ବାଲେଶ୍ବର, ଭଦ୍ରକରେ ଶୁଭିଲା ପ୍ରଚଣ୍ଡ ଶବ୍ଦ, ଲୋକେ ଆତଙ୍କିତ

ଭୁବନେଶ୍ୱର,୬।୬: ବାଲେଶ୍ବର ଓ ଭଦ୍ରକ ବାସୁଦେବପୁରରେ ଶୁଭିଲା ପ୍ରଚଣ୍ଡ ଶବ୍ଦ। ୧ ମିନିଟ୍‌ରେ ୨ରୁ ୩ ଥର ପ୍ରଚଣ୍ଡ ଶବ୍ଦ ଶୁଭିଛି। ଯାହାକୁ ନେଇ ଲୋକେ ଆତଙ୍କିତ ହୋଇପଡ଼ିଛନ୍ତି। ତେବେ ପ୍ରଚଣ୍ଡ ଶବ୍ଦ କେଉଁଠାରୁ ଶୁଭିଲା ସେନେଇ କୌଣସି ସୂଚନା ମିଳିପାରିନାହିଁ।

 

Share