ଆସୁଛି ଲଘୁଚାପ, ୬ ତାରିଖ ଯାଏଁ ଏସବୁ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୪।୯: ବଙ୍ଗୋପସାଗରରେ ଗୁରୁବାର ସୁଦ୍ଧା ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଏହାର ପ୍ରଭାବରେ ଦକ୍ଷିଣ, ଉପକୂଳ ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ବର୍ଷାର ପରିମାଣ ବୃଦ୍ଧି ପାଇବ। ଆସନ୍ତା ୮ ତାରିଖ ରବିବାର ପର୍ଯ୍ୟନ୍ତ ବର୍ଷା ଲାଗି ରହିବ।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଘଡଘଡ଼ି ସହ ବର୍ଷା ହେବା ନେଇ ୧୦ଟି ଜିଲା ପାଇଁ ସତର୍କ ସୂଚନା ଜାରି କରାଯାଇଛି । ଅପରପକ୍ଷରେ, ରାଜ୍ୟରେ ନିଅଣ୍ଟିଆ ବର୍ଷା ସ୍ଥିତି ଜାରି ରହିଛି । ଗତ ଜୁନ୍‍ ମାସ ପହିଲାରୁ ଆଜି ସୁଦ୍ଧା ରାଜ୍ୟରେ ୧୨ ପ୍ରତିଶତ କମ୍‍ ବର୍ଷା ହୋଇଛି । ଏହି ସମୟ ମଧ୍ୟରେ ୧୨ଟି ଜିଲାରେ ନିଅଣ୍ଟିଆ ବର୍ଷା ହୋଇଥିବା ଜଣାପଡିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡିରେ ଯୋଗ ଦେଲେ  ନୂତନ  ବିଡିଓ  ପ୍ରୀତିରଞ୍ଜନ ରଥ  

ଦାରିଙ୍ଗବାଡି,୨୫।୧୦ (ଅରୁଣ ସାହୁ ): କନ୍ଧମାଳ ଜିଲା  ଦାରିଙ୍ଗବାଡି ବ୍ଲକରେ ନୂତନ ବିଡିଓ ଭାବେ ଶୁକ୍ରବାର ପ୍ରୀତିରଞ୍ଜନ ରଥ ଦାୟିତ୍ୱ ଗ୍ରହଣ କରିଛନ୍ତ। ସେ ନବରଙ୍ଗପୁର...

ଟଳିନି ବିପଦ: ଆହୁରି ୨ ଦିନ ନିର୍ଧୁମ ଛେଚିବ

ଭୁବନେଶ୍ୱର,୨୫ା୧୦(ଅନୁରାଧା ମହାରଣା):  ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ଦାନା ସ୍ଥଳଭାଗ ଛୁଇଁବା ପରେ କ୍ରମଶଃ ଦୁର୍ବଳ ହୋଇ ଗଭୀର ଅବପାତରେ ପରିଣତ ହୋଇଛି। ତେବେ ଏହାର...

ବାତ୍ୟା ପରେ ବାତିଲ୍‌ ହୋଇଥିବା ଟ୍ରେନ୍‌….

ଭୁବନେଶ୍ୱର,୨୫ା୧୦(ଅନୁରାଧା ମହାରଣା)- ବାତ୍ୟା ‘ଦାନା’କୁ ଦୃଷ୍ଟିରେ ରଖି ଭଦ୍ରକ-ଧାମରା, କଟକ-ପାରାଦୀପ, ହରିଦାସପୁର-ପାରାଦୀପ, ଯଖପୁରା-କେନ୍ଦୁଝର, କଟକ-ତାଳଚେର ଏବଂ ଖୋର୍ଦ୍ଧା ରୋଡ଼-ଭଦ୍ରକ ରେଳ ସେକ୍ସନ ଗୁଡିକରେ ପାଣିପାଗ ବିଜ୍ଞାନ...

୧୫ବର୍ଷ ପରେ ହଠାତ୍ ବାଜିଲା ଏମର୍ଜେନ୍ସି ସାଇରନ୍‌: ବ୍ଲେଡ୍‌ରେ ଜେଲର ଓ ୱାର୍ଡରଙ୍କ ହାତ କାଟି ଦେଲେ କଏଦୀ

ଭୁବନେଶ୍ୱର,୨୫ା୧୦(ସତ୍ୟଜିତ୍‌ ରାଉତ): ଗ୍ୟାଙ୍ଗ୍‌ଓ୍ବାର, କଏଦୀଙ୍କୁ ମାଡ଼ ଓ ନିଶା କାରବାରକୁ ନେଇ ଚର୍ଚ୍ଚାରେ ରହୁଥିବା ଭୁବନେଶ୍ୱରସ୍ଥିତ ଝାରପଡ଼ା ସ୍ବତନ୍ତ୍ର ଜେଲରେ ଶୁକ୍ରବାର ଏକ ଅଭାବନୀୟ ଘଟଣା...

ବିଜେଡିକୁ ଝଟ୍‌କା ପରେ ଝଟ୍‌କା: ଗାଦିଚ୍ୟୁତ ହେଲେ… 

ଭୁବନେଶ୍ୱର,୨୫।୧୦: ବିଜେଡିକୁ ଝଟ୍‌କା ପରେ ଝଟ୍‌କା। ଚଳିତ ନିର୍ବାଚନ  ହାରିବା ପରେ ବିଜେଡିକୁ ଗୋଟିଏ ପରେ ଗୋଟିଏ ଝଟକା ଲାଗି ଚାଲିଛି । ଦଳର ବରିଷ୍ଠ...

ଶନିବାର, ରବିବାର ସରକାରୀ ଛୁଟି ବାତିଲ, ଜାଣନ୍ତୁ କାହିଁକି…

ଭୁବନେଶ୍ୱର,୨୫ା୧୦(ଅନିଲ ଦାସ): ବାତ୍ୟା ‘ଦାନା’ ଯୋଗୁ କ୍ଷତିଗ୍ରସ୍ତ ଅଞ୍ଚଳରେ ରିଲିଫ ଓ ପୁନରୁଦ୍ଧାର କାର୍ଯ୍ୟକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଶନିବାର ଓ ରବିବାର ୨ଦିନ...

୨୦ ଟଙ୍କାରେ ଦହିବରା ଖାଇଦେବାରୁ ଝିଅକୁ ପିଟିପିଟି ମାରିଦେଲା ମାଆ

ଫତେଗଡ,୨୫।୧୦: ୨୦ ଟଙ୍କାରେ ଦହିବରା ଖାଇଦେବାରୁ ଝିଅକୁ ପିଟିପିଟି ମାରିଦେଲା ମାଆ। ଏପରି ବୀଭତ୍ସ ହତ୍ୟାକାଣ୍ଡ ନୟାଗଡ ଜିଲା ଫତେଗଡ ଥାନା ଅଞ୍ଚଳରେ ଘଟିଛି। ଏନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri