ଗୋଟିଏ ଗଛରେ ଝୁଲିପଡିଲେ ପ୍ରେମୀଯୁଗଳ

ଉମରକୋଟ,୨୪।୯(ସଦାଶିବ ପ୍ରହରାଜ):ନବରଙ୍ଗପୁର ଜିଲା ରାଇଘର ବ୍ଳକ ଭୁରଖାମହୁଲି ଗାଁ ନିକଟରେ ଥିବା ଏକ ପିପଳି ଗଛ ଡାଳରେ ପ୍ରେମୀ ଯୁଗଳଙ୍କ ମୃତଶରୀର ଝୁଲନ୍ତା ଅବସ୍ଥାରେ ଥିବା ଦେଖିବାକୁ ମିଳିଛି । ରାଇଘର ବ୍ଳକ ଭୁରଖାମହୁଲି ଗାଁର ରେମଲାଲ ଗଣ୍ଡ (୧୮) ଏବଂ ସେଇ ଗାଁର ନାବାଳିକା ୧୬ ବର୍ଷର ଝିଅ ଦିକେଶ୍ୱରୀ ଗଣ୍ଡଙ୍କ ମଧ୍ୟରେ ଦୀର୍ଘ ଦିନ ଧରି ପ୍ରେମ ସମ୍ପର୍କ ରହିଥିବା ବେଳେ ଉଭୟ ବିବାହ କରିବାକୁ ଚାହୁଁଥିଲେ। କିନ୍ତୁ ପରିବାର ପକ୍ଷରୁ ବିବାହ ପାଇଁ ସ୍ବୀକୃତି ନ ଦେବାରୁ ଦୁହେଁ ଆତ୍ମହତ୍ୟା କରିଥିବାର ସୂଚନା ମିଳିଛି ।

ତେବେ ଗତ ରବିବାରରୁ ଦୁହେଁ ଘର ଛାଡି କେଉଁଆଡେ ପଳାଇଥିଲେ। ଅନ୍ୟପଟେ ପରିବାର ଲୋକେ ବହୁ ଖୋଜା ଖୋଜି କରିଥିଲେ ମଧ୍ୟ ପାଇ ପାରି ନ ଥିଲେ। ଆଜି ସକାଳୁ ଗ୍ରାମର ଜଣେ ବ୍ୟକ୍ତି ଘାସ କାଟିବା ପାଇଁ ପିପଳି ଗଛ ନିକଟରେ ଯାଇଥିବାବେଳେ ଦୁଇଜଣଙ୍କ ଝୁଲନ୍ତା ଅବସ୍ଥାରେ ଦେଖି ପରିବାର ଲୋକଙ୍କୁ ଖବର ଦେଇଥିଲେ। ଘଟଣାକୁ ନେଇ କୁନ୍ଦେଇ ଥାନାରେ ଅଭିଯୋଗ କରାଯାଇଛି ଓ ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଶସ୍ତାରେ ମିଳୁଛି ଭଡା ଘର, 1 BHK ଫ୍ଲାଟ ପାଇଁ ଦେବାକୁ ପଡିବ…

ନୂଆଦିଲ୍ଲୀ,୧୮।୪: ଭାରତର ବିଭିନ୍ନ ସହରରେ ଘର ଭଡାର ମୂଲ୍ୟ ଦିନକୁ ଦିନ ବଢୁଛି। ତେବେ କେତେକ ଛୋଟ ଓ ମଧ୍ୟମ ସହରରେ ଭଡା ମୂଲ୍ୟ ଏବେ...

ଅପହୃତା ନାବାଳିକା ଭୁବନେଶ୍ୱରରୁ ଉଦ୍ଧାର: ଜେଲ ଗଲେ…

ଦିଗପହଣ୍ଡି,୧୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଅଞ୍ଚଳରୁ ଅପହୃତ କରାଯାଇଥିବା ଜଣେ ନାବାଳିକାଙ୍କୁ ପାଟପୁର ପୋଲିସ ଭୁବନେଶ୍ୱରସ୍ଥିତ ଏକ ଘରୁ ଉଦ୍ଧାର କରିଛି।...

ଚାଷୀଙ୍କ ଚିନ୍ତା ବଢ଼ାଇଲାଣି ଚକଡ଼ା ରୋଗ: ଧାନ ଫସଲରେ ବ୍ୟାପିବା ଆରମ୍ଭ

ବରଗଡ଼,୧୮।୪(ପ୍ରେମାନନ୍ଦ ଖମାରୀ)- ରାଜ୍ୟର ବରଗଡ଼ ଜିଲାରେ ଅଧିକ ଧାନଚାଷ ହୋଇଥାଏ। କିନ୍ତୁ ଏଠାରେ ଚାଷକୁ ନେଇ ଚାଷୀମାନେ ବହୁବିଧ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଧାନଚାଷ କରି...

Starlink: ଷ୍ଟାରଲିଙ୍କ୍‌ ଆସିବା ପରେ ଭାରତକୁ କ’ଣ ମିଳିବ ଫାଇଦା, କେବେ ମିଳିବ ଭାରତୀୟଙ୍କୁ ସୁବିଧା

ନୂଆଦିଲ୍ଲୀ,୧୮।୪:ଏଲନ ମସ୍କଙ୍କ ଷ୍ଟାରଲିଙ୍କ ସେବା ଭାରତ ଆସିବାକୁ ପ୍ରସ୍ତୁତ ହେଉଛି। ଏଥିପାଇଁ ଷ୍ଟାରଲିଙ୍କ ଭାରତୀୟ ଟେଲିକମ କମ୍ପାନୀ ଜିଓ ଏବଂ ଏୟାରଟେଲ ସହିତ ହାତ ମିଳାଇଛି।...

UPI ଉପରେ ଲାଗିବନି GST, ଡିଜିଟାଲ ପେମେଣ୍ଟ ଉପରେ ଟିକସ ନାହିଁ ବୋଲି ସ୍ପଷ୍ଟ କଲା କେନ୍ଦ୍ର

ନୂଆଦିଲ୍ଲୀ,୧୮।୪: UPI ଉପରେ ଲାଗିବନି GST। କେନ୍ଦ୍ର ସରକାର ୨୦୦୦ ଟଙ୍କାରୁ ଅଧିକ ମୂଲ୍ୟର UPI କାରବାର ଉପରେ GST ଲାଗୁ କରିବାକୁ ଯୋଜନା କରୁଥିବା...

ବ୍ୟାଙ୍କ୍‌ ଆକାଉଣ୍ଟରେ ଏତେ ଟଙ୍କା ରଖିଲେ ଦେବାକୁ ପଡିପାରେ ଟିକସ? ଜାଣି ନିଅନ୍ତୁ ନ ହେଲେ…

ଆଜିକାଲି, ଅନଲାଇନ ଟଙ୍କା କାରବାର ବୃଦ୍ଧି ପାଉଛି। ଏହାର ଅର୍ଥ ହେଉଛି ଯେ ଅନେକ ଲୋକ ସଞ୍ଚୟ ପାଇଁ ବ୍ୟାଙ୍କ ଆକାଉଣ୍ଟ ଖୋଲିଛନ୍ତି। ଏକ ସଞ୍ଚୟ...

୧୪ ବର୍ଷ ପରେ ସ୍ବାମୀଙ୍କୁ ପାଇଲେ ବିଧବା ଭତ୍ତା ପାଉଥିବା ସ୍ତ୍ରୀ: ଗୋଆରେ ମାଛ ଧରିବା…

ବଡ଼ଗାଁ,୧୮ା୪(ଅଶୋକ ଷଡ଼ଙ୍ଗୀ): ଓଡ଼ିଆ କହିବା ଭୁଲି ଗଲେଣି। ଏଠି ସବୁକିଛି ଅଜଣା ଅଚିହ୍ନା ଭଳି ଲାଗୁଛି। ୧୪ ବର୍ଷ ପରେ ଗାଁ ମାଟିରେ ପାଦ ପଡ଼ିଲାପରେ...

IPL ୨୦୨୫: ପୁଣି ବଦଳିବେ ରାଜସ୍ଥାନ ରୟାଲ୍ସ ଅଧିନାୟକ? ସାମସନଙ୍କ ଯୋଗୁ ନେବାକୁ ପଡ଼ିପାରେ…

ନୂଆଦିଲ୍ଲୀ,୧୮।୪: ୨୦୨୫ ଆଇପିଏଲରେ ରାଜସ୍ଥାନ ରୟାଲ୍ସ ପାଇଁ ଏପର୍ଯ୍ୟନ୍ତ ନୈରାଶ୍ୟଜନକ ପ୍ରଦର୍ଶନ କରିଆସୁଛି। ଏବେ ଦଳରେ ଏକ ନୂତନ ସମସ୍ୟା ସୃଷ୍ଟି ହୋଇଛି। ସିଜିନ ମଝିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image