Posted inଫୁରସତ

Viral Video: ଗୁଣ୍ଡାମାନଙ୍କୁ ନେଇ ପହଞ୍ଚିଲେ ପ୍ରେମିକ, ବିବାହ ମଣ୍ଡପରୁ ପ୍ରେମିକାଙ୍କୁ ଉଠାଇନେଲେ.. 

ହିନ୍ଦି ସିନେମାରେ ଅନେକ ଫିଲ୍ମ ରହିଛି ଯେଉଁଥିରେ ହିରୋ ବିବାହ ମଣ୍ଡପରୁ ହିରୋଇନଙ୍କୁ ଉଠାଇ ନେଇଥାଏ। ହେଲେ ବାସ୍ତବ ଜୀବନରେ କ’ଣ ସେଭଳି ଦୃଶ୍ୟ ଦେଖିଛନ୍ତି। ହୁଏତ ନା। ଏବେ କିନ୍ତୁ ସେଭଳି ଏକ ଭିଡିଓ ସାମ୍ନାକୁ ଆସିଛି। ଗୁଣ୍ଡାମାନଙ୍କୁ ଧରି ବିବାହ ମଣ୍ଡପରେ ପ୍ରେମିକ ପହଞ୍ଚିବା ପରେ ପ୍ରେମିକାଙ୍କୁ ଉଠାଇନେଉଛନ୍ତି। ଏହି ଘଟଣାର ଭିଡିଓ ଭାଇରାଲ ହେଉଛି।
କେଇ ସେକେଣ୍ଡର ଭିଡିଓରେ ଜଣେ ଯୁବକ ବାଇକ୍‌ରେ ଆସି ପ୍ରେମିକାଙ୍କୁ ପଛ ସିଟ୍‌ରେ ବସାଇ ନେଇଯାଉଥିବା ଦେଖାଯାଉଛି। ତାଙ୍କ ପଛରେ ଗୁଣ୍ଡାମାନେ ସେଠାରୁ ଯାଉଛନ୍ତି। ଅପରପକ୍ଷେ ଏହି ଦୃଶ୍ୟ ବିବାହରେ ଯୋଗ ଦେବାକୁ ଆସିଥିବା ଅତିଥିମାନଙ୍କୁ ଚକିତ କରିଛି।
ଦେଖନ୍ତୁ ଭିଡିଓ:

 

View this post on Instagram

 

A post shared by @sarif_video


Enter your email to get our daily news in your inbox.

All Right Reserved By Dharitri.Com

୫୦୬ ବର୍ଷ ପୁରୁଣା ମାରାତ୍ମକ ମହାମାରୀ, ରାସ୍ତା ଉପରେ ନାଚି ନାଚି ୪୦୦ ଲୋକଙ୍କର ହୋଇଥିଲା ମୃତ୍ୟୁ

ଷ୍ଟାର୍ସବର୍ଗ: ଇତିହାସରେ ଏପରି ଅନେକ ଘଟଣା ଘଟିଛି ଯାହା ଆଜି ବି ଲୋକମାନେ ମନେ ପକାଇ ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି । ଆଜି ଆମେ ଏପରି ଏକ...

ଲଣ୍ଡନରେ ଲୋକଙ୍କ ପାଟିରୁ ଲାଳ ଗଡାଉଛି କୋଲକାତାର ‘ଝାଲମୁଢି’, ଇଂରାଜୀ ବାବୁଙ୍କ ଠେଲାକୁ ନେଇ ହେଉଛି ଚର୍ଚ୍ଚା

ଲଣ୍ଡନ,୨୧।୧୧: ଆମେ ଖାଦ୍ୟ ବିଷୟରେ ଆଲୋଚନା କରିବା ବେଳେ କେହି କେବେ କୋଲକାତାକୁ ଭୁଲି ପାରନ୍ତି ନାହିଁ ବୋଲି କହାଯାଏ। ପଶ୍ଚିମବଙ୍ଗରେ ବିଭିନ୍ନ ପ୍ରକାରର ଖାଦ୍ୟ...

ଭିଣୋଇଙ୍କ ସହ ଥିଲା ଅନୈତିକ ସମ୍ପର୍କ, ବିବାହ ମଣ୍ଡପରେ କନ୍ୟାଙ୍କ ଭିଡିଓ ଚଲାଇଦେଲେ ବର, ତା’ପରେ…

ବିବାହ ମଣ୍ଡପରେ କନ୍ୟାର କାରନାମା ଭିଡିଓ ମାଧ୍ୟମରେ ଦେଖାଯାଏ, ତେବେ କ’ଣ ହେବ? ଚାଇନାର ଏପରି ଏକ ମାମଲା ସାମ୍ନାକୁ ଆସିଛି, ଯେଉଁଠାରେ ଜଣେ ବର...

ଶିଶୁ ହସିଲେ ଦୁନିଆ ହସିବ

ଆଜିର ଶିଶୁ ଭବିଷ୍ୟତର ନାଗରିକ ଓ ସେହି କ୍ରମରେ ଆଜିର ଶିଶୁଟିଏ ହସିଲେ ନିଶ୍ଚୟ ଆସନ୍ତାକାଲି ଦେଶ ହସିବ। ତେଣୁ ଦେଶରେ ଶିଶୁଟିଏ ସୁରକ୍ଷିତ ଭାବରେ...

‘ଶୌଚାଳୟ: ଶାନ୍ତି ପାଇଁ ଏକ ସ୍ଥାନ’

ପ୍ରତିବର୍ଷ ନଭେମ୍ବର ୧୯ ରେ ବିଶ୍ୱସ୍ତରରେ ଶୌଚାଳୟ ଦିବସ ପାଳନ କରାଯାଏ। ଏହା ହେଉଛି ମିଳିତ ଜାତିସଂଘର ଏକ ବୈଶ୍ୱିକ ପଦକ୍ଷେପ, ଯାହା ଜରୁରୀ ପରିମଳ...

Gmail ରେ ଷ୍ଟୋରେଜ ଫୁଲ୍‌ ହୋଇଯାଇଛି କି? ଜାଣି ନିଅନ୍ତୁ ଉପାୟ

ନୂଆଦିଲ୍ଲୀ,୧୯।୧୧: Gmail ଷ୍ଟୋରେଜ ଫୁଲ ହେବା ଏକ ସାଧାରଣ ସମସ୍ୟା । ଆପଣଙ୍କୁ ଜଣାଇଦେଉଛୁ ଯେ, ଗୁଗୁଲ ଦ୍ୱାରା ପ୍ରତ୍ୟେକ ଉପଭୋକ୍ତାଙ୍କୁ କେବଳ ୧୫ GB...

ପୁରୁଷଙ୍କୁ ମଧ୍ୟ ସମ୍ମାନ ଦେବା ଜରୁରୀ

ପ୍ରତିବର୍ଷ ନଭେମ୍ବର ୧୯ରେ ଅନ୍ତର୍ଜାତୀୟ ପୁରୁଷ ଦିବସ ପାଳନ କରାଯାଏ। ୬୦ରୁ ଅଧିକ ଦେଶ ପୁରୁଷ ଦିବସ ପାଳନ କରନ୍ତି। ଏହି ଅବସରରେ ଅନେକ ପ୍ରକାରର...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri