ମା’ ବଡରାଉଳ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଝାଲିଆଗୋଛାକୁ ହରାଇ ଛେଦାଭୂମୀ ଚାମ୍ପିୟନ

ଭଞ୍ଜନଗର,୨୮।୪ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବ୍ରାହ୍ମଣପଦର ପଞ୍ଚାୟତ ଝାଲିଆଗୋଛା ଠାରେ ଚାଲିଥିବା ମା’ ବଡରାଉଳ କ୍ରିକେଟ୍‌ ଟୁର୍ଣ୍ଣାମେଣ୍ଟ ଫାଇନାଲ ମ୍ୟାଚ ସୋମବାର ଅନୁଷ୍ଠିତ ହୋଇଥିଲା। ଝାଲିଆଗୋଚ୍ଛା ପ୍ରଥମେ ଟସ ଜିତି ନିର୍ଦ୍ଧାରିତ ୧୨ ଓଭରରେ ୬ ଉଇକେଟ୍‌ ବିନିମୟରେ ୫୨ ରନ ସଂଗ୍ରହ କରିଥିଲା। ଛେଦାଭୂମୀ ଦ୍ୱିତୀୟ ବ୍ୟାଟିଂ କରି ନିର୍ଦ୍ଧାରିତ ୫ ଓଭରରେ ୪ ଉଇକେଟ ବିନିମୟରେ ବିଜୟ ପାଇଁ ଆବଶ୍ୟକ ରନ ସଂଗ୍ରହ କରି ନେଇଥିଲା। ଛେଦାଭୂମୀ ମ୍ୟାନ ଅଫ ଦି ମ୍ୟାଚ ଏବଂ ମ୍ୟାନ ଅଫ ଦି ସିରିଜ ଗୋପୀନାଥ ହୋଇଥିଲେ। ପୁରସ୍କାର ବିତରଣି ଉତ୍ସବରେ ମୁଖ୍ୟ ଅତିଥି ଭାବେ ବ୍ରାହ୍ମଣପଦର ସରପଞ୍ଚ ବନମାଳୀ ଗୌଡ଼ ଯୋଗଦେଇ ଖେଳାଳି ମାନଙ୍କୁ ପୁରସ୍କୃତ କରିଥିଲେ। ଚାମ୍ପିୟାନ ଛେଦାଭୂମୀ ଟିମ୍‌କୁ ୧୦୧୦୧ ଟଙ୍କା ଏବଂ ରନର୍ସ ଅପ ହୋଇଥିବା ଝାଲିଆଗୋଛା ଟିମ୍‌କୁ ୭୧୦୧ ଟଙ୍କା ପୁରସ୍କାର ରାଶି ପ୍ରଦାନ କରାଯାଇଥିଲା । ଝାଲିଆଗୋଛା ମା ବଡରାଉଳ କ୍ରିକେଟ କ୍ଲବ ପକ୍ଷରୁ ଆୟୋଜିତ ପ୍ରତିଯୋଗୀତାକୁ ଗ୍ରାମବାସୀ ପରିଚାଳନା କରିବାରେ ସହଯୋଗ କରିଥିଲେ । ରାତିରେ ବିଜୟୀ ଟିମ୍‌ ଗ୍ରାମରେ ପହଞ୍ଚିବା ପରେ ଗ୍ରାମବାସୀ ସେମାନଙ୍କୁ ସ୍ବାଗତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗରରେ ପରିବେଶ ଆଇନ୍ ସଚେତନତା ଶିବିର, ସାମିଲ ହେଲେ….

ଭଞ୍ଜନଗର,୩୧/୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ ହଲ୍‌ରେ ବୁଧବାର “Protect Today, Secure Tomorrow” ଶୀର୍ଷକ ଅଧୀନରେ ଏକ ପରିବେଶ...

ଅତ୍ୟାଚାର, ଶୋଷଣ ବିରୋଧରେ ସ୍ବର ଉତ୍ତୋଳନ ଲୋଡ଼ା

ଭଞ୍ଜନଗର,୩୧ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ରାଧାକୃଷ୍ଣ ପାଠାଗାରରେ ଚକରା ବିଷୋୟୀ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଅବସରରେ ‘ଚକରା ବିଷୋୟୀଙ୍କ ଐତିହାସିକ...

ବାଇକ୍‌କୁ ଧକ୍କାଦେଲା ବାଇକ୍‌, ମହିଳାଙ୍କ ମୁଣ୍ଡରୁ ପ୍ରବଳ ରକ୍ତସ୍ରାବ

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ): ୧୬ ନଂ ଜାତୀୟ ରାଜପଥ ଶନିମନ୍ଦିର ଛକଠାରେ ପୁଣି ଏକ ଦୁର୍ଘଟଣା ଘଟିଛି। ବିପଦସଙ୍କୁଳ ଛକ କୁହାଯାଉଥିବା ଏହି ଛକଠାରେ ବୁଧବାର ଅପରାହ୍ନରେ...

ଆଶ୍ଚର୍ଯ୍ୟ…ଚଳନ୍ତା ଯାତ୍ରୀବାହୀ ବସରୁ ଛିଡିପଡ଼ିଲା ଚକା, ଅଳ୍ପକେ ବର୍ତ୍ତିଲେ ୪୦ରୁ ଉର୍ଦ୍ଧ୍ବ ପର୍ଯ୍ୟଟକ  

ଦିଗପହଣ୍ଡି,୩୧|୧୨(ଅଶେଷ ନାଥ ମିଶ୍ର): ଏକ  ବଡ ଧରଣର ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଗଲା ଯାତ୍ରୀବାହୀ ବସ୍ ।ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟରାଜପଥର  ଗଣିଆନାଳ ଛକ...

କୁକୁର ମୁଁହରୁ ହରିଣକୁ ଉଦ୍ଧାରକଲେ ସରପଞ୍ଚ ପ୍ରତିନିଧି, ଚିକିତ୍ସା ପରେ ବନବିଭାଗକୁ କଲେ ହସ୍ତାନ୍ତର

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ ): କୁକୁର ମୁଁହରୁ ଆହତ ହରିଣକୁ ଉଦ୍ଧାର କଲେ ମଲାଡ଼ ସରପଞ୍ଚ ପ୍ରତିନିଧି ସୁଦାମ ବେହେରା । ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟ ଠାରୁ...

ହାତୀଙ୍କ ସୁରକ୍ଷା ଆମର ଦାୟିତ୍ୱ: ଜାଗ୍ରତ କଲା ବନ ବିଭାଗ

ଦିଗପହଣ୍ଡି,୩୧।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବନ ବିଭାଗ ରେଞ୍ଜ କାର୍ଯ୍ୟାଳୟ ପରିସରରେ ବନ ବିଭାଗ ପକ୍ଷରୁ ଗଜ ସାଥି ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ; ଦାରିଙ୍ଗିବାଡି ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ର ତୃତୀୟ ଦିବସ ମଙ୍ଗଳବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri