ଲଘୁଚାପ ସକ୍ରିୟ: ଏହି ୧୮ ଜିଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୫ା୯(ଅନୁରାଧା ମହାରଣା):ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଆଗାମୀ କିଛି ଦିନ ଯାଏ ରାଜ୍ୟରେ ଅନେକ ସ୍ଥାନରେ ବିଜୁଳି ଘଡ଼ଘଡି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନା ଅନୁସାରେ, ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇବ। କିଛି ଜିଲାକୁ ପ୍ରବଳ ବର୍ଷା ନେଇ ଆଲର୍ଟ ଜାରି କରାଯାଇଛି। ଏହିସବୁ ଜିଲାଗୁଡିକ ହେଲା ଯାଜପୁର, କେନ୍ଦ୍ରପଡ଼ା, ପୁରୀ, ଖୋର୍ଦ୍ଧା, ନୟାଗଡ଼, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ବୌଦ୍ଧ, ସୋନପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, କଳାହାଣ୍ଡି, ନବରଙ୍ଗପୁର, ଗଞ୍ଜାମ, ଗଜପତି ଓ କନ୍ଧମାଳ। ବିଶେଷକରି ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ଭାରି ବର୍ଷା ହେବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଲରୁ ବିରି ଖାଇଦେଲା ବୋଲି ଶୁଆକୁ ଫାଶି ଦେଇ କରିଥିଲେ ରିଲ୍ସ: ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଭୁବନେଶ୍ୱର,୨୬।୩ (ବନ୍ଦନା ସେଠୀ ) – ବିଲରୁ ବିରି ଖାଇଦେବାରୁ ଶୁଆକୁ ଫାଶୀ ଦେବା ସହ ଏହାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ କରିବା ଘଟଣାକୁ...

ରାସ୍ତା ପାର ହେଉଥିବା ବେଳେ ବାଇକ ଧକ୍କାରେ ବୃଦ୍ଧଙ୍କ ମୃତ୍ୟୁ ଘଟଣା, କୋର୍ଟ ଚାଲାଣ ହେଲେ ଅଭିଯୁକ୍ତ ଚାଳକ

ଦିଗପହଣ୍ଡି,୨୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମ ମୁଖ୍ୟରାସ୍ତାରେ ଗତ ୭ ତାରିଖ ରାତି ପ୍ରାୟ ସାଢ଼େ ୮...

ଭୟଭୀତ ହୋଇ ବିଶୃଙ୍ଖଳା କରୁଛନ୍ତି, ବିରୋଧୀ ଦଳର ଭୂମିକାକୁ ନିନ୍ଦା କରୁଛି: ପ୍ରଦ୍ୟୁମ୍ନ

ଭଞ୍ଜନଗର,୨୬।୩(ବାବୁଲା ପ୍ରଧାନ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ବିଧାନସଭାରେ ୨୦୨୫-୨୬ ଗୃହ ବିଭାଗ ବଜେଟ ଉପସ୍ଥାପନ କରିଛନ୍ତି। ଏଥିରେ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର...

ଦିଗପହଣ୍ଡିରେ ଶିଶୁଙ୍କ ନାମଲେଖା, ଶିଶୁ ବାଟିକା ସଚେତନତା କାର୍ଯ୍ୟକ୍ରମ

ଦିଗପହଣ୍ଡି,୨୬|୩(ଅଶେଷ ନାଥ ମିଶ୍ର): ନୂତନ ଜାତୀୟ ଶିକ୍ଷାନୀତି ୨୦୨୦ ଅନୁଯାୟୀ ସମସ୍ତ ପ୍ରାଥମିକ ବିଦ୍ୟାଳୟରେ ଶିଶୁଙ୍କୁ ଗୁଣାତ୍ମକ ଶିକ୍ଷା ପ୍ରଦାନ ଉଦ୍ଦେଶ୍ୟରେ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ...

ବ୍ଲକ କାର୍ଯ୍ୟାଳୟରେ ଶୁଦ୍ଧ ପାନୀୟଜଳର ବ୍ୟବସ୍ଥା କଲେ BDO

ଦାରିଙ୍ଗବାଡି, ୨୬ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତ ସମିତି କାର୍ଯ୍ୟାଳୟରେ ଦୀର୍ଘ ବର୍ଷ ପରେ ଲୋକଙ୍କ ସମସ୍ୟାର ସମାଧାନ ହୋଇଛି। କାର୍ଯ୍ୟାଳୟକୁ ଆସୁଥିବା ଲୋକଙ୍କୁ...

ଦିଗପହଣ୍ଡି ଏନ୍ଏସିର ବାର୍ଷିକ ବଜେଟ ଅଧିବେଶନ: ଖର୍ଚ୍ଚ କରାଯିବ ୧୩ କୋଟି ୩୧ ଲକ୍ଷ 

ଦିଗପହଣ୍ଡି,୨୬।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବିଜ୍ଞାପିତ ଅଞ୍ଚଳ ପରିଷଦ ସଭାଗୃହ ପରିସରରେ ନଗରପାଳ ପ୍ରଫୁଲ ପଣ୍ଡାଙ୍କ ଅଧ୍ୟକ୍ଷତାରେ ବୁଧବାର ଏନଏସି ର ୧୭ ତମ ବାର୍ଷିକ...

ଉତ୍କଳ ଯାଦବ ମହାସଭା ପକ୍ଷରୁ ସରପଞ୍ଚ ସମ୍ମାନୀତ

ଦିଗପହଣ୍ଡି,୨୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ସରପଞ୍ଚ ତଥା ଗଞ୍ଜାମ ଜିଲା ସରପଞ୍ଚ ସଂଘ ସଭାପତି ଏବଂ ଷୋହଳ ଖଣ୍ଡ...

ବନ୍ଦେ ଭାରତ ଉପରେ ପଥର ମାଡ଼

ରାଉରକେଲା,୨୬ା୩(ସଙ୍ଗୀତା ଜେନା): ପୁରୀରୁ ରାଉରକେଲା ଅଭିମୁଖେ ଆସୁଥିବା ବନ୍ଦେଭାରତ ଏକ୍ସପ୍ରେସ୍‌ରେ ବୁଧବାର ପଥର ମାଡ଼ ହୋଇଛି। ଏକ ବଗିର ଝରକା ପାଖ କାଚ ଭାଙ୍ଗି ଯାଇଥିବା...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image