Categories: ଜାତୀୟ

୩ ଲୋକସଭା, ୭ ବିଧାନସଭା ଉପନିର୍ବାଚନ ପାଇଁ ଘୋଷଣା ହେଲା ତାରିଖ

ନୂଆଦିଲ୍ଲୀ,୨୫।୫: ଉତ୍ତରପ୍ରଦେଶ ସମେତ ପାଞ୍ଚଟି ରାଜ୍ୟ ତଥା ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳରେ ଲୋକସଭା ତଥା ବିଧାନସଭା ଉପ-ନିର୍ବାଚନର ତାରିଖ ଘୋଷଣା କରାଯାଇଛି। ନିର୍ବାଚନ ଆୟୋଗଙ୍କ ଅନୁଯାୟୀ ଉତ୍ତରପ୍ରଦେଶ, ପଞ୍ଜାବ, ତ୍ରିପୁରା, ଆନ୍ଧ୍ରପ୍ରଦେଶ, ଦିଲ୍ଲୀ ଏବଂ ଝାଡଖଣ୍ଡରେ ୩ଟି ଲୋକସଭା ଏବଂ ୭ଟି ବିଧାନସଭା ଆସନ ପାଇଁ ଜୁନ୍‌ ୨୩ରେ ଉପ-ନିର୍ବାଚନ ଅନୁଷ୍ଠିତ ହେବ। ଏହାର ଫଳାଫଳ ଜୁନ ୨୬ରେ ଆସିବ।

Share