ଆଜି ମେଲାଣି ନେବେ ମା’, କଟକଣା ଜାରି

ଭୁବନେଶ୍ୱର,୧୪ା୧୦: ଆଜି ମେଲାଣି ନେବେ ଜଗତ୍‌ଜନନୀ ମା’ ଦୁର୍ଗା। ପୁଣି ଆର ବରଷକୁ ଅପେକ୍ଷା କରିବେ ଭକ୍ତ। ମା’ଙ୍କ ଭସାଣି ଉତ୍ସବ ପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ପଦକ୍ଷେପ ନିଆଯାଇଛି। ବିଶେଷକରି ଟୁଇନ୍‌ ସିଟି ଭୁବନେଶ୍ବର-କଟକରେ ଭସାଣି ପାଇଁ କଟକଣା ଜାରି ହୋଇଛି। ଅପରାହ୍ନ ୩ଟାରୁ ଭସାଣି ଶେଷ ହେବା ଯାଏ ଏହି କଟକଣା ବଳବତ୍ତର ରହିବ।

କୌଣସି ଯାନାବହନ ବାଣୀବିହାର ପଟୁ ରୁପାଲି ପଟକୁ ଯାଇପାରିବେ ନାହିଁ। କିଟ୍‌ ଛକ ପଟୁ ନାଲ୍‌କୋ ଛକ ଆଡ଼କୁ କୌଣସି ଯାନବାହନକୁ ଅନୁମତି ନାହିଁ।

ସେହିପରି କଟକରେ କଲେଜ ଛକଆଡୁ ଚାନ୍ଦିନୀଚୌକ ପର୍ଯ୍ୟନ୍ତ ଯାନବାହନ ଚଳାଚଳ ଉପରେ କଟଣା ଜାରି କରିଛି ପ୍ରଶାସନ।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବରେ ପହଞ୍ଚତ୍ବାରୁ ପୋଲିସକୁ ମାଡ଼

ସୋନପୁର/ବିନିକା,୧୭।୧୦(ମୃତ୍ୟୁଞ୍ଜୟ ଶତପଥୀ/ ରାମଗୋପାଳ ବାଘ): ଚୋରି ଅଭିଯୋଗରେ ୩ ନାବାଳକଙ୍କୁ ଗ୍ରାମବାସୀ ମଙ୍ଗଳବାର ରାତି ସାରା କ୍ଲବ୍‌ ଘରେ ରଖିଲେ। ସୂଚନା ପାଇ ବୁଧବାର ପୋଲିସ...

ଭୁବନେଶ୍ୱରରେ ଅନ୍ତର୍ଜାତୀୟ ଫେକ୍‌ କଲ୍‌ ସେଣ୍ଟର

ଭୁବନେଶ୍ୱର,୧୭ା୧୦(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱରରେ ଚାଲିଥିଲା ବଙ୍ଗୀୟ ସାଇବର ଠକଙ୍କ ଅନ୍ତର୍ଜାତୀୟ କଲ୍‌ ସେଣ୍ଟର। ଓଡ଼ିଶାରେ ବସି ବୈଷୟିକ ଉପକରଣ ଜରିଆରେ ଦେଶ ବିଦେଶର ଲୋକଙ୍କୁ ଫସାଇ...

ବଳଦ ଖୋଜିବାକୁ ଯାଇଥିଲେ, ଟାଣିନେଲା କୁମ୍ଭୀର, ଚିତ୍କାର ଶୁଣି…

ମହାକାଳପଡ଼ା,୧୬ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ବଳଦ ଖୋଜିବା ହେଲା କାଳ। ନଦୀକୂଳରେ ଛକି ରହିଥିଲା ବଉଳା କୁମ୍ଭୀର। ନାଳି ପାର୍ଶ୍ୱରେ ବଳଦ ଖୋଜିବାକୁ ଯାଇଥିବା ଶଙ୍କର ସାମନ୍ତ(୫୦)ଙ୍କୁ...

ପୁଣି ବିବାଦରେ ଛନ୍ଦିହେଲେ ବରଗଡ଼ ଧନୁଯାତ୍ରାର କଂସ ହୃଷୀକେଶ ଭୋଇ, ଲାଞ୍ଚ ନେଇ…

ବରଗଡ଼,୧୬ା୧୦(ପ୍ରେମାନନ୍ଦ ଖମାରୀ): ଆଉମାତ୍ର ଅଢ଼େଇ ମାସ ପରେ ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ। ଆସନ୍ତା ୨୦୨୫ ଜାନୁଆରୀ ୩ରୁ ଏହି ମହୋତ୍ସବ ଆରମ୍ଭ...

ବିଭିନ୍ନ ଜିଲାରେ ସ୍ଥାପିତ ହେବ ବରପୁତ୍ରମାନଙ୍କର ପ୍ରତିମୂର୍ତ୍ତି, ଜାଣନ୍ତୁ କେଉଁଠି କାହାର…

ଭୁବନେଶ୍ୱର, ୧୬ା୧୦: ରାଜ୍ୟର ବିଭିନ୍ନ ସ୍ଥାନରେ ବରପୁତ୍ରମାନଙ୍କର ପ୍ରତିମୂର୍ତ୍ତି ସ୍ଥାପିତ ହେବ। ବରପୁତ୍ରମାନଙ୍କ ପ୍ରତିମୂର୍ତ୍ତି ନିର୍ମାଣ ଏବଂ ସ୍ଥାପନା ନିମନ୍ତେ ରାଜ୍ୟ ସରକାରଙ୍କ ଓଡ଼ିଆ ଭାଷା,...

ଝିଅଙ୍କୁ ଛୁରି ଭୁସି ହତ୍ୟାକଲେ ବାପା

ଚିତ୍ରକୋଣ୍ଡା,୧୬ା୧୦(ପ୍ରଫୁଲ୍ଲ ଚନ୍ଦ୍ର ତ୍ରିପାଠୀ): ବାପା ସାଜିଲେ ସଇତାନ। ଜନ୍ମିତ ଶିଶୁକନ୍ୟାଙ୍କୁ ଛୁରି ଭୁସି ହତ୍ୟା କରିଛନ୍ତି। ଏପରି ଘଟଣା ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଥାନା ଅନ୍ତର୍ଗତ...

ଝିଅ ଆଗରେ ସ୍ତ୍ରୀଙ୍କ ଗଳା କାଟିଦେଲେ ସ୍ବାମୀ, ଆଉ ତା’ ପରେ…

କାଲିମେଳା,୧୬ା୧୦(ଜୀବନକୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ ଏମ୍‌ପିଭି ୨୩ ଗ୍ରାମରେ ବୁଧବାର ସକାଳେ ଜଣେ ମହିଳାଙ୍କ ଗଳାକୁ ତାଙ୍କ ସ୍ବାମୀ ଛୋଟ ଝିଅ...

୫ ବର୍ଷର ସାବତ ପୁଅକୁ କୂଅରେ ପକାଇ ହତ୍ୟା କଲା ମା’

ସୁନ୍ଦରଗଡ଼,୧୬ା୧୦: ୫ ବର୍ଷର ସାବତ ପୁଅକୁ କୂଅରେ ପକାଇ ହତ୍ୟା କରିଛି ମା’। ଏଭଳି ଅମାନବୀୟ ଘଟଣା ଘଟିଛି ସୁନ୍ଦରଗଡ ଜିଲାର ଲାଠିକଟା ଅଞ୍ଚଳରେ। ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri