Categories: ଖେଳ

ଟସ୍‌ ଜିତିଲା ଆରସିବି, ବ୍ୟାଟିଂ ନିଷ୍ପତ୍ତି…

ଲକ୍ଷ୍ନୌ,୧।୫: ଆଇପିଏଲ ୨୦୨୩ର ୪୩ତମ ମ୍ୟାଚ ଲକ୍ଷ୍ନୌର ଅଟଳ ବିହାରୀ ବାଜପେୟୀ ଏକନ୍ନା କ୍ରିକେଟ ଷ୍ଟାଡିୟମରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆରସିବି) ଏବଂ ଲକ୍ଷ୍ନୌ ସୁପର ଜ୍ୟାଣ୍ଟ୍ସ(ଏଲଏସଜି) ମଧ୍ୟରେ ଖେଳାଯାଉଛି। ମ୍ୟାଚରେ ଆରସିବି ପ୍ରଥମେ ଟସ୍‌ ଜିତି ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିବା ବେଳେ ଏଲଏସଜି ବୋଲିଂ କରିବ।

Share