ଲୋୟର ପିଏମ୍‌ଜି ପାଲଟିଲା ରଣକ୍ଷେତ୍ର: ୧୨ ପୋଲିସ ଆହତ

ଭୁବନେଶ୍ୱର,୨୭ା୩: ଗୁରୁବାର ଲୋୟର ପିଏମ୍‌ଜି  ପାଲଟିଥିଲା ରଣକ୍ଷେତ୍ର। କଂଗ୍ରେସ କର୍ମୀମାନେ ବିକ୍ଷୋଭ ପ୍ରଦର୍ଶନ କରୁଥିବା ବେଳେ ପୋଲିସ ସହ ମୁହାଁମୁହିଁ ହୋଇଥିଲେ। ବିକ୍ଷୋଭକାରୀମାନେ ପୋଲିସ କର୍ମଚାରୀଙ୍କ ଉପରକୁ ଢେଲାପଥର ଏବଂ ଚେୟାର ଫିଙ୍ଗିଥିଲେ। ସ୍ଥିତି ନିୟନ୍ତ୍ରଣ ବେଳେ ଏଥିରେ ୧୨ ପୋଲିସ ଆହତ ହୋଇଛନ୍ତି। ସେମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେମାନେ ଚିକିତ୍ସାଧୀନ ଅଛନ୍ତି। ଗୋଟିଏ ଗାଡ଼ି ପୋଡ଼ି ଦେବାକୁ ଉଦ୍ୟମ କରିଥିଲେ କଂଗ୍ରେସ କର୍ମୀମାନେ। ମାତ୍ର ଡ୍ରାଇଭରଙ୍କ ଉପସ୍ଥିତି ବୁଦ୍ଧି ଯୋଗୁ ତାହା ହୋଇ ପାରି ନ ଥିଲା। ଏନେଇ ସୂଚନା ଦେଇଛନ୍ତି ଭୁବନେଶ୍ବର ଡିସିପି ଜଗମୋହନ ମୀନା। ବର୍ତ୍ତମାନ ସ୍ଥିତି ନିୟନ୍ତ୍ରଣାଧୀନ ରହିଛି ଏବଂ ସିସିଟିଭି ଯାଞ୍ଚ ଚାଲିଛି ବୋଲି ଡିସିପି କହିଛନ୍ତି।

ଅନ୍ୟପକ୍ଷରେ ପିସିସି ସଭାପତି ଭକ୍ତ ଦାସ ଗିରଫ ହୋଇଥିବା ବେଳେ କଂଗ୍ରେସର ବରିଷ୍ଠ ବିଧାୟକ ତାରାପ୍ରସାଦ ବାହିନୀପତି, ମହମ୍ମଦ ମୋକିମ ଓ  ଅନ୍ୟମାନଙ୍କୁ ଗିରଫ କରିଛି ପୋଲିସ। ଭକ୍ତ ଦାସ କହିଛନ୍ତି, ଗିରଫଦାରୀକୁ ଆମର ଭୟ ନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ଅମୂଲ୍ୟ ସାଂସ୍କୃତିକ ଐତିହ୍ୟ ଜାତୀୟ ତାଲିକାରେ ସାମିଲ ହେଲା ରଥଯାତ୍ରା, ବାଲିଯାତ୍ରା

ଭୁବନେଶ୍ୱର, ୩୧।୩: ମହାପ୍ରଭୁ ଜଗନ୍ନାଥଙ୍କ ବାର୍ଷିକ ରଥଯାତ୍ରା ଏବଂ କଟକର ଐତିହାସିକ ବାଲି ଯାତ୍ରାକୁ ସଙ୍ଗୀତ ନାଟକ ଏକାଡେମୀର ‘ଜାତୀୟ ଅମୁଲ୍ୟ ସାଂସ୍କୃତିକ ଐତିହ୍ୟ ତାଲିକା’ରେ...

ନାବାଳିକାଙ୍କୁ ବଳାତ୍କାର: ୨୩ ଦିନ ପରେ ଅଭିଯୁକ୍ତଙ୍କୁ ଧରିଲା ପୋଲିସ

ପୁରୀ,୩୧।୩: ପୁରୀ ଜିଲା ଅସ୍ତରଙ୍ଗ ଥାନା ଅଞ୍ଚଳରେ ଏକ ଲଜ୍ଜା ଜନକ ଘଟଣା ସାମ୍‌ନାକୁ ଆସିଛି। ଜଣେ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ଅସ୍ତରଙ୍ଗ ଥାନା ପୋଲିସ...

ରେଳ ଇଞ୍ଜିନକୁ ପଥର ଫିଙ୍ଗିଥିଲେ, ପରେ…

ବନ୍ଧମୁଣ୍ଡା,୩୧ା୩(ସୁବ୍ରତ ଦେ): ବନ୍ଧମୁଣ୍ଡା ରେଳ ସେକ୍ସନର ଡୁମେରତା ରେଳ ଷ୍ଟେଶନ ନିକଟସ୍ଥ ୨ ନମ୍ବର ରେଳ ଫାଟକ ନିକଟରେ ରେଳ ଇଞ୍ଜିନରେ ପଥର ଫିଙ୍ଗି ଇଞ୍ଜିନର...

ରାଉରକେଲା ବେଦବ୍ୟାସରେ ନିର୍ମାଣ କରାଯିବ ଝୁଲା କାଚ ପୋଲ

ରାଉରକେଲା, ୩୧।୩: ରାଉରକେଲାର ବେଦବ୍ୟାସରେ ଏକ ଝୁଲା କାଚ ପୋଲ ନିର୍ମାଣ ହେବାକୁ ଯାଉଛି, ଏହା ଓଡିଶାର ପୂର୍ତ୍ତ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ରବିବାର ଘୋଷଣା...

ଏପ୍ରିଲ୍‌ ୧ରୁ ୧୪ଯାଏ ପାଳନ ହେବ ‘ଓଡ଼ିଆ ପକ୍ଷ’

ଭୁବନେଶ୍ୱର,୩୧ା୩: ଏପ୍ରିଲ ୧ ଓଡ଼ିଶା ଦିବସଠାରୁ ୧୪ ତାରିଖ ପଣା ସଂକ୍ରାନ୍ତି ପର୍ଯ୍ୟନ୍ତ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ‘ଓଡ଼ିଆ ପକ୍ଷ’ ପାଳନ କରାଯିବ।...

ମହାପ୍ରଭୁଙ୍କ ଦୈନନ୍ଦିନ ସେବାରେ ନିୟୋଜିତ ସେବକ ନେବେ ପ୍ରଶିକ୍ଷଣ

ପୁରୀ,୩୧।୩: ମହାପ୍ରଭୁଙ୍କ ଦୈନନ୍ଦିନ ସେବାକୁ ଆହୁରି ଶୃଙ୍ଖଳିତ କରିବା ପାଇଁ ଶ୍ରୀମନ୍ଦିର କାର୍ଯ୍ୟାଳୟ ପକ୍ଷରୁ ସୋମବାର ଏକ ବଡ଼ ପଦକ୍ଷେପ ନିଆଯାଇଛି। ମହାପ୍ରଭୁଙ୍କ ସେବାରେ ନିୟୋଜିତ...

କାଳବୈଶାଖୀ: କାଲିଠୁ ୫ ପର୍ଯ୍ୟନ୍ତ ଝଡ଼ବର୍ଷା, ତାତିରୁ ମିଳିବ ଆଶ୍ବସ୍ତି

ଭୁବନେଶ୍ୱର,୩୧ା୩: ରାଜ୍ୟରେ ଜାରି ରହିଛି ହିଟଓ୍ବେଭ। ହେଲେ କାଲିଠୁ ୫ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାରେ କାଳବୈଶାଖୀ ବର୍ଷା ସମ୍ଭାବନା ରହିଥିବା ନେଇ ସୋମବାର...

ଲୋ-ଭୋଲଟେଜ, ବିଦ୍ୟୁତ୍‌ କାଟ ପ୍ରତିବାଦରେ ୨୭ ଘଣ୍ଟା ହେଲା ଧାରଣାରେ ଚାଷୀ

ନବରଙ୍ଗପୁର,୩୧।୩(ସଦାଶିବ ପ୍ରହରାଜ): ରାଜ୍ୟରେ ଜାରି ରହିଛି ହିଟଓ୍ବେଭ। କିଛି ଦିନ ହେଲା ତାପମାତ୍ରା ୪୨ ଡିଗ୍ରୀ ଉପରେ ରହୁଛି। ଅସମ୍ଭାଳ ତାତି ସାଙ୍ଗକୁ ଗୁଳୁଗୁଳିରେ ଲୋକେ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image