ଲଘୁଚାପ କ୍ଷେତ୍ର ସୃଷ୍ଟି , ୧୯ରେ ଅବପାତ

ଭୁବନେଶ୍ୱର,୧୭।୧୧(ବ୍ୟୁରୋ): ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ପାର୍ଶ୍ୱବର୍ତ୍ତୀ ଆଣ୍ଡାମାନସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ତେବେ ସୃଷ୍ଟି ହୋଇଥିବା ଲଘୁଚାପ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତିକରି ୧୯ ତାରିଖ ବେଳକୁ ଦକ୍ଷିଣ ବଙ୍ଗୋପସାଗରର ମଧ୍ୟଭାଗରେ ଏକ ଅବପାତ ରୂପ ନେଇପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ପାଣିପାଗ ବିଭାଗ ଅନୁଯାୟୀ, ପରବର୍ତ୍ତୀ ସମୟରେ ଏହା ତାମିଲନାଡୁ-ପୁଡୁଚେରୀ ଏବଂ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳ ମୁହାଁ ହେବାର ସମ୍ଭାବନା ରହିଛି। ସେହିପରି ୨୧ ତାରିଖ ବେଳକୁ ଗଞ୍ଜାମ, ଗଜପତି, ରାୟଗଡା, କନ୍ଧମାଳ, ରାୟଗଡା, ମାଲକାନଗିରି, କୋରାପୁଟ ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

୩୦ OASଙ୍କୁ ମିଳିଲା IAS ପାହ୍ୟା, ଜାଣନ୍ତୁ କିଏ କିଏ ପାଇଲେ ପଦୋନ୍ନତି

ଭୁବନେଶ୍ୱର,୧ା୪: ରାଜ୍ୟ ସରକାରଙ୍କ ୩୦ବରିଷ୍ଠ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌) ଅଧିକାରୀଙ୍କୁ ଏପ୍ରିଲ ପହିଲାରେ ଭାରତୀୟ ପ୍ରଶାସନିକ ସେବା(ଆଇଏଏସ୍‌) ପାହ୍ୟାକୁ ପଦୋନ୍ନତି ମିଳିଛି। ଏସଂକ୍ରାନ୍ତରେ କେନ୍ଦ୍ର କାର୍ମିକ...

୨୫୦୦କୋଟି ଟଙ୍କାରେ Drishti IASକୁ ବିକ୍ରି କରିବେ ବିକାଶ ଦିବ୍ୟକୀର୍ତ୍ତି, ଜାଣନ୍ତୁ କାହାକୁ…

ନୂଆଦିଲ୍ଲୀ,୧।୪: ଭାରତୀୟ ଶିକ୍ଷା ଏବଂ ପ୍ରେରଣା ଜଗତରେ ଏକ ବଡ଼ ନାମ ଅର୍ଜନ କରିଥିବା ବିକାଶ ଦିବ୍ୟକୀର୍ତ୍ତି ଏବେ ତାଙ୍କର ସମ୍ପୂର୍ଣ୍ଣ ବ୍ୟବସାୟକୁ ବିକ୍ରି କରିବାକୁ...

ରାମନବମୀ ପାଇଁ ମୁତୟନ ହେବେ ୨୬ ପ୍ଲାଟୁନ୍‌ ଫୋର୍ସ: ସ୍ଥିତି ସମୀକ୍ଷା କଲେ କ୍ରାଇମବ୍ରାଞ୍ଚ ଡିଜିପି

ଭଦ୍ରକ,୧।୪(ସନାତନ ରାଉତ): ଭଦ୍ରକରେ ରାମନବମୀ ଶାନ୍ତିଶୃଙ୍ଖଳାର ସହ ପାଳନ ପାଇଁ କ୍ରାଇମବ୍ରାଞ୍ଚ ଡିଜିପି ବିନୟତୋଷ ମିଶ୍ର ମଙ୍ଗଳବାର ଅପରାହ୍ନ ୫ଟାରେ ଏସ୍‌ପିଙ୍କ ଅଫିସ୍‌ରେ ସ୍ଥିତି ସମୀକ୍ଷା...

ଭାରତର ଶତ୍ରୁ ଦେଶକୁ ଝଟ୍‌କା ଦେଲା ଚାଇନା, କଲା ବଡ଼ ଘୋଷଣା

ନୂଆଦିଲ୍ଲୀ,୧।୪: ଠିକ ଗୋଟିଏ ଦିନ ପୂର୍ବରୁ, ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାର ମୁଖ୍ୟ ୟୁନୁସ, ସି ଜିନପିଙ୍ଗଙ୍କ ଗଡ଼କୁ ଯାଇଥିଲେ ଏବଂ ଭାରତକୁ ଜ୍ଞାନ ପ୍ରଦାନ କରୁଥିଲେ।...

୬ମାସ ହେଲା କାମ କରୁନି ବିଏସ୍‌ଏନ୍‌ଏଲ୍‌ ନେଟ୍‌ୱର୍କ, ପଦକ୍ଷେପ ନ ନେଲେ ଗ୍ରାମବାସୀଙ୍କ ଆନ୍ଦୋଳନ ଚେତାବନୀ

ଲାଞ୍ଜିଗଡ, ୧ା୪ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ପାହାଡପଦର ପଞ୍ଚାୟତ ବୋରପଦର ଗାଁଠାରେ ଦୀର୍ଘ ୬ମାସ ହେଲା ବିଏସ୍‌ଏନ୍‌ଏଲ୍‌ ନେଟ୍‌ୱର୍କ କାମ...

ଏମିତି ବି ମୃତ୍ୟୁ ଆସେ, ପ୍ରବଚନ ଦେଉଥିବା ବେଳେ ଟଳିପଡ଼ିଲେ

ସାବରଙ୍ଗ/ବାସୁଦେବପୁର,୧।୪ (କାଳିପଦ ରାୟ/ନାରାୟଣ ପ୍ରସାଦ ବାରିକ): ଏମିତି ବି ମୃତ୍ୟୁ ଆସେ। ପ୍ରବଚନ ଦେଉଥିବା ବେଳେ ଟଳିପଡ଼ିଲେ ପ୍ରବଚକ। ସୋମବାର ରାତିରେ ଭଦ୍ରକ ଜିଲା ସାବରଙ୍ଗ...

ଆଜିଠୁ ଲାଗୁ ହେଲା ନୂଆ ପେନସନ ନିୟମ, ଏମାନଙ୍କୁ ମିଳିବନି ଲାଭ

ନୂଆଦିଲ୍ଲୀ,୧।୪: ଯଦି ଆପଣ ସରକାରୀ ଚାକିରି କରନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଉପଯୋଗୀ, କାରଣ କେନ୍ଦ୍ର ସରକାରଙ୍କ ୟୁନିଫାଏଡ ପେନସନ ଯୋଜନା (UPS)...

କାହା ସ୍ବାର୍ଥରେ କ୍ଷୁଦ୍ର ଜଳସେଚନ ପ୍ରକଳ୍ପ ? ନିର୍ମାଣର ୬ବର୍ଷ ପରେ ମଧ୍ୟ ଆସିଲା ନାହିଁ ଲୋକଙ୍କ କାମରେ

ଥୁଆମୂଳ ରାମପୁର,୧।୪(ଦୁର୍ଗା କୀର୍ତ୍ତି): ରାଜ୍ୟ ସରକାରଙ୍କ ଜଳସେଚନ ପ୍ରକଳ୍ପ ଦ୍ବାରା କୃଷିର ଉନ୍ନତି ଆଣିବା ପାଇଁ କୋଟି କୋଟି ଟଙ୍କା ବ୍ୟୟବରାଦରେ ବିଭିନ୍ନ ସ୍ଥାନରେ କ୍ଷୁଦ୍ର...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image