ସୃଷ୍ଟି ହେଲା ଲଘୁଚାପ, ଏହି ସବୁ ଜିଲାରେ ପ୍ରବଳ ବର୍ଷିବ, ୪ ଜିଲାକୁ ଅରେଞ୍ଜ ୱାର୍ନିଂ

ଭୁବନେଶ୍ୱର,୨୯।୮: କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର। ପଶ୍ଚିମ- ଉତ୍ତରପଶ୍ଚିମକୁ ମୁହାଁଇ କାଲି ସୁଦ୍ଧା ସୁଦୃଶ୍ୟ ଲଘୁଚାପ ସଷ୍ଟି ହେବ। ପରେ ଏହା ଉତ୍ତର ଆନ୍ଧ୍ର ଓ ଦକ୍ଷିଣ ଓଡ଼ିଶା ଉପକୂଳକୁ ଗତି କରିବ। ତେବେ ଦୁଇ ଦିନରେ ଅଧିକ ଘନୀଭୂତ ହୋଇ ଅବପାତରେ ପରିଣତ ସମ୍ଭାବନା ରହିଛି।

ଅନ୍ୟପଟେ ଆଜି ୪ଟି ଜିଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଅରେଞ୍ଜ ପାଣିପାଗ ବିଭାଗ ୱାର୍ନିଂ ଜାରି କରିଛି । ସେହି ଜିଲାଗୁଡିକ ହେଲା-ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଓ ରାୟଗଡା । ସେହିପରି ପ୍ରବଳ ବର୍ଷା ସମ୍ଭାବନା ଥିବା ୧୧ଟି ଜିଲାକୁ ୟେଲୋ ୱାର୍ନିଂ ଜାରି ହୋଇଛି । ଗଞ୍ଜାମ, ଗଜପତି, କଳାହାଣ୍ଡି, କନ୍ଧମାଳ, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ନୂଆପଡା, ନୟାଗଡ, ଖୋର୍ଦ୍ଧା ଓ ପୁରୀ ଜିଲା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଆସନ୍ତାକାଲି ଏହି ୩ ଜିଲାରେ ସ୍କୁଲ-କଲେଜ ଛୁଟି

ଭୁବନେଶ୍ୱର,୨୫।୧୦: ମୋହନ ସରକାରଙ୍କ ବଡ଼ ଘୋଷଣା। ପ୍ରବଳ ବର୍ଷା ହେବାକୁ ଥିବାର ଏହି ୨ଟି ଜିଲାରେ ସ୍କୁଲ-କଲେଜ ଛୁଟି ଘୋଷଣା କରିଛନ୍ତି ସରକାର। ବାତ୍ୟା ଦାନା...

ପ୍ରବଳ ବର୍ଷା ଆଲର୍ଟ, ସବୁ ସ୍କୁଲ ଛୁଟି

ଭଦ୍ରକ,୨୫।୧୦: ବାତ୍ୟା ପରେ ଉପକୂଳ ଜିଲାରେ ଜାରି ରହିଛି ପ୍ରବଳ ବର୍ଷା। ବାତ୍ୟା ପରେ ତୁହାକୁ ତୁହା ବର୍ଷାରେ ବେହାଲ ହେଳାଣି ଉପକୂଳିଆ ଜିଲା। ପାଣିପାଗ...

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ବାତ୍ୟା ଅଞ୍ଚଳରେ ମିଳିବ ନୂଆ ପକ୍କା ଘର, ଏମାନେ ପାଇବେ…

ଭୁବନେଶ୍ୱର,୨୫।୧୦: ରାଜ୍ୟ ସରକାରଙ୍କ ବଡ ଘୋଷଣା । ମିଳିବ ପକ୍କା ଘର । ବାତ୍ୟାରେ କ୍ଷତିଗ୍ରସ୍ତ ହୋଇଥିଲେ ମିଳିବ ନୂଆ ପକ୍କା ଘର । ଏ...

ଝାଡଖଣ୍ଡ ନିର୍ବାଚନ: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ବଡ଼ ଦାୟିତ୍ୱ ଦେଲା ଭାଜପା

ଭୁବନେଶ୍ୱର,୨୫।୧୦: ଆଗକୁ ଝାଡଖଣ୍ଡ ଓ ମହାରାଷ୍ଟ୍ର ବିଧାନସଭା ନିର୍ବାଚନ। ତେବେ ଝାଡଖଣ୍ଡ ନିର୍ବାଚନକୁ ନେଇ ସବୁ ଦଳ ବଳ କଷାକଷି ଆରମ୍ଭ କରିଥିବାବେଳେ ଜାତୀୟ ରାଜନୀତି...

ଦାରିଙ୍ଗବାଡିରେ ଅଭୁଲାସ୍ମୃତି ପଢ଼ି, ବଡିଓଙ୍କୁ ଏମିତି କହିଲେ ମୁଖ୍ୟମନ୍ତ୍ରୀ

ଦାରିଙ୍ଗବାଡି,୨୪।୧୦(ଅରୁଣ ସାହୁ): ଓଡିଶାର କଶ୍ମୀର ଦାରିଙ୍ଗବାଡିକୁ ମୁଁ ୨୦୧୪ରେ ଯାଇଥିଲି। ବହୁଦିନ ଧରି ଦାରିଙ୍ଗବାଡିରେ ଉପନିର୍ବାଚନ ପାଇଁ ପ୍ରଚାର କରିଥିଲି। ଗାଁଗାଁ ବୁଲି ଆଦିବାସୀ ଲୋକଙ୍କୁ...

ବାତ୍ୟା ପରେ କୃଷି ବିଭାଗ ଅଧିକାରୀଙ୍କ ଛୁଟି ବାତିଲ

ଭୁବନେଶ୍ୱର,୨୫।୧୦: ବାତ୍ୟା ‘ଦାନା’ ପ୍ରଭାବିତ ଜିଲାରେ ଫସଲର କ୍ଷୟକ୍ଷତି ଆକଳନ ପାଇଁ କୃଷି ବିଭାଗ ଅଧିକାରୀଙ୍କ ଛୁଟି ବାତିଲ କରାଯାଇଛି। ୨୬ ଓ ୨୭ ତାରିଖ...

ଦାନାର ପ୍ରକୋପ: ବୁଡିଗଲା ପଞ୍ଚଲିଙ୍ଗେଶ୍ୱର, ମନ୍ଦିର ଭିତରେ ପଶିଲା ପାଣି…

ନୀଳଗିରି ୨୫।୧୦: ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ଝଡ ‘ଦାନା’ ଓଡ଼ିଶା ଉପକୂଳରେ ମାଡ ହୋଇଛି। ପାଣିପାଗ ବିଭାଗର...

କନ୍ଧମାଳରେ ଏନ୍‌କାଉଣ୍ଟର: ମାଓବାଦୀ ନିହତ

ବାଲିଗୁଡ଼ା,୨୫।୧୦: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ବୁଦାନାଇ ଜଙ୍ଗଲରେ ଶୁକ୍ରବାର ମାଓବାଦୀ ଏବଂ ଯବାନଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ ଜଣେ ମାଓବାଦୀ ନିହତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri