Posted inଜାତୀୟ

ତେଲଙ୍ଗାନାରୁ ଲୋକ ସଭା ନିର୍ବାଚନ ଲଢିପାରନ୍ତି ସୋନିଆ ଗାନ୍ଧୀ

ହାଇଦ୍ରାବାଦ, ୧୯।୧୨: ତେଲଙ୍ଗାନା ବିଧାନସଭା ନିର୍ବାଚନର ବିଜୟରେ ଉତ୍ସାହିତ ହୋଇ ସ୍ଥାନୀୟ କଂଗ୍ରେସ ନେତାମାନେ ସୋନିଆ ଗାନ୍ଧୀଙ୍କୁ ୨୦୨୪ ଲୋକ ସଭା ନିର୍ବାଚନ ପାଇଁ ରାଜ୍ୟର ୧୭ଟି ଲୋକ ସଭା ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ନିବେଦନ କରିଛନ୍ତି। ତେଲଙ୍ଗାନା କଂଗ୍ରେସର ରାଜନୈତିକ ବ୍ୟାପାର କମିଟି (ପିଏସି) ମଧ୍ୟ ଏହାର ବୈଠକରେ ଏହି ସମ୍ପର୍କରେ ଏକ ପ୍ରସ୍ତାବ ମଧ୍ୟ ପାରିତ କରିଛି।

ନିକଟରେ ଅନୁଷ୍ଠିତ ପିଏସି ବୈଠକରେ ମୁଖ୍ୟମନ୍ତ୍ରୀ ଏ. ରେବନ୍ଥ ରେଡ୍ଡୀ ଏବଂ କଂଗ୍ରେସର ତେଲଙ୍ଗାନା ବ୍ୟାପାର ଦାୟିତ୍ୱରେ ଥିବା ମାଣିକ ରାଓ ଠାକରେ ମଧ୍ୟ ଉପସ୍ଥିତ ଥିଲେ। ତିନୋଟି ପ୍ରସ୍ତାବ ପାରିତ ହେବା ବ୍ୟତୀତ ଲୋକ ସଭା ନିର୍ବାଚନ ପାଇଁ ଦଳର ରଣନୀତି ଉପରେ ମଧ୍ୟ ଆଲୋଚନା କରାଯାଇଥିଲା।

ପିଏସି ବୈଠକ ପରେ ତେଲଙ୍ଗାନାରେ ଦଳର ପିଏସି ସଂଯୋଜକ ସହବୀର ଅଲି କହିଛନ୍ତି, ଆମେ ସୋନିଆ ଗାନ୍ଧୀଙ୍କୁ ଆଗାମୀ ଲୋକ ସଭା ନିର୍ବାଚନରେ ତେଲଙ୍ଗାନାରୁ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଅନୁରୋଧ କରୁଛୁ। ଆମେ ଏଥିପାଇଁ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଏବଂ ଅନ୍ୟ ଏଆଇସିସି ନେତୃତ୍ୱଙ୍କୁ ଏକ ପ୍ରସ୍ତାବ ପଠାଇଛୁ।


Enter your email to get our daily news in your inbox.

All Right Reserved By Dharitri.Com

ଭତ୍ତା ପାଉଛନ୍ତି ଅଭିନେତ୍ରୀ ସନ୍ନି ଲିଓନି! ପୂରା ଖବର ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୩।୧୨: ଭତ୍ତା ପାଉଛନ୍ତି ଅଭିନେତ୍ରୀ ସନ୍ନି ଲିଓନି । ଆପଣଙ୍କୁ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ସତ । ଛତିଶଗଡ଼ରୁ ଆସିଛି ଏଭଳି ଏକ ସଂଗୀନ ଅଭିଯୋଗ...

ଭାଜପାରେ ସାମିଲ ହେବେ ଛଗନ ଭୁଜବଳ? ଫଡନାଭିସଙ୍କୁ ଭେଟିବା ପଛରେ କ’ଣ ରହିଛି ରହସ୍ୟ ଜାଣନ୍ତୁ

ମୁମ୍ବାଇ,୨୩।୧୨: ମହାରାଷ୍ଟ୍ରରେ ମନ୍ତ୍ରଣାଳୟ ବିଭାଜନ ପରେ ମଧ୍ୟ ରାଜନନୈତିକ ଅସ୍ଥିରତା ଚରମ ସୀମାରେ ରହିଛି। କୌଣସି ବିଭାଗ ନ ପାଇ କ୍ରୋଧିତ ଏନସିପି ନେତା ଛଗନ...

ସଂସଦରେ ଠେଲାପେଲା ଘଟଣା: ଭାଜପାର ଦୁଇ ଏମ୍‌ପିଙ୍କୁ ହସ୍ପିଟାଲରୁ ମିଳିଲା ଛୁଟି

ନୂଆଦିଲ୍ଲୀ,୨୩।୧୨: ସଂସଦ କମ୍ପ୍ଲେକ୍ସରେ ବିରୋଧୀ ଓ ଏନଡିଏ ସଦସ୍ୟଙ୍କ ମଧ୍ୟରେ ନିକଟରେ ଝଗଡା ହୋଇଥିଲା। ଏହି ସମୟରେ ଦୁଇ ଭାଜପା ଏମପି ପ୍ରତାପ ଷଡଙ୍ଗୀ ଏବଂ...

ଆରଏସ୍‌ଏସ୍‌ ଆମର ଶାସକ ନୁହେଁ, ସଂଘ ମୁଖ୍ୟଙ୍କୁ ରାମଭଦ୍ରାଚାର୍ଯ୍ୟଙ୍କ ବାର୍ତ୍ତା

ନୂଆଦିଲ୍ଲୀ, ୨୩।୧୨: ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘ (ଆରଏସଏସ) ମୁଖ୍ୟ ମୋହନ ଭଗବତ ନିକଟରେ କହିଥିଲେ ଯେ କେତେକ ଲୋକ ଅନୁଭବ କରୁଛନ୍ତି ଯେ ସେମାନେ...

ଭାରତ ଉପରେ ବାଂଲାଦେଶର ଆଉ ଏକ ବଡ଼ ଅଭିଯୋଗ

ଢାକା/ନୂଆଦିଲ୍ଲୀ,୨୩।୧୨: ବାଂଲାଦେଶ କ୍ରମାଗତ ଭାବରେ ଭାରତ ଉପରେ ନୂଆ ଅଭିଯୋଗ କରୁଛି। ବର୍ତ୍ତମାନ ବାଂଲାଦେଶର ଏକ ଅନୁସନ୍ଧାନ କମିଶନ ଦେଶରୁ ଲୋକ ନିଖୋଜ ହେବାରେ ଭାରତର...

ସାଧାରଣତନ୍ତ୍ର ଦିବସ ପରେଡ୍‌ରୁ ଦିଲ୍ଲୀ ପ୍ରଜ୍ଞାପନ ମେଢ଼ ବାଦ୍‌: କେନ୍ଦ୍ରକୁ କଡ଼ା ସମାଲୋଚନା କଲେ କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୨୩ା୧୨: ଆସନ୍ତାବର୍ଷ ସାଧାରଣତନ୍ତ୍ର ଦିବସ ପରେଡ୍‌ରୁ ଦିଲ୍ଲୀର ପ୍ରଜ୍ଞାପନ ମେଢ଼କୁ ବାଦ୍‌ ଦେବା ପାଇଁ କେନ୍ଦ୍ର ସରକାର ନିଷ୍ପତ୍ତି ନେଇଥିବାରୁ ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌)ର...

୭୧,୦୦୦ ଯୁବକଙ୍କୁ ନିଯୁକ୍ତି ପତ୍ର ବାଣ୍ଟିଲେ ମୋଦି

ନୂଆଦିଲ୍ଲୀ,୨୩।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଦିନ ଭିଡିଓ କନଫରେନ୍ସିଂ ମାଧ୍ୟମରେ ୭୧ହଜାରରୁ ଅଧିକ ଯୁବକଙ୍କୁ ସରକାରୀ ଚାକିରି ପାଇଁ ନିଯୁକ୍ତି ପତ୍ର ବଣ୍ଟନ କରିଛନ୍ତି।...

ସମ୍ଭଲରୁ ମିଳିଲା ୧୫୦ ବର୍ଷର ପୁରୁଣା କୂଅ, ସୁଡ଼ଙ୍ଗ

ସମ୍ଭଲ, ୨୩।୧୨: ଉତ୍ତରପ୍ରଦେଶର ସମ୍ଭଲସ୍ଥିତ ଚନ୍ଦୌସିଠାରେ ରବିବାର ଏକ ଜମିକୁ ଖନନ କରାଯାଉଥିବାବେଳେ ୧୫୦ ବର୍ଷର ପୁରୁଣା ଏକ ବିଶାଳକାୟ ପାହାଚ ବିଶିଷ୍ଟ କୂଅ ମିଳିଛି। ସେହିପରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri