ଦାମୋଦରପୁରରେ ମା’ ଦଣ୍ଡକାଳୀ ଉତ୍ସବ, ମନ ଜିଣିଲା ଉଷାରାଣୀଙ୍କ ଆଙ୍କରିଂ

ଗଞ୍ଜାମ,୨୬।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଦାମୋଦରପୁର ଗ୍ରାମରେ ପ୍ରଥମ ମା ଦଣ୍ଡକାଳୀଙ୍କ ଉତ୍ସବ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଛତ୍ରପୁର କମାପାଲି ଦଣ୍ଡ ସକାଳେ ମାନସିକ ଧାରୀଙ୍କ ଦାଣ୍ଡ ପିଣ୍ଡାରେ ପହଞ୍ଚିବା ପରେ ମା’ଙ୍କ ଯଥା ରୀତିନୀତି ଅନୁଯାଇ ପୂଜାର୍ଚ୍ଚନା କରାଯାଇଥିଲା । ପୂର୍ବାହ୍ନରେ ଧୂଳି ଦଣ୍ଡ ଅନୁଷ୍ଠିତ ହୋଇଥିଲା l ଧୂଳି ଦଣ୍ଡ ଶେଷ ହେବା ପରେ ସାରେ ଗ୍ରାମ ସ୍ଥିତ ଏକ ପୋଖରୀରେ ପାଣି ଦଣ୍ଡ ପରେ କଲେଜ ପଡିଆରେ ମା’ଙ୍କ ଆଳତି ହୋଇଥିଲା। ମା’ଙ୍କ ଆଳତି ଦର୍ଶନ ପାଇଁ ଆଖପାଖ ଅଞ୍ଚଳର ବହୁ ଭକ୍ତଙ୍କ ଭିଡ଼ ଜମିଥିବା ଦେଖିବାକୁ ମିଳିଥିଲା l ବିଳମ୍ବିତ ରାତ୍ରରେ ମା’ଙ୍କ ପ୍ରଭା ପ୍ରସନ୍ନ ପରେ ସଂସ୍କୃତିକ କାର୍ଯ୍ୟକ୍ରମ ସାମାଜିକ ନାଟକ ହାଃ କୃଷ୍ଣ ବୋଲି ଯାଉ ଜୀବ ନାଟକ ମଞ୍ଚସ୍ଥ ହୋଇଥିଲା । ଅଧ୍ୟାପକ ଡ଼ ଗୌରୀ ଶଙ୍କର ଶତପଥୀ ନାଟକ ନିର୍ଦ୍ଦେଶନା ଦେଇଛନ୍ତି। କଟକ ଅଞ୍ଚଳର ନାରୀ ଅଭିନେତ୍ରୀ ତଥା ଚୁଲବୁଲି ନାୟିକା ଉଷାରାଣୀ ନାୟକଙ୍କ ସୁନ୍ଦର ଆଙ୍କରିଂ ଦର୍ଶକଙ୍କ ମନ ମୁଗ୍ଧ କରିଥିଲା। ଗଞ୍ଜାମ ସହରରେ ଚଳିତ ବର୍ଷ ପ୍ରଥମ ମା’ କାଳୀଙ୍କ ଦଣ୍ଡ ଉତ୍ସବ ହେଉଥିବା ହେତୁ ପ୍ରବଳ ଲୋକଙ୍କ ଭିଡ଼ ଜମିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କୁ ହତ୍ୟା ଅଭିଯୋଗରେ ସ୍ବାମୀ ଗିରଫ

କୁଚିଣ୍ଡା,୩୦୩(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ମହୁଲପାଲି ଥାନା କୁସୁମୀ ଫାଣ୍ଡି ଅଞ୍ଚଳରେ ଘରୋଇ କଳହକୁ ନେଇ ଜଣେ ମହିଳାଙ୍କୁ ହତ୍ୟା କରିଛନ୍ତି ତାଙ୍କ ସ୍ବାମୀ। ମୃତା...

ଦୁର୍ଘଟଣାରେ ସେନା କର୍ମଚାରୀଙ୍କ ଚାଲିଗଲା ଜୀବନ

କେନ୍ଦୁଝର,୩୦ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକ୍‌ ଅନ୍ତର୍ଗତ ନୂଆଗାଁ ପଞ୍ଚାୟତ ନୂଆଗାଁ ଗ୍ରାମର ଷଷ୍ଠ ବାଟାଲିୟନ, ବିହାର ରେଜିମେଣ୍ଟରେ ହାବିଲଦାର ତଥା ଗାଡ଼ି ଚାଳକ...

ଥାନା ଅଧିକାରୀଙ୍କୁ ସଂଘବଦ୍ଧ ଆକ୍ରମଣ, ୨ ଅଭିଯୁକ୍ତଙ୍କୁ ଛଡ଼ାଇନେଲେ

କୋରେଇ,୩୦।୩(ଚନ୍ଦ୍ରକାନ୍ତ ପତି): ଚୋରି ବାଇକ୍‌କୁ ଜବତ କରିବାକୁ ଯାଇଥିବା ଯାଜପୁର ଜିଲା କୋରେଇ ଥାନା ପୋଲିସ ଟିମ୍‌କୁ ପୂର୍ବକୋଟ ତେଲେଙ୍ଗା ବସ୍ତିର ଲୋକମାନେ ଆକ୍ରମଣ କରିବା...

ନବବଧୂଙ୍କ ମୃତ୍ୟୁ, ସ୍ବାମୀ ଥାନାରେ ଅଟକ

ହିଞ୍ଜିଳିକାଟୁ,୩୦।୩(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ପୌରାଞ୍ଚଳ ଆଙ୍କୋରଡ଼ା ଗ୍ରାମରେ ଜଣେ ନବବଧୂଙ୍କ ମୃତ୍ୟୁ ଘଟିଛି। କୋଳିଦାସପୁର ଗ୍ରାମର ଶଙ୍କର ଭଉଳଙ୍କ ଝିଅ ଦୀପିକା ଭଉଳ(୧୯)।...

୪ବର୍ଷ ତଳେ କରିଥିଲେ ବିବାହ: ଘରୁ ମିଳିଲା ଦମ୍ପତିଙ୍କ ମୃତଦେହ

ମୁରିବାହାଲ,୩୦ା୩(ଶ୍ରୀବତ୍ସ ବେହେରା): ବଲାଙ୍ଗୀର ଜିଲା ମୁରିବାହାଲ ଥାନା ଅନ୍ତର୍ଗତ ଗୁଡିଘାଟ ଗ୍ରାମରେ ରବିବାର ଏକ ଦମ୍ପତିଙ୍କ ମୃତଦେହ ବନ୍ଦ କୋଠରିରୁ ଜବତ କରାଯାଇଛି। ସେମାନେ ହେଲେ...

ଭାଜପା କର୍ମୀଙ୍କୁ ଗୁଳି କରି ହତ୍ୟା

କବିସୂର୍ଯ୍ୟନଗର,୩୦ା୩(କୃପାସିନ୍ଧୁ ସ୍ବାଇଁ): ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ପଥରାପଲ୍ଲୀ ଗାଁର ମୁଖ୍ୟ ସଡ଼କ ଉପରେ ରବିବାର ଗୁଳିମାଡ଼ରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ସେ ହେଲେ...

ବାଇକ୍‌ ଦୁର୍ଘଟଣାରେ ଜଣେ ଛାତ୍ର ମୃତ, ଅନ୍ୟ ଜଣେ ଗୁରୁତର

ଥୁଆମୂଳ ରାମପୁର,୩୦।୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଧୀନ ବାଗଡିଆଣି-ଲାଠିଆଗୁଡ଼ା ଛକ ନିକଟରେ ଏକ ବାଇକ ଦୁର୍ଘଟଣାରେ ଜଣେ ଛାତ୍ରଙ୍କ ମୃତ୍ୟୁ ଘଟିଥିବା...

ହାତୀଙ୍କୁ ଠେଙ୍ଗାରେ ମାଡ଼ ଘଟଣା: ଭିଡିଓ ଭାଇରାଲ ପରେ ଅଭିଯୁକ୍ତ ଚିହ୍ନଟ

କେନ୍ଦୁଝର,୩୦ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ହାତୀପଲକୁ ଠେଙ୍ଗାରେ ମାଡ଼ ଘଟଣାରେ ବନ ବିଭାଗ ଅଭିଯୁକ୍ତଙ୍କୁ ଚିହ୍ନଟ କରିଛି। ଭିଡିଓ ଭାଇରାଲ ପରେ ଧରିତ୍ରୀରେ ଖବର...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image