Posted inଜାତୀୟ

ବଢୁଛି ଏନଡିଏର ଶକ୍ତି, ଦକ୍ଷିଣରେ ବି ହେବ ମଜଭୁତ, ବୈଠକରେ ଯୋଗ ଦେବ ଏହି ପାର୍ଟି

ନୂଆଦିଲ୍ଲୀ/ଅମରାବତି,୧୬।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପସ୍ଥିତିରେ ଜୁଲାଇ ୧୮ରେ ଏନଡିଏର ବୈଠକ ହେବାକୁ ଯାଉଛି। ଅମରାବତୀ ଜନସେବା ମୁଖ୍ୟ ପଓ୍ବନ କଲ୍ୟାଣ ବି ଏନଡିଏ ବୈଠକରେ ସାମିଲ ହେବେ ବୋଲି ଜଣାପଡିଛି। ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ଏହି ବୈଠକରେ ଯୋଗ ଦେବାକୁ ତାଙ୍କୁ ନିମନ୍ତ୍ରଣ କରାଯାଇଛି।

ପୱନ କଲ୍ୟାଣ ଏବଂ ତାଙ୍କ ଦଳ ଜନ ସେନାଙ୍କ ରାଜନୈତିକ ବ୍ୟାପାର କମିଟିର ଅଧ୍ୟକ୍ଷ ତଥା ପୂର୍ବତନ ଆନ୍ଧ୍ରପ୍ରଦେଶ ବିଧାନସଭା ବାଚସ୍ପତି ନାଡେଣ୍ଡଲା ମନୋହର ଏହି ମାସ ୧୭ ସାରେ ଦିଲ୍ଲୀରେ ପହଞ୍ଚିବେ। ଏଥିରେ ଏନଡିଏରେ ଅଂଶଗ୍ରହଣ କରୁଥିବା ରାଜନୈତିକ ଦଳର ବରିଷ୍ଠ ନେତାମାନେ ସାମିଲ ହେବେ।
ସୂଚନାଯୋଗ୍ୟ, କିଛି ଦିନ ପୂର୍ବରୁ ଦଳ ଭାଜପାର ଶୀର୍ଷ ନେତୃତ୍ୱଙ୍କଠାରୁ ଏହି ନିମନ୍ତ୍ରଣ ପାଇଥିଲା। ବିଶେଷ କଥା ହେଉଛି ଆନ୍ଧ୍ରପ୍ରଦେଶରେ ଏକ ମିଳିତ ମଞ୍ଚ ପାଇଁ ଜନସେନା ଏବଂ ପୂର୍ବତନ ଏନଡିଏ ସହଯୋଗୀ ଟିଡିପି ମଧ୍ୟରେ ଏକ ଗୁରୁତର ଆଲୋଚନା ଚାଲିଛି। ଜୁଲାଇ ୧୮ରେ ଜାତୀୟ ସ୍ତରରେ ଦୁଇଟି ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ ଏବଂ ସମସ୍ତ ରାଜନୈତିକ ଦଳ ଉଭୟଙ୍କ ଉପରେ ନଜର ରଖିବେ।


Enter your email to get our daily news in your inbox.

All Right Reserved By Dharitri.Com

‘ମୋଦି ସରକାର କରିଛନ୍ତି ଅପମାନ’, ମନମୋହନ ସିଂଙ୍କ ଅନ୍ତିମ ସଂସ୍କାରକୁ ନେଇ ରାଗିଲେ ରାହୁଲ

ନୂଆଦିଲ୍ଲୀ,୨୮।୧୨: ଅର୍ଥନୈତିକ ସଂସ୍କାରର ଜନକ ତଥା ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କୁ ଶନିବାର (୨୮ ଡିସେମ୍ବର ୨୦୨୪)ରେ ନିଗମ ବୋଧ ଘାଟରେ ରାଷ୍ଟ୍ରୀୟ ସମ୍ମାନରେ ଶେଷ...

ବରଫ ଭିତରେ ଦ୍ରୁତଗତିରେ ଟ୍ରାକ୍‌ରେ ଗଡୁଛି ଟ୍ରେନ୍‌, ଫଟୋ ଶେୟାର କରି ରେଳମନ୍ତ୍ରୀ କହିଲେ…

ନୂଆଦିଲ୍ଲୀ,୨୮ା୧୨: ଜମ୍ମୁ -କଶ୍ମୀରର ବଣିହାଲ-ବାରମୂଳା ଟ୍ରାକ୍‌ରେ ଟ୍ରେନ୍‌ ପ୍ରବଳ ବରଫ ଭିତରେ କ୍ଷୀପ୍ର ବେଗରେ ଗତି କରୁଛି। ଏହାର ଏକ ଫଟୋ ଶେୟାର କରିଛନ୍ତି କେନ୍ଦ୍ର...

କଂଗ୍ରେସର ଦାବି ମାନିନେଲେ ମୋଦି ସରକାର

ନୂଆଦିଲ୍ଲୀ,୨୮।୧୨: କେନ୍ଦ୍ର ଗୃହ ମନ୍ତ୍ରଣାଳୟ ଶୁକ୍ରବାର (ଡିସେମ୍ବର ୨୫) ରାତିରେ ଘୋଷଣା କରିଛି ଯେ ପୂର୍ବତନ ପ୍ରଧାନମନ୍ତ୍ରୀ ଡକ୍ଟର ମନମୋହନ ସିଂଙ୍କ ସ୍ମୃତି ଉଦ୍ଦେଶ୍ୟରେ ସରକାର...

ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା ଅଜିତ ପାଓ୍ବାରଙ୍କ ଦଳ

ନୂଆଦିଲ୍ଲୀ,୨୮।୧୨: ଅଜିତ ପାୱାରଙ୍କ ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟି (ଏନସିପି) ଦିଲ୍ଲୀ ବିଧାନସଭା ନିର୍ବାଚନରେ ନିଜ ପ୍ରାର୍ଥୀଙ୍କୁ ସ୍ଥାନ ଦେଇଛି। ଏନସିପି ୧୧ଜଣ ପ୍ରାର୍ଥୀଙ୍କୁ ଟିକେଟ ଦେଇଛି...

୧୦୧ ବର୍ଷର ରେକର୍ଡ ଭାଙ୍ଗିଲା ବର୍ଷା: ସକାଳୁ ସକାଳୁ ଛେଚିଲା

ନୂଆଦିଲ୍ଲୀ,୨୮।୧୨: ବର୍ଷା ପରେ ଶୀତ, ଶୀତ ମଧ୍ୟରେ ବର୍ଷା ଲାଗି ରହିଛି। ପ୍ରବଳ ଶୀତ ମଧ୍ୟରେ ଦଲ୍ଲୀରେ ପ୍ରବଳ ବର୍ଷା ହୋଇଛି । ଅନ୍ୟପକ୍ଷେ ୧୦୧...

ଭାଜପାକୁ ନେଇ ଚମକାଇବା ଭଳି ଭବଷ୍ୟବାଣୀ କଲେ କେଜରିଓ୍ବାଲ

ନୂଆଦିଲ୍ଲୀ,୨୮।୧୨: ନୂଆ ବର୍ଷରେ ଦିଲ୍ଲୀ ବିଧାନସଭା ନିର୍ବାଚନର ତାରିଖ ଘୋଷଣା ହେବାକୁ ଯାଉଛି। ନିର୍ବାଚନ ପାଖେଇ ଆସୁଥିବାରୁ ଆମ ଆଦମୀ ପାର୍ଟି ଭାଜପା ଉପରେ ଆକ୍ରମଣ...

ପଞ୍ଚଭୂତରେ ବିଲୀନ ହେଲେ ମନମୋହନ ସିଂ: ଝିଅ ଦେଲେ ମୁଖାଗ୍ନି

ନୂଆଦିଲ୍ଲୀ,୨୮।୧୨: ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ଅନ୍ତିମ ସଂସ୍କାର ଆଜି ଦିଲ୍ଲୀର ନିଗମବୋଧ ଘାଟରେ ରାଜକୀୟ ସମ୍ମାନ ସହ ଶେଷ ହୋଇଛି। ତାଙ୍କ ଝିଅ ପିତାଙ୍କୁ...

ଶିଖ୍‌ ଧର୍ମରେ କିପରି କରାଯାଏ ଅନ୍ତିମ ସଂସ୍କାର, ହିନ୍ଦୁ ଧର୍ମର ରୀତିନୀତି ଠାରୁ ଏହା କେତେ ଅଲଗା

ନୂଆଦିଲ୍ଲୀ,୨୮।୧୨: ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ଡିସେମ୍ବର ୨୬ରେ ଦେହାନ୍ତ ହୋଇଛି। ତେବେ ଆଜି ତାଙ୍କର ଅନ୍ତିମ ସଂସ୍କାର କରାଯାଉଛି। ଦେଶର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri