ଓଡ଼ିଶାରେ କାହାକୁ ମିଳିବ ଲୋକ ସଭା ଟିକେଟ୍‌: ଦିଲ୍ଲୀରେ ଚାଲିଛି କସରତ

ନୂଆଦିଲ୍ଲୀ/ଭୁବନେଶ୍ୱର.୧୯।୩: ଦିଲ୍ଲୀସ୍ଥିତ ଭାଜପା ମୁଖ୍ୟାଳୟରେ ଭାଜପା କୋର କମିଟି ବୈଠକ ଚାଲିଛି। ଓଡ଼ିଶା ସମେତ ୮ଟି ରାଜ୍ୟରେ ଲୋକ ସଭା ପ୍ରାର୍ଥୀ ଚୟନ ପାଇଁ ଏହି ବୈଠକରେ ଆଲୋଚନା ଚାଲିଛି। ଓଡ଼ିଶାରେ କାହାକୁ ମିଳିବ ଲୋକ ସଭା ଟିକେଟ୍‌ ସେନେଇ ଚାଲିଛି କସରତ। ଏହି ବୈଠକ ସେମାବାର ରାତି ପ୍ରାୟ ୨ଟା ଯାଏ ଚାଲିଥିଲା। ଏଥିରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡାଙ୍କ ସମେତ ୮ଟି ରାଜ୍ୟରୁ ଆସିଥିବା ଦଳୀୟ ନେତୃବୃନ୍ଦ ଯୋଗ ଦେଇଥିଲେ। ଓଡ଼ିଶା ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ସହ ଦଳୀୟ ପ୍ରଭାରୀ ସୁନୀଲ ବଂଶଲ, ନିର୍ବାଚନ ପ୍ରଭାରୀ ବିଜୟ ପାଲ ସିଂ ତୋମାର, ସହପ୍ରଭାରୀ ଲତା ଉସେଣ୍ଡି, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଜ୍ୟ ସଂଗଠନ ସଂପାଦକ ମାନସ ମହାନ୍ତି, ସାଂସଦ ଜୁଏଲ ଓରାମ, ଦଳର ରାଷ୍ଟ୍ରୀୟ ମୁଖପାତ୍ର ସମ୍ବିତ ପାତ୍ର ପ୍ରମୁଖ ବୈଠକରେ ଉପସ୍ଥିତ ଥିଲେ।
ଏହି ବୈଠକରେ ଉତ୍ତରପ୍ରଦେଶ, ରାଜସ୍ଥାନ, ପଶ୍ଚିମବଙ୍ଗ, ହରିୟାଣା, ଓ ସିକ୍କିମ, ମହାରାଷ୍ଟ୍ର ଓ ଗୁଜରାଟରେ ଥିବା ଲୋକ ସଭା ଆସନ ଉପରେ ଚର୍ଚ୍ଚା ହୋଇଥିଲା। ଆଜି ପୁଣି ଓ ଲୋକସଭା ଆସନ ସଂପର୍କରେ ବିସ୍ତୃତ ଆଲୋଚନା ହେବ ବୋଲି ମନମୋହନ ସାମଲ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଶ୍ମୀରରେ ତୁଷାରପାତ: ବିମାନ, ଟ୍ରେନ୍‌ ପରିବହନ ବାଧାପ୍ରାପ୍ତ

ନୂଆଦିଲ୍ଲୀ,୨୮ା୧୨: ଜମ୍ମୁ-କଶ୍ମୀରରେ ଚଳିତ ଋତୁର ସର୍ବାଧିକ ତୁଷାରପାତ ଯୋଗୁ ଦୈନନ୍ଦିନ ଜୀବନଯାତ୍ରା ପ୍ରଭାବିତ ହୋଇଛି। ଶନିବାର ବିମାନ, ଟ୍ରେନ୍‌ ସମେତ ସଡ଼କ ପରିବହନ ବାଧାପ୍ରାପ୍ତ ହେବା...

ଗଞ୍ଜାମ ଯିବେ ନବୀନ: ଚାଷୀଙ୍କୁ ଭେଟିବେ, କ୍ଷେତ ବୁଲି ଦେଖିବେ…

ଭୁବନେଶ୍ୱର,୨୮।୧୨: ଅଦିନିଆ ବର୍ଷା ଯୋଗୁ ମୁଣ୍ଡରେ ହାତ ଦେଇ ବସିଛନ୍ତି ଚାଷୀ। କାହାର ଫସଲ ଉଜୁଡ଼ି ଯାଇଛି ତ କାହାର ଧାନ ପାଣିରେ ଭାସୁଛି। ଏମିତିରେ...

ମନମୋହନ ସିଂଙ୍କ ୩ ଝିଅ କ’ଣ କରନ୍ତି? ରାଜନୀତିଠାରୁ ଯିଏ ନିଜକୁ ଦୂରେଇ ରଖି…

ନୂଆଦିଲ୍ଲୀ,୨୮।୧୨: ପଞ୍ଚଭୂତରେ ବିଲୀନ ହୋଇଛନ୍ତି ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ। ୧୯୫୮ରେ ସେ ଗୁରଶରଣ କୌରଙ୍କୁ ବିବାହ କରିଥିଲେ। ତାଙ୍କର ୩ ଝିଅ ଅଛନ୍ତି।...

ଇଣ୍ଡିଆ ମେଣ୍ଟର ସ୍ବରରେ ସ୍ବର ମିଶାଇଲା BJD? ପରାଜୟର ୬ ମାସ ପରେ ଇଭିଏମ୍‌ ଉପରେ ପ୍ରଶ୍ନ ଉଠାଇଲେ ନବୀନ

ଭୁବନେଶ୍ୱର,୨୮।୧୨: ନିକଟରେ ହରିୟାଣା ଏବଂ ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ଇଣ୍ଡିଆ ମେଣ୍ଟର ଦଳଗୁଡ଼ିକ ଶୋଚନୀୟ ପରାଜୟ ପରେ ପୁଣି ଇଭିଏମ୍‌ ଅର୍ଥାତ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ...

‘ଗାନ୍ଧିଜୀ ଯେଉଁଠି ଅଛନ୍ତି, ସେଇଠି ପହଞ୍ଚିଯିବ,’ଭୋଜପୁରୀ ଗାୟିକାଙ୍କୁ କାହିଁକି ମିଳୁଛି ଧମକ

ପାଟନା/ମୁମ୍ବାଇ,୨୮।୧୨: ବିହାରର ରାଜଧାନୀ ପାଟନାରେ ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଜନ୍ମ ବାର୍ଷିକୀ ଅବସରରେ ବାପୁ ଅଡିଟୋରିୟମରେ ଏକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ପ୍ରସିଦ୍ଧ...

ପୁରୀରେ ଅଘଟଣ: ନିଗମାନନ୍ଦ ସମ୍ମିଳନୀରେ ଚାଲିଗଲା ୨ ଜୀବନ

ପୁରୀ,୨୮।୧୨: ପୁରୀରେ ନିଗମାନନ୍ଦ ସମ୍ମିଳନୀ ଚାଲିଥିଲା। ପୁରୀ ବାଲିଘାଇରେ ଏହି ଭକ୍ତ ସମ୍ମିଳନୀ ହେଉଥିଲା। ତେବେ ଏହି ସମୟରେ ୨ ଶ୍ରଦ୍ଧାଳୁ ଅସୁସ୍ଥ ହୋଇ ମୃତ୍ୟୁ...

ମନମୋହନଙ୍କୁ ଭାଜପା ନୁହେଁ ବରଂ କଂଗ୍ରେସ ହିଁ ଅଧିକ ଅପମାନିତ କରିଛି: ସମ୍ବିତ ପାତ୍ର

ଭୁବନେଶ୍ୱର,୨୮।୧୨: ସ୍ବର୍ଗତ ପ୍ରଧାନମନ୍ତ୍ରୀ ଡା.ମନମୋହନ ସିଂଙ୍କ ନାଁରେ ସ୍ମାରକୀ ଦାବି ପ୍ରସଙ୍ଗରେ କଂଗ୍ରେସକୁ ସମାଲୋଚନା କରିଛନ୍ତି ଭାଜପା ମୁଖପାତ୍ର ସମ୍ବିତ ପାତ୍ର। ସ୍ମାରକୀ ପ୍ରତିଷ୍ଠା ଲାଗି...

ବିଶ୍ୱ ପ୍ରସିଦ୍ଧ ବରଗଡ଼ ‘ଧନୁଯାତ୍ରା’ ଲାଗି ଅନୁଦାନ ରାଶି ୧ କୋଟିକୁ ବୃଦ୍ଧି

ବରଗଡ଼,୨୮।୧୨: ବରଗଡ଼ ବିଶ୍ୱ ପ୍ରସିଦ୍ଧ ‘ଧନୁଯାତ୍ରା’ ଲାଗି ଅନୁଦାନ ରାଶି ବଢ଼ିଛି। ପୂର୍ବୁରୁ ଏହା ୧୦ ଲକ୍ଷ ଟଙ୍କା ଥିବା ବେଳେ ଏହାକୁ ରାଜ୍ୟ ସରକାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri