କାଳରାତ୍ରୀ ବେଶରେ ମା’ ସମଲେଶ୍ବରୀ

ବରଗଡ଼,୯।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଇଙ୍କ ମନ୍ଦିରରେ ଶାରଦୀୟ ନବରାତ୍ର ପୂଜା ଚାଲିଛି। ଏହି କ୍ରମରେ ବୁଧବାର ମା’ ସମଲେଶ୍ବରୀ କାଳରାତ୍ରୀ ବେଶରେ ଦର୍ଶନ ଦେଇଛନ୍ତି।

ଦେବୀଙ୍କୁ ଏହି ବେଶରେ ଦର୍ଶନ ପାଇଁ ସକାଳୁ ମନ୍ଦିର ପରିସରରେ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଛି। ମା’ ସମଲେଶ୍ବରୀଙ୍କୁ ଏହି ବେଶରେ ଦର୍ଶନ କଲେ ମାନସିକ ପୂରଣ ସହିତ ଶୁଭଫଳ ପ୍ରାପ୍ତି ହୁଏ ବୋଲି ଭକ୍ତଙ୍କ ବିଶ୍ୱାସ ରହିଛି। ଫଳରେ ଭକ୍ତମାନେ ଫୁଲ, ଧୂପ, ଦୀପ ଧରି ମନ୍ଦିରକୁ ଆସିଛନ୍ତି ଏବଂ ଦେବୀଙ୍କ ଦର୍ଶନ କରୁଛନ୍ତି। ଭକ୍ତଙ୍କ ପାଇଁ ମନ୍ଦିର କମିଟି ପକ୍ଷରୁ ସବୁ ପ୍ରକାର ସୁବ୍ୟବସ୍ଥା କରାଯାଇ ଥିବା ବେଳେ ସାଜସଜ୍ଜା ଏବଂ ଭକ୍ତଙ୍କ ଅଖଣ୍ଡ ଦୀପରେ ମନ୍ଦିର ଝଲସି ଉଠୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଖାତାକୁ ଆସିନି ସୁଭଦ୍ରା ଟଙ୍କା, ପୁର୍ନବାର କରିପାରିବେ କି ଆବେଦନ, ଉପମୁଖ୍ୟମନ୍ତ୍ରୀ ଦେଲେ ବଡ଼ ସୂଚନା…

ଭୁବନେଶ୍ୱର,୯।୧୦: ଖାତାକୁ ଆସିଛି ସୁଭଦ୍ରା ଟଙ୍କା। ସୁଭଦ୍ରା ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଆସିଛି ପ୍ରଥମ କିସ୍ତିର ଦ୍ୱିତୀୟ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା। ବାରିପଦା ଛଉ ପଡ଼ିଆ...

ବରଗଡ଼ ଜିଲା କାରାଗାରରେ ବିଚାରାଧୀନ ବନ୍ଦୀଙ୍କ ମୃତ୍ୟୁ

ବରଗଡ଼,୯।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା କାରାଗାରରେ ବିଚାରାଧୀନ ବନ୍ଦୀ ଭାବେ ରହିଥିବା ଜଣେ ଯୁବକଙ୍କ ବୁଧବାର ମୃତ୍ୟୁ ଘଟିଛି। ମୃତକ ହେଲେ, ଅମ୍ବାଭୋନା ଥାନା ପ୍ରକାଶପୁର...

ମଞ୍ଚରେ ଥିଲେ ମୁଖ୍ୟମନ୍ତ୍ରୀ, ଟର୍ଚ୍ଚ ମାରିଲେ ମାଉସୀ, ବାରିପଦା ସଭାରେ ରୋଚକ ଦୃଶ୍ୟ

ଭୁବନେଶ୍ୱର,୯।୧୦: ଖାତାକୁ ଆସିଛି ସୁଭଦ୍ରା ଟଙ୍କା। ସୁଭଦ୍ରା ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଆସିଛି ପ୍ରଥମ କିସ୍ତିର ଦ୍ୱିତୀୟ ପର୍ଯ୍ୟାୟ ’ସୁଭଦ୍ରା’ ଟଙ୍କା। ବାରିପଦା ଛଉ ପଡ଼ିଆ...

ଆସିଲା ସୁଭଦ୍ରା ଟଙ୍କା: କୋଟିଏତମ ହିତାଧୀକାରୀଙ୍କୁ ମୁଖ୍ୟମନ୍ତ୍ରୀ ଦେଲେ ବଡ଼ ପୁରସ୍କାର

ଭୁବନେଶ୍ୱର,୯।୧୦: ଖାତାକୁ ଆସିଛି ସୁଭଦ୍ରା ଟଙ୍କା। ସୁଭଦ୍ରା ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଆସିଛି ପ୍ରଥମ କିସ୍ତିର ଦ୍ୱିତୀୟ ପର୍ଯ୍ୟାୟ ’ସୁଭଦ୍ରା’ ଟଙ୍କା। ବାରିପଦା ଛଉ ପଡ଼ିଆ...

ସୁଭଦ୍ରା KYC ପାଇଁ ବ୍ୟାଙ୍କରେ ଠେଲାପେଲା: ଭିଡ଼ରେ ଜଣେ ଆହତ

ଭଦ୍ରକ,୯।୧୦: ସୁଭଦ୍ରା ପାଇଁ କଓ୍ବୋଇସି ଅପଡେଟ ବେଳେ ବୁଧବାର ଏକ ଅଭାବନୀୟ ସ୍ଥିତ ଦେଖିବାକୁ ମିଳିଛି। ବ୍ୟାଙ୍କରେ ପ୍ରବଳ ଭିଡ଼ ଓ ଠେଲାପେଲା ଭିତରେ ଜଣେ...

‘ଯାହା ପ୍ରତିଶ୍ରୁତି ଦେଉ ତାହା ପାଳନ କରୁ’ ସୁଭଦ୍ରା ଟଙ୍କା ପ୍ରଦାନ ଅବସରରେ ଏମିତି କହିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୯।୧୦: ବାରିପଦା ଛଉ ପଡ଼ିଆ ସଭାରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ସୁଭଦ୍ରା ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ପ୍ରଥମ କିସ୍ତିର ଦ୍ୱିତୀୟ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା ପଠାଇଛନ୍ତି।...

ଆଜି ସୁଭଦ୍ରା ଟଙ୍କା ନ ଆସିଲେ, ପୁଣି କେବେ ମିଳିବ… ଆସିଲା ବଡ଼ ଅପଡେଟ୍‌

ଭୁବନେଶ୍ୱର,୯।୧୦: ସୁଭଦ୍ରା ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ପ୍ରଥମ କିସ୍ତିର ଦ୍ୱିତୀୟ ପର୍ଯ୍ୟାୟ ’ସୁଭଦ୍ରା’ ଟଙ୍କା ଆସିଛି । ବାରିପଦା ଛଉ ପଡ଼ିଆ ସଭାରେ ମୁଖ୍ୟମନ୍ତ୍ରୀ ସୁଭଦ୍ରା...

ବୈଠକର ଘଣ୍ଟାଏ ପରେ ମନେପଡ଼ିଲା: ୟୁଟ୍ୟୁବ ଶର୍ଚ୍ଚ କରି ବନ୍ଦେ ଉତ୍କଳ ଜନନୀ ଗାଇଲେ ମନ୍ତ୍ରୀ, ବିଧାୟକ, ବ୍ଲକ ଅଧ୍ୟକ୍ଷ

ଛତ୍ରପୁର,୯।୧୦ (ସନ୍ତୋଷ ପାଢ଼ୀ ): ଗଞ୍ଜାମ ଜ଼ିଲାପରିଷଦ ବୈଠକରେ ଘୋର ବ୍ୟତିକ୍ରମ ଦେଖିବାକୁ ମିଳିଛି । ପ୍ରତି ବୈଠକର ପ୍ରାରମ୍ଭରେ ବନ୍ଦେ ଉତ୍କଳ ଜନନୀ ଗୀତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri