ଭୁବନେଶ୍ୱର,୨୨।୧୧: ଅବପାତ ମଙ୍ଗଳବାର ଦୁର୍ବଳ ହୋଇ ପଶ୍ଚିମ-କେନ୍ଦ୍ରୀୟ ପାର୍ଶ୍ୱବର୍ତ୍ତୀ ଦକ୍ଷିଣପଶ୍ଚିମ ବଙ୍ଗୋପସାଗରରେ ଏକ ସଦୃଶଃ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏହା ଆଗାମୀ ୨୪ଘଣ୍ଟା ମଧ୍ୟରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତିକରିବା ସହ ଆହୁରି ଦୁର୍ବଳ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
ଆଜି ସକାଳ ସମୟରେ ସକ୍ରିୟ ଅବପାତ #ଦୁର୍ବଳ ହୋଇ ପଶ୍ଚିମ-କେନ୍ଦ୍ରୀୟ ପାର୍ଶ୍ଵବର୍ତ୍ତୀ ଦକ୍ଷିଣପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଏକ #ସୁଦୃଶଃ– #ଲଘୁଚାପ କ୍ଷେତ୍ର ରେ ପରିଣତ ହୋଇଛି , ଆଗାମୀ #୨୪ଘଣ୍ଟା ମଧ୍ୟରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତିକରିବା ସହ ଆହୁରି #ଦୁର୍ବଳ ହେବାର ସମ୍ଭାବନା ରହିଛି pic.twitter.com/FZEN3ArXEC
— Meteorological Centre, Bhubaneswar (@mcbbsr) November 22, 2022