ବଡ଼ଠାକୁର ପଡ଼ିଯିବା ଘଟଣା, ମାଡିଆସୁଛି ବଡ଼ ବିପଦ: କହୁ କହୁ କହିଦେଲେ…

ପୁରୀ,୧୦ା୭: ଆଡ଼ପ ମଣ୍ଡପକୁ ବଡ଼ଠାକୁର ବଳଭଦ୍ର ପହଣ୍ଡି ବିଜେ କଲାବେଳେ ମଙ୍ଗଳବାର ଅଘଟଣ ଘଟିଥିଲା । ବଡ଼ଠାକୁର ମୁହଁମାଡ଼ି ତଳେ ପଡ଼ିଯାଇଥଲେ। ଏହା ଜଗନ୍ନାଥପ୍ରେମୀଙ୍କ ମନରେ ଗଭୀର ଆଘାତ ଦେଇଛି। ବଳଭଦ୍ର ଚାରମାଳ ଉପରେ ପଡ଼ିଯିବାରୁ ୭ଜଣ ସେବାୟତ ଆହତ ହୋଇଛନ୍ତି। ତେବେ ପୂର୍ବଥର ମଧ୍ୟ ଆଡ଼ପ ପହଣ୍ଡି ବେଳେ ଜଗନ୍ନାଥ ହାମୁଡେଇ ପଡ଼ିଥିଲେ। ତେବେ ଏହାକୁ ନେଇ ରାଧାବଲ୍ଲଭ ମଠର ମଠାଧୀଶ ମହନ୍ତ ରାମକୃଷ୍ଣ ଦାସ ବୁଧବାର ତାଙ୍କ ପ୍ରତିକ୍ରିୟା ରଖିଛନ୍ତି। ସେ ଏକ ଗଣମାଧ୍ୟମକୁ କହିଛନ୍ତି, ଜଗନ୍ନାଥ ଉପରେ ଆଧାରିତ ନୀଳାଦ୍ରି ମହୋଦୟ ଶାସ୍ତ୍ର ଅନୁଯାୟୀ ଏଭଳି ଅଘଟଣ ହେଲେ ବିପଦର ଆଶଙ୍କା ରହିଛି। ଦେଶ ଓ ରାଜ୍ୟ ପ୍ରତି ବିପଦ ରହିଛି। ଏହାର ପ୍ରତିକାର ମଧ୍ୟ ଅଛି। ଶୁଦ୍ଧ ବ୍ରାହ୍ମଣଙ୍କ ଦ୍ୱାରା ୧ଲକ୍ଷ ମୂଳମନ୍ତ୍ର ଜପ କରିବା ସହ ହୋମ କରାଯିବାର ଆବଶ୍ୟକତା ରହିଛି। ଏହି ପ୍ରତିକାର ଦ୍ୱାରା ବିପଦ ଟଳିଯିବ। ଆଗାମୀ ଦିନରେ ଯେମିତି ଏଭଳି ଭୁଲ୍‌ ନ ହେବ ସେଥିପ୍ରତି ସେବାୟତମନେ ଧ୍ୟାନ ଦେବା ଉଚିତ।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭ ହେଲା ଟାରିଫ୍‌ ଓ୍ବାର: ଚାଇନା ଉପରେ ୧୦୪% ଟାରିଫ୍‌ ଲଗାଇଲା ଆମେରିକା

ଓାଶିଂଟନ/ବେଜିଂ,୮।୪: ଚାଇନାକୁ ଶକ୍ତ ଝଟ୍‌କା ଦେଇଛନ୍ତି ଟ୍ରମ୍ପ ସରକାର। ଆମେରିକା ଆଜି ଚାଇନାରୁ ଆସୁଥିବା ସାମଗ୍ରୀ ଉପରେ ୧୦୪ ପ୍ରତିଶତ ଟାରିଫ ଲଗାଇ ଦେଇଛି। ଏହି...

Top 5 Beaches of Odisha: ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ସମୁଦ୍ର କୂଳ, ଜାଣନ୍ତୁ କିଛି ରୋଚକ କଥା

ପୁରୀ ଓଡ଼ିଶାର ପୂର୍ବ ଉପକୂଳରେ ଅବସ୍ଥିତ ପୁରୀ ବେଳାଭୂମି। ଜଗନ୍ନାଥ ଧାମ ନିକଟରେ ଥିବା ଏହି ବେଳାଭୂମିର ସୌନ୍ଦର୍ଯ୍ୟ ଅବଲୋକନ କରିବାକୁ ଦୈନିକ ଲକ୍ଷଲକ୍ଷ ପର୍ଯ୍ୟଟକଙ୍କ...

ଓ୍ବକଫ୍‌ ବିଲ୍‌କୁ ନେଇ ମୁହଁ ଖୋଲିଲେ ମୋଦି, କହିଦେଲେ ଭିତିରି କଥା!

ନୂଆଦିଲ୍ଲୀ,୮।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ୍ବକଫ ବୋର୍ଡକୁ ନେଇ ଏକ ବଡ଼ ବୟାନ ଦେଇଛନ୍ତି। ଏକ ଜାତୀୟ ଗଣମାଧ୍ୟମକୁ ସାକ୍ଷାତକାର ନେଇ ସେ କହିଛନ୍ତି ଓ୍ବକଫ...

ଓଡିଶାର ପ୍ରମୁଖ ଶକ୍ତିପୀଠକୁ ନେଇ ହେବ ଶକ୍ତି କରିଡର: ଉପମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୮ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାର ଆରାଧ୍ୟା ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ସରିଛି। ଶେଷ ପାଳିରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା, ଆଇନ ମନ୍ତ୍ରୀ...

ସୁଭଦ୍ରାକୁ ନେଇ ଆସିଲା ବଡ଼ ଅପଡେଟ୍‌, ପରବର୍ତ୍ତୀ କିସ୍ତିରେ ଏମାନଙ୍କୁ ମିଳିବନି ଟଙ୍କା!

ଭୁବନେଶ୍ୱର,୮।୪: ସୁଭଦ୍ରା ଯୋଜନାକୁ ନେଇ ଆସିଛି ବଡ଼ ଅପଡେଟ। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଦେଇଛନ୍ତି ବଡ଼ ସୂଚନା । ପରବର୍ତ୍ତୀ କିସ୍ତି ଟଙ୍କା ପାଇଁ ହିତାଧିକାରୀମାନେ...

ମାତ୍ର ୪ ରନ୍‌ରେ ହାରିଗଲା କୋଲକାତା, ଜିତିଲା ଲକ୍ଷ୍ନୌ

ନୂଆଦିଲୀ,୮।୪: IPL ୨୦୨୫ର ଆଉ ଏକ ରୋମାଞ୍ଚକର ମ୍ୟାଚ୍‌ରେ ଲକ୍ଷ୍ନୌ ସୁପରଜାଏଣ୍ଟ୍ସ ଶେଷ ଓଭରରେ କୋଲକାତା ନାଇଟ ରାଇଡର୍ସକୁ ୪ ରନ୍‌ରେ ପରାସ୍ତ କରିଛି। ଇଡେନ...

ଆଜିଠାରୁ ଲାଗୁ ହେଲା ଓ୍ବକଫ୍‌ ସଂଶୋଧନ ଆଇନ୍‌

ନୂଆଦିଲ୍ଲୀ,୮।୪: ୱକଫ୍‌ (ସଂଶୋଧନ) ଆଇନ-୨୦୨୫ ଆଜି ଅର୍ଥାତ ମଙ୍ଗଳବାରଠାରୁ କାର୍ଯ୍ୟକାରୀ ହେବ। ସଂଖ୍ୟାଲଘୁ ବ୍ୟାପାର ମନ୍ତ୍ରଣାଳୟ ଏ ସମ୍ପର୍କରେ ଏକ ବିଜ୍ଞପ୍ତି ଜାରି କରିଛି। ମନ୍ତ୍ରଣାଳୟ...

ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ମନ୍ତ୍ରୀ, ବିଧାୟକଙ୍କ ଲାଗି ଖରାରେ ଶିଝିଲେ ଶିଶୁ : ସାଧାରଣରେ ବଢିଲା ଅସନ୍ତୋଷ

ପୁରୁଷୋତ୍ତମପୁର,୮।୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ଉଦ୍‌ଯାପିତହୋଇଛି। ମା’ଙ୍କ ଚୈତ୍ରମାସର ଶେଷ ଦର୍ଶନ ଲାଗି ପ୍ରବଳ ଜନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image