ସ୍କନ୍ଧମାତା ବେଶରେ ଦର୍ଶନ ଦେଲେ ମା’ ସମଲେଶ୍ବରୀ

ବରଗଡ଼,୭।୧୦(ପ୍ରେମାନନ୍ଦ ଖମାରୀ) : ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା ସମଲେଇଙ୍କ ମନ୍ଦିରରେ ଶାରଦୀୟ ନବରାତ୍ର ପୂଜା ଚାଲିଛି। ଏହି କ୍ରମରେ ସୋମବାର ମା ସମଲେଶ୍ବରୀ ସ୍କନ୍ଧମାତା ବେଶରେ ଦର୍ଶନ ଦେଇଛନ୍ତି। ଦେବୀଙ୍କୁ ଏହି ବେଶରେ ଦର୍ଶନ ପାଇଁ ସକାଳୁ ମନ୍ଦିର ପରିସରରେ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଛି। ମା ସମଲେଶ୍ବରୀଙ୍କୁ ଏହି ବେଶରେ ଦର୍ଶନ କଲେ ମାନସିକ ପୂରଣ ସହିତ ଶୁଭଫଳ ପ୍ରାପ୍ତି ହୁଏ ବୋଲି ଭକ୍ତଙ୍କ ବିଶ୍ୱାସ ରହିଛି। ଫଳରେ ଭକ୍ତମାନେ ଫୁଲ, ଧୂପ, ଦୀପ ଧରି ମନ୍ଦିରକୁ ଆସିଛନ୍ତି ଏବଂ ଦେବୀଙ୍କ ଦର୍ଶନ କରୁଛନ୍ତି। ଭକ୍ତଙ୍କ ପାଇଁ ମନ୍ଦିର କମିଟି ପକ୍ଷରୁ ସବୁ ପ୍ରକାର ସୁବ୍ୟବସ୍ଥା କରାଯାଇ ଥିବାବେଳେ ସାଜସଜ୍ଜା ଏବଂ ଭକ୍ତଙ୍କ ଅଖଣ୍ଡ ଦୀପରେ ମନ୍ଦିର ଝଲସି ଉଠୁଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଲ୍‌ କରାଇ ଦେବା ପାଇଁ ଠିକାଦାରଙ୍କୁ ପିସି ମାଗି ଫସିଲେ ଯନ୍ତ୍ରୀ

ତିର୍ତ୍ତୋଲ,୭ା୧୦(ଗୌରାଙ୍ଗ ସ୍ବାଇଁ): ଜଗତସିଂହପୁର ଜିଲା ତିର୍ତ୍ତୋଲ ବ୍ଲକ ଅନ୍ତର୍ଗତ ଗୋପାଳପୁର ପଞ୍ଚାୟତର ୭ ଲକ୍ଷ ଟଙ୍କାର ଏକ ରାସ୍ତା କାମର ବିଲ୍‌ ଲାଗି ଠିକାଦାରଙ୍କ ସହ...

ଉଜୁଡ଼ିବ ୨ ଶହ ଏକର ଚାଷଜମି, ଇନ୍ଦ୍ରାବତୀ କର୍ତ୍ତୃପକ୍ଷଙ୍କ ନଜର ପଡୁନି

ଜୁନାଗଡ଼,୭।୧୦(ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ବାଗଡୁଙ୍ଗରୀ ଓ ଭେଜିପଦର ଗ୍ରାମକୁ କେନାଲ ପାଣି ସଠିକ୍‌ ଭାବରେ ପହଞ୍ଚି ପାରୁ ନାହିଁ। ଯାହାଫଳରେ...

ହିଲଭିୟୁରେ ଟୟ ଟ୍ରେନ୍‌

ଦାରିଙ୍ଗବାଡି, ୭/୧୦ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଏକ ପ୍ରମୁଖ ପର୍ଯ୍ୟଟନକ୍ଷେତ୍ର ଭାବେ ରାଜ୍ୟ ତଥା ରାଜ୍ୟ ବାହାରେ ବେଶ ପରିଚିତ ।...

ନଦୀର ଭ୍ରମ ସୃଷ୍ଟି କରୁଛି ରାସ୍ତା

ଦାରିଙ୍ଗବାଡ଼ି,୭।୧୦ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରୁ ରାଇକିଆ ପର୍ଯ୍ୟନ୍ତ ପ୍ରାୟ ୨୫ କି.ମି. ରାସ୍ତାରୁ ସିମନବାଡିଠାରୁ ସିକକେତା ଗ୍ରାମ ପର୍ଯ୍ୟନ୍ତ ୧୫...

ସୁନାମି, ସାମୁଦ୍ରିକ ଝଡ଼ର ଆଗୁଆ ସୂଚନା ଦିଏ ନାଲି କଙ୍କଡ଼ା

ଭୋଗରାଇ,୭।୧୦(ପ୍ରଦୀପ ଦାସ): ନିଃଶବ୍ଦ ଓ ନିଶ୍ଚଳ ଲୁଣା ଜଙ୍ଗଲ ବେଳାଭୂମିରେ ଦେଖାଯାନ୍ତି ବିରଳ ପ୍ରଜାତିର ନାଲି କଙ୍କଡ଼ା। ଏସିଆ, ୟୁରୋପ, ଅଷ୍ଟ୍ରେଲିଆ ଓ ଆମେରିକା ଭଳି...

ସ୍କୁଲରୁ ଫେରୁଥିବାବେଳେ ଛାତ୍ରୀଙ୍କୁ ଜଙ୍ଗଲ ଭିତରକୁ ଟାଣି ନେଇ ବଳାତ୍କାର

କେନ୍ଦୁଝର, ୭।୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବାଂଶପାଳ ବ୍ଲକ୍‌ ଅନ୍ତର୍ଗତ ଏକ ସ୍କୁଲରୁ ଛୁଟି ପରେ ଫେରୁଥିବା ଜଣେ ଛାତ୍ରୀ(୧୩)ଙ୍କୁ ବଳାତ୍କାର କରାଯାଇଚି। ଏ...

ଚାଷୀନେତାଙ୍କ ସପକ୍ଷରେ ପୂର୍ବତନ ବିଧାୟକ

ବରଗଡ଼,୬।୧୦(ପ୍ରେମାନନ୍ଦ ଖମାରୀ): କୃଷି ଓ କୃଷକଙ୍କ ହକ ପାଇଁ ଲଢୁଥିବା ଚାଷୀନେତା ରମେଶ ମହାପାତ୍ରଙ୍କ ବାସଭବନରେ ରବିବାର ବରଗଡ଼ ପୂର୍ବତନ ବିଧାୟକ ଦେବେଶ ଆଚାର୍ଯ୍ୟ ପହଞ୍ଚି...

କଟକରେ ଚାଞ୍ଚଲ୍ୟ: ଅଟୋ ଚାଳକଙ୍କ ତଣ୍ଟି କାଟିଦେଲେ ଦୁଇ ଯୁବକ

କଟକ,୫ା୧୦(କାର୍ତ୍ତିକ ସାହୁ): କଟକ ମଧୁପାଟଣା ଥାନା ଲିଙ୍କରୋଡ୍‌ ଅଞ୍ଚଳରେ ଜଣେ ଅଟୋ ଚାଳକଙ୍କ ତଣ୍ଟି କାଟିଦେଇ ଦୁଇ ଜଣ ଦୁର୍ବୃତ୍ତ ଫେରାର ହୋଇଯାଇଛନ୍ତି। ଅଟୋ ଚାଳକଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri