କାଳରାତ୍ରୀ ବେଶରେ ମା’ ସମଲେଶ୍ବରୀ

ବରଗଡ଼,୯।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଇଙ୍କ ମନ୍ଦିରରେ ଶାରଦୀୟ ନବରାତ୍ର ପୂଜା ଚାଲିଛି। ଏହି କ୍ରମରେ ବୁଧବାର ମା’ ସମଲେଶ୍ବରୀ କାଳରାତ୍ରୀ ବେଶରେ ଦର୍ଶନ ଦେଇଛନ୍ତି।

ଦେବୀଙ୍କୁ ଏହି ବେଶରେ ଦର୍ଶନ ପାଇଁ ସକାଳୁ ମନ୍ଦିର ପରିସରରେ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଛି। ମା’ ସମଲେଶ୍ବରୀଙ୍କୁ ଏହି ବେଶରେ ଦର୍ଶନ କଲେ ମାନସିକ ପୂରଣ ସହିତ ଶୁଭଫଳ ପ୍ରାପ୍ତି ହୁଏ ବୋଲି ଭକ୍ତଙ୍କ ବିଶ୍ୱାସ ରହିଛି। ଫଳରେ ଭକ୍ତମାନେ ଫୁଲ, ଧୂପ, ଦୀପ ଧରି ମନ୍ଦିରକୁ ଆସିଛନ୍ତି ଏବଂ ଦେବୀଙ୍କ ଦର୍ଶନ କରୁଛନ୍ତି। ଭକ୍ତଙ୍କ ପାଇଁ ମନ୍ଦିର କମିଟି ପକ୍ଷରୁ ସବୁ ପ୍ରକାର ସୁବ୍ୟବସ୍ଥା କରାଯାଇ ଥିବା ବେଳେ ସାଜସଜ୍ଜା ଏବଂ ଭକ୍ତଙ୍କ ଅଖଣ୍ଡ ଦୀପରେ ମନ୍ଦିର ଝଲସି ଉଠୁଛି।


Enter your email to get our daily news in your inbox.

All Right Reserved By Dharitri.Com

ହ୍ବାଟ୍ସଆପ୍‌ରେ ଛାତ୍ରୀଙ୍କୁ ଅଶ୍ଳୀଳ ମେସେଜ ପଠାଇ ନିଲମ୍ବିତ ହେଲେ ପ୍ରାଧ୍ୟାପକ

ପଦ୍ମପୁର,୨୧।୧୨(ପ୍ରଦୀପ୍ତ ଦାଶ): ହ୍ବାଟ୍ସଆପ୍‌ ମାଧ୍ୟମରେ ଅଶ୍ଳୀଳ ମେସେଜ୍‌ ପଠାଇବା ଜଣେ ପ୍ରାଧ୍ୟାପକଙ୍କୁ ମହଙ୍ଗା ପଡ଼ିଛି। ଏପରି ଏକ ଅଶୋଭନୀୟ ଘଟଣା ବରଗଡ଼ ଜିଲା ପଦ୍ମପୁର ଅଞ୍ଚଳ...

ବାଲ୍ୟବିବାହ, ଶିଶୁଶ୍ରମିକ, ନାରୀ ନିର୍ଯାତନା ରୋକିବା ନେଇ ସଚେତନ

ଦାରିଙ୍ଗବାଡ଼ି,୨୧ା୧୨: କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପଞ୍ଚାୟତ ରାଜୀବ ଗାନ୍ଧୀ ସେବାକେନ୍ଦ୍ର ପରିସରରେ ଧାର୍ମିକ ନେତାଙ୍କୁ ନେଇ ଏକ ସଚେତନତା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ପ୍ରେମ...

ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ଭଦ୍ରକରେ ହେବ ବୟନ ପାର୍କ, ଏତିକି କୋଟି ଟଙ୍କା ମଞ୍ଜୁର

ଭୁବନେଶ୍ୱର,୨୧ା୧୨: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭଦ୍ରକ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ଶନିବାର ଭଦ୍ରକରେ ବୟନ ପାର୍କ ପାଇଁ ୪୩୮୨ କୋଟି...

ଭିଜିଲାନ୍ସ ଜାଲରେ ସୁବର୍ଣ୍ଣପୁର ଜିଏମ୍‌ ଡିଆଇସି

ସୋନପୁର,୨୧।୧୨(ମୃତ୍ୟୁଞ୍ଜୟ ଶତପଥୀ): ପ୍ରଧାନମନ୍ତ୍ରୀ ରୋଜଗାର ସୃଜନ କାର୍ଯ୍ୟକ୍ରମ(ପିଏମ୍‌ଇଜିପି)ରେ ଋଣ ଆବେଦନକୁ ମଞ୍ଜୁର ପାଇଁ ଲାଞ୍ଚ ନେଉଥିବା ବେଳେ ଶନିବାର ସୁବର୍ଣ୍ଣପୁର ଜିଲା ଶିଳ୍ପକେନ୍ଦ୍ରର ସାଧାରଣ ପରିଚାଳକ(ଜିଏମ୍‌...

ନୂଆ ବର୍ଷରୁ ନୂଆ ନିୟମ: ଆଉ ୩ ମାସରେ ଥରେ ମିଳିବନି ରାସନ, ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୨୧।୧୨: ଆଉ ୩ ମାସରେ ଥରେ ନୁହେଁ, ପ୍ରତି ମାସରେ ହିତାଧିକାରୀଙ୍କୁ ରାସନ ମିଳିବ। ଏନେଇ ଶନିବାର ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି।...

୨୮ରେ ସମ୍ବଲପୁର ଆସିବେ ଶାହା

ଭୁବନେଶ୍ୱର,୨୧।୧୨: ଓଡ଼ିଶା ଆସିବେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା। ଆସନ୍ତା ୨୮ରେ ସେ ସମ୍ବଲପୁର ଗସ୍ତ କରିବେ। ଏନେଇ ଶନିବାର ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ର...

ଶୁଝିପାରିଲେନି ଲୋନ୍‌, ଘର ସିଲ୍‌ କଲା ବ୍ୟାଙ୍କ

ହିଞ୍ଜିଳିକାଟୁ,୨୧ା୧୨: ବ୍ୟାଙ୍କରୁ ଘର ବନ୍ଧକ ରଖି ଆଣିଥିଲେ ଋଣ। ବ୍ୟାଙ୍କର ବାରମ୍ବାର ସୂଚନା ସତ୍ତ୍ବେ ଦୀର୍ଘଦିନ ଧରି ଋଣ ଟଙ୍କା ଶୁଝି ନ’ପାରିବାରୁ ଋଣଖିଲାପକାରୀଙ୍କ ଘରକୁ...

କାଲିଠୁ କମିବ ବର୍ଷା

ଭୁବନେଶ୍ୱର,୨୧।୧୨: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତର ରୂପ ନେବା ପରେ ରବିବାରଠାରୁ ବର୍ଷାର ପରିମାଣ କମିବ । ଏନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri