁ ତାଲା ପଡ଼ି ରହୁଥିବାରୁ ନିରାଶ ହୋଇ ଫେରୁଛନ୍ତି । ଏହାକୁ ସଠିକ ପରିଚାଳନା ସହ ତୁରନ୍ତ କାର୍ଯ୍ୟକ୍ଷମ କରିବାକୁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

କେମେଷ୍ଟ୍ରି ପେପର ଖରାପ ହୋଇଛି ୪ ହଜାର ଟଙ୍କା ଦେଲେ ପାସ ମାର୍କ ମିଳିବ: ଆସୁଛି ଫୋନ କଲ,

ଗଞ୍ଜାମ,୨୨ା୪(ବିଦ୍ୟାଧର ସାହୁ): ଗଞ୍ଜାମ ମହାବିଦ୍ୟାଳୟ ବିଜ୍ଞାନ ଛାତ୍ରୀଛାତ୍ରମାନଙ୍କ ଅଭିଭାବକମାନଙ୍କୁ ଗତ ଦୁଇଦିନ ହେଲା ଏକ ଫୋନ କଲ ଆସୁଛି। ତୁମ ପିଲାର କେମେଷ୍ଟ୍ରି ପେପର ଖରାପ...

ମାଙ୍କଡ଼ କାମୁଡ଼ାରେ ୪ ଆହତ

ଗଞ୍ଜାମ,୨୨ା୪(ବିଦ୍ୟାଧର ସାହୁ)-ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମରେ ପାଗଳ ମାଙ୍କଡ଼ ଆତଙ୍କ ଖେଳାଇଛି। ସେହି ମାଙ୍କଡ଼ କାମୁଡାରେ ସୋମବାର ଓ ମଙ୍ଗଳବାର ଦୁଇ ଦିନରେ ଗ୍ରାମର...

ପାସ ମାର୍କ ପାଇଁ ଟଙ୍କା ଦେବାକୁ ଆସୁଛି ଫୋନ କଲ

ଗଞ୍ଜାମ,୨୨ା୪(ବିଦ୍ୟାଧର ସାହୁ)-ଗଞ୍ଜାମ ମହାବିଦ୍ୟାଳୟ ବିଜ୍ଞାନ ଛାତ୍ରୀଛାତ୍ରମାନଙ୍କ ଅଭିଭାବକମାନଙ୍କୁ ଗତ ଦୁଇଦିନ ହେଲା ଏକ ଫୋନ କଲ ଆସୁଛି। ତୁମ ପିଲାର କେମେଷ୍ଟ୍ରି ପେପର ଖରାପ ହୋଇଛି।...

ଦିଗପହଣ୍ଡିରେ ଶ୍ରୀ ରାମଚରିତ ମାନସ କାର୍ଯ୍ୟକ୍ରମ: ଶ୍ରୀରାମଚରିତ ସମଗ୍ର ମାନବ ଜାତିର ମାର୍ଗଦର୍ଶକ

ଦିଗପହଣ୍ଡି,୨୨|୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ରାଜବାଟି ସିଂହଦ୍ଵାର ସମ୍ମୁଖରେ ଗତ ଶୁକ୍ରବାର ଠାରୁ ଆରମ୍ଭ ହୋଇଥିବା ଶ୍ରୀରାମ ଚରିତ ମାନସ ନବାହ୍ନ ପାରାୟଣ ଓ ପ୍ରବଚନ...

ବିଶ୍ବ ଧରିତ୍ରୀ ଦିବସ ପାଳିତ

ଭଞ୍ଜନଗର,୨୨।୪(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲ୍ଲା ବେଲଗୁଣ୍ଠା ଶିଳ୍ପ ତାଲିମ କେନ୍ଦ୍ର ରେ ମଙ୍ଗଳବାର ବିଶ ଧରିତ୍ରୀ ଦିବସ ପାଳିତ ହୋଇଯାଇଛି। ଏଥିରେ ପରିବେଶବିତ୍ ଶୁଳପାଣି ଶତପଥି...

ପଶ୍ଚିମବଙ୍ଗରେ ରାଷ୍ଟ୍ରପତି ଶାସନ ଲାଗୁ ଦାବି

ଭଞ୍ଜନଗର,୨୨।୪(ବାବୁଲା ପ୍ରଧାନ): ବିଶ୍ବହିନ୍ଦୁ ପରିଷଦ ଓଡ଼ିଶା ପ୍ରଦେଶର ଆହ୍ବାନକ୍ରମେ ବିଶ୍ବହିନ୍ଦୁ ପରିଷଦ ଭଞ୍ଜନଗର ଶାଖା ପକ୍ଷରୁ ମଙ୍ଗଳବାର ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ଭଞ୍ଜନଗର ଉପଜିଲାପାଳ...

ହାତ ଗୋଡ଼ ବନ୍ଧା ଅବସ୍ଥାରେ ପୋଖରୀରୁ ମିଳିଲା ବୃଦ୍ଧାଙ୍କ ମୃତଦେହ, ହତ୍ୟା ସନ୍ଦେହ

ନୂଆପଡ଼ା/କୋମନା,୨୨ା୪ (ମକାରୁ ବେମାଲ/ସୋବିନ ଛତ୍ରିଆ): ନୂଆପଡ଼ା ଜିଲା କୋମନା ଥାନା ଟିକ୍ରାପଡ଼ା ଗାଁ ବଡ଼ବନ୍ଧ ପୋଖରୀରୁ ମଙ୍ଗଳବାର ପୋଲିସ ଜଣେ ବୃଦ୍ଧାଙ୍କ ଗଳିତ ମୃତଦେହ ଜବତ...

ଛାଉଣୀ ନଥିବାରୁ ପ୍ରତିବାଦ: ପେଟ୍ରୋଲ ପମ୍ପକୁ ବନ୍ଦ କଲା ନାଗରିକ ମଞ୍ଚ

ବରଗଡ଼, ୨୨।୪(ପ୍ରେମାନନ୍ଦ ଖମାରୀ) : ବରଗଡ଼ ଜିଲାରେ ତାତି ବଢି ଚାଲିଛି। ଏଥିରେ ଜୀବନ ଅସ୍ତବ୍ୟସ୍ତ ହୋଇ ପଡୁଛି। କିନ୍ତୁ ଏଭଳି ସ୍ଥିତିରେ ବରଗଡ଼ ସହରର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image