୧୯ରୁ ଏଲ୍‌ଆର୍‌ପି ଏଣ୍ଡ୍‌-ଟର୍ମ

ଭୁବନେଶ୍ୱର, ୧୫।୧୨(ବ୍ୟୁରୋ): କରୋନା ଯୋଗୁ ଶିକ୍ଷାଦାନ ବାଧାପ୍ରାପ୍ତ ହୋଇଥିଲା। ତେଣୁ ସ୍କୁଲ ଖୋଲିବା ପରେ ପିଲାଙ୍କ ଦକ୍ଷତା ମାପିବା ପାଇଁ ରାଜ୍ୟ ସରକାର ଲର୍ନିଂ ରିକଭରି ପ୍ରୋଗ୍ରାମ(ଏଲ୍‌ଆର୍‌ପି) ଆରମ୍ଭ କରିଥିଲେ। ଏଥିପାଇଁ ତୃତୀୟରୁ ନବମ ଶ୍ରେଣୀ ପର୍ଯ୍ୟନ୍ତ ବିଭିନ୍ନ ବିଷୟରେ ପରୀକ୍ଷା ହୋଇଥିଲା। ଆସନ୍ତା ୧୯ରୁ ତୃତୀୟରୁ ନବମ ଶ୍ରେଣୀ ପର୍ଯ୍ୟନ୍ତ ଏଲ୍‌ଆର୍‌ପି ଏଣ୍ଡ୍‌-ଟର୍ମ ଆସେସ୍‌ମେଣ୍ଟ ଆରମ୍ଭ ହୋଇ ୨୧ ତାରିଖରେ ସରିବ। ପ୍ରଥମ ଦିନ ତୃତୀୟ ଶ୍ରେଣୀ ପିଲାଙ୍କ ପାଇଁ ଓଡ଼ିଆ ଓ ଚତୁର୍ଥରୁ ନବମ ପର୍ଯ୍ୟନ୍ତ ଇଂଲିଶ ବିଷୟରେ ପରୀକ୍ଷା ହେବ। ସେହିଭଳି ୨୦ରେ ସବୁ ଶ୍ରେଣୀର ଗଣିତ ପରୀକ୍ଷା ଥିବାବେଳେ ୨୧ରେ ତୃତୀୟରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ଇଭିଏସ୍‌ ଏବଂ ଷଷ୍ଠରୁ ନବମ ଶ୍ରେଣୀ ପର୍ଯ୍ୟନ୍ତ ବିଜ୍ଞାନ ବିଷୟରେ ପରୀକ୍ଷା ହେବ। ଏ ନେଇ ବୁଧବାର ଓସେପା ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଅନୁପମ ସାହା ସମସ୍ତ ଜିଲା ଶିକ୍ଷାଧିକାରୀ, ଅତିରିକ୍ତ ଜିଲା ଶିକ୍ଷାଧିକାରୀ ଓ ସମଗ୍ର ଶିକ୍ଷା କର୍ତ୍ତୃପକ୍ଷଙ୍କୁ ଚିଠି ଲେଖି ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୁରୁଚାପ ବଳୟ ସକ୍ରିୟ:ଅନୁଭୂତ ହେବ ଶୀତ, ପଡ଼ିବ କୁହୁଡ଼ି

ଭୁବନେଶ୍ୱର,୩୦ା୧୦(ଅନୁରାଧା ମହାରଣା):କେନ୍ଦ୍ରୀୟ ଭାରତରେ ବୁଧବାର ସୁଦ୍ଧା ଏକ ଗୁରୁଚାପ ବଳୟ ସକ୍ରିୟ ହୋଇପାରେ। ଏହା ପରଠାରୁ ରାଜ୍ୟ ବାୟୁମଣ୍ଡଳରେ ଗତ କିଛିଦିନ ହେଲା ସକ୍ରିୟ ଥିବା...

କଥା କଟାକଟିରୁ ସୁନାଦୋକାନୀଙ୍କ ଏସିଡ୍‌ ମାଡ, ରାଜମିସ୍ତ୍ରୀଙ୍କ ଅବସ୍ଥା ସଙ୍କଟାପନ୍ନ

ଖଇରା, ୨୯ା୧୦(ଉତ୍କଳବନ୍ଧୁ ପଣ୍ଡା)-ବାଲେଶ୍ବର ଜିଲା ଖଇରା ଥାନା ଅଧୀନ ତୁଡିଗଡିଆ ବଜାରସ୍ଥିତ ଅଶୋକ ସାହୁ ନାମକ ଗହଣା ଦୋକାନୀଙ୍କ ଏସିଡ୍‌ ଆକ୍ରମଣରେ ରାମଚନ୍ଦ୍ର ପାଢୀ ନାମକ...

ସରକାରଙ୍କ ବଡ଼ ଘୋଷଣା, କମିବ ପେଟ୍ରୋଲ ଦର, ଓଡ଼ିଶାର ଏହିସବୁ ଅଞ୍ଚଳକୁ ମିଳିବ ଲାଭ…

ନୂଆଦିଲ୍ଲୀ,୨୯।୧୦: କମିବ ପେଟ୍ରୋଲ ଓ ଡିଜେଲ ଦର। ଆଜି ଧନତେରାସରେ କେନ୍ଦ୍ର ସରକାର ନେଇଛନ୍ତି ଏହି ବଡ଼ ନିଷ୍ପତ୍ତି। ତେବେ ଏଥିରୁ ଲାଭ ପାଇବେ ତୈଳ...

ଦୀପାବଳି ପାଇଁ ଗାଇଡ୍‌ଲାଇନ୍‌: ୭ଟାରୁ ୯ଟା ଯାଏ ବାଣ ଫୁଟାଇବାକୁ ଅନୁମତି

ଭୁବନେଶ୍ୱର,୨୯।୧୦: ଦିନକ ପରେ ଆଲୋକର ପର୍ବ ‘ଦୀପାବଳି’। ଏହାକୁ ନେଇ ମଙ୍ଗଳବାର ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ ଗାଇଡ୍‌ଲାଇନ୍‌ ଜାରି କରାଯାଇଛି। ସନ୍ଧ୍ୟା ୭ଟାରୁ...

ଦୀପାବଳି ପାଇଁ ଗାଇଡ୍‌ଲାଇନ୍‌ ଜାରି କଲା ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ, ସନ୍ଧ୍ୟା ୭ରୁ…

ଭୁବନେଶ୍ୱର, ୨୯।୧୦ (ବନ୍ଦନା ସେଠୀ)- ଆଲୋକର ପର୍ବ ଦୀପାବଳିକୁ ସୁରକ୍ଷିତ ଭାବେ ପାଳନ କରିବା ପାଇଁ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ ମଙ୍ଗଳବାର ଗାଇଡଲାଇନ...

ବୁଧବାର ଅପରାହ୍ନରୁ ୫ ଘଣ୍ଟା ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ, ଯିବାକୁ ଥିଲେ ଜାଣି ରଖନ୍ତୁ

ପୁରୀ,୨୯ା୧୦(ଅଜିତ୍‌ କୁମାର ମହାନ୍ତି)- କାର୍ତ୍ତିକ କୃଷ୍ଣପକ୍ଷ ତ୍ରୟୋଦଶୀ ତିଥି ବୁଧବାର ଅବସରରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କର ଶ୍ରୀମୁଖ ଶୃଙ୍ଗାର ବା ବନକଲାଗି ନୀତି ଅନୁଷ୍ଠିତ ହେବ। ଦତ୍ତମହାପାତ୍ର...

ମହିଳା ଯାତ୍ରୀଙ୍କୁ ଧକ୍କା ଦେଇ ଛାତି ଉପରେ ଚଢ଼ିଗଲା ‘ମୋ ବସ୍‌’

କଟକ,୨୯ା୧୦ (କାର୍ତ୍ତିକ ସାହୁ) କଟକ ନେତାଜୀ ବସ୍‌ ଟର୍ମିନାଲ (ସିଏନ୍‌ବିଟି) ଭିତରେ ମୋ ବସ୍‌ (ଓଡି-୩୩-ଭି-୨୮୯୫) ଚଢ଼ିଯିବାରୁ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri