ଦଳୀୟ ବିଧାୟକଙ୍କୁ ବଡ଼ ଦାୟିତ୍ୱ ଦେଲେ ନବୀନ; ରାଜ୍ୟ ସରକାରଙ୍କୁ ଘେରିବେ

ଭୁବନେଶ୍ୱର,୧୭।୭: ଆଗାମୀ ବିଧାନସଭା ଅଧିବେଶନ ପୂର୍ବରୁ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଦଳର ଦଳର ବିଧାୟକମାନଙ୍କୁ ବଡ଼ ଦାୟିତ୍ୱ ଦେଇଛନ୍ତି। ଦଳର ସମସ୍ତ ବିଜୟୀ ବିଧାୟକଙ୍କୁ ବିଭିନ୍ନ ବିଭାଗ ଉପରେ ନଜର ରଖି ବିଧାନସଭାରେ ସରକାରଙ୍କୁ ପ୍ରଶ୍ନ କରିବାକୁ ଦାୟିତ୍ୱ ଦେଇଛନ୍ତି।

ବରିଷ୍ଠ ରାଜା ସ୍ୱାଇଁଙ୍କୁ ରାଜସ୍ୱ, ପ୍ରମିଳାଙ୍କୁ ପଞ୍ଚାୟତିରାଜ, ବଦ୍ରିଙ୍କୁ ମହିଳା ଓ ଶିଶୁ ବିକାଶ, ନିରଞ୍ଜନ ପୂଜାରୀଙ୍କୁ ଗୃହ, ପ୍ରସନ୍ନ ଆଚାର୍ଯ୍ୟଙ୍କୁ ଅର୍ଥ, ପ୍ରତାପ ଦେବଙ୍କୁ ଜିଏ, ଅରୁଣଙ୍କୁ ଜଳ ସଂପଦ, ବ୍ରଜ ପ୍ରଧାନଙ୍କୁ ସ୍ୱାସ୍ଥ୍ୟ, ରାଜେନ୍ଦ୍ର ଢୋଲକିଆଙ୍କୁ ଗଣଶିକ୍ଷା ଦାୟିତ୍ୱ ଦିଆଯାଇଛି।

ସେହିପରି ସୁନ୍ଦରଗଡ଼ ବିଧାୟକ ଯୋଗେଶ କୁମାର ଏବଂ ମନୋହର ରନ୍ଧାରୀଙ୍କୁ ଏସସି ଏବଂ ଏସଟି ବିଭାଗ ଦାୟିତ୍ୱ ମିଳିଛି। ସନାତନ ମହାକୁଡ଼ଙ୍କୁ କୃଷି ଏବଂ ଚାଷୀ ସଶକ୍ତିକରଣ, ଦେବୀ ରଞ୍ଜନ ତ୍ରିପାଠୀଙ୍କୁ ଧ୍ରୁବ ଚରଣ ସାହୁଙ୍କୁ ପର୍ଯ୍ୟଟନ ବର୍ଷା ସିଂହ ବରିହାଙ୍କୁ ମିଶନ ଶକ୍ତି, ସୁଶାନ୍ତ କୁମାର ରାଉତଙ୍କୁ ଖେଳ ଏବଂ ଯୁବ ବ୍ୟାପାର ଭଳି ଦାୟିତ୍ୱ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri