ମା’ ସମଲେଶ୍ବରୀଙ୍କ ମହାଗୌରୀ ବେଶ: ପ୍ରବଳ ଭକ୍ତଙ୍କ ସମାଗମ

ବରଗଡ଼,୧୦।୧୦(ପ୍ରେମାନନ୍ଦ ଖମାରୀ):ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ମନ୍ଦିରରେ ଶାରଦୀୟ ନବରାତ୍ର ପୂଜା ଚାଲିଛି। ଏହି କ୍ରମରେ ଗୁରୁବାର ମା’ ସମଲେଶ୍ବରୀ ମହାଗୌରୀ ବେଶରେ ଦର୍ଶନ ଦେଇଛନ୍ତି। ଦେବୀଙ୍କୁ ଏହି ବେଶରେ ଦର୍ଶନ ପାଇଁ ସକାଳୁ ମନ୍ଦିର ପରିସରରେ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଛି। ମା ସମଲେଶ୍ବରୀଙ୍କୁ ଏହି ବେଶରେ ଦର୍ଶନ କଲେ ମାନସିକ ପୂରଣ ସହିତ ଶୁଭଫଳ ପ୍ରାପ୍ତି ହୁଏ ବୋଲି ଭକ୍ତଙ୍କ ବିଶ୍ୱାସ ରହିଛି। ଫଳରେ ଭକ୍ତମାନେ ଫୁଲ, ଧୂପ, ଦୀପ ଧରି ମନ୍ଦିରକୁ ଆସିଛନ୍ତି ଏବଂ ଦେବୀଙ୍କ ଦର୍ଶନ କରୁଛନ୍ତି। ଭକ୍ତଙ୍କ ପାଇଁ ମନ୍ଦିର କମିଟି ପକ୍ଷରୁ ସବୁ ପ୍ରକାର ସୁବ୍ୟବସ୍ଥା କରାଯାଇ ଥିବାବେଳେ ସାଜସଜ୍ଜା ଏବଂ ଭକ୍ତଙ୍କ ଅଖଣ୍ଡ ଦୀପରେ ମନ୍ଦିର ଝଲସି ଉଠୁଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିର ସଭ୍ୟ ସଂଗ୍ରହ କାର୍ଯ୍ୟକ୍ରମରେ ଯୋଗ ଦେଲେନି ଅମର, ପ୍ରତିକ୍ରିୟାରେ କହୁକହୁ କହିଦେଲେ…

ଯାଜପୁର,୧୦ା୧୦: ଯାଜପୁର ବିଜେଡି ସଭ୍ୟ ସଂଗ୍ରହ କାର୍ଯ୍ୟକ୍ରମରେ ଅମର ଶତପଥୀ ଯୋଗ ନ ଦେବାକୁ ନେଇ ରାଜ୍ୟ ରାଜନୀତି ଚର୍ଚ୍ଚା ଜୋର୍‌ ଧରିଛି। ଅମର କାହିଁକି...

ବୁର୍ଲା କନଷ୍ଟେବଳଙ୍କ ଆକ୍ରମଣକାରୀଙ୍କୁ ପୋଲିସର ଏନ୍‌କାଉଣ୍ଟର, ଜଙ୍ଗଲରେ ଲୁଚିଥିବାବେଳେ…

ସମ୍ବଲପୁର,୧୦ା୧୦(ପ୍ରମୋଦ ବହିଦାର): ପୋଲିସ କନଷ୍ଟେବଳଙ୍କୁ ଆକ୍ରମଣ କରି ପାପୁଲି ଛିଣ୍ଡାଇଥିବା ଅଭିଯୁକ୍ତ କମଲୁ ପ୍ରଧାନ ପୋଲିସ ଏନ୍‌କାଉଣ୍ଟରେ ଗୁରୁତର ହୋଇଛନ୍ତି। ତାଙ୍କୁ ଚିକିତ୍ସା ପାଇଁ ଗୁରୁବାର...

ବାଲିମାଫିଆଙ୍କ କବ୍‌ଜାରେ ଋଷିକୂଲ୍ୟା, ଦିନ ଦ୍ୱିପ୍ରହରରେ ଜେସିବି ଲଗାଇ…

ପୁରୁଷୋତ୍ତମପୁର,୧୦ା୧୦(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ପୁଣି ବାଲିମାଫିଆମାନେ ସକ୍ରିୟ ହୋଇଉଠିଛନ୍ତି। ବିନା ଦ୍ୱିଧାରେ ଋଷିକୂଲ୍ୟା ନଦୀର ବିଭିନ୍ନ ସ୍ଥାନରୁ ବାଲି ଚୋରାଇ ନେବାରେ...

ମାଗଣା ମେଡିସିନ ଦେବାକୁ ଲାଞ୍ଚ ନେଉଥିଲେ ଏସ୍‌ସିବି ଡାଟା ଏଣ୍ଟ୍ରି ଅପରେଟର, ଧରିଲା ଭିଜିଲାନ୍ସ

କଟକ,୧୦ା୧୦(କାର୍ତ୍ତିକ ସାହୁ): କଟକ ଏସ୍‌ସିବି ମେଡିକାଲର ଡାଟାଏଣ୍ଟ୍ରି ଅପରେଟର ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଡାଟାଏଣ୍ଟ୍ରି ଅପରେଟର ସ୍ମୃତି ରଞ୍ଜନ ସାହୁ ଜଣେ ରୋଗୀଙ୍କ ସମ୍ପର୍କୀୟଙ୍କଠାରୁ ୨...

ଦଶହରା ପାଇଁ ଦାରିଙ୍ଗବାଡ଼ି-ସିମନବାଡ଼ି ଉତ୍ସବମୁଖର, ଆରମ୍ଭ ହେଲା ମା’ଙ୍କ ଅଷ୍ଟମୀ ପୂଜା

ଦାରିଙ୍ଗବାଡ଼ି,୧୦ା୧୦(ଅରୁଣ ସାହୁ): ଆସିଲା ପାର୍ବଣ ଋତୁ। ଏବେ ଚାରିଆଡ଼େ ଶାରଦୀୟ ପୂଜା ପାଇଁ ଉତ୍ସବମୁଖର ହୋଇପଡ଼ିଥିବା ବେଳେ ଏଥିରୁ ବାଦ୍‌ ପଡ଼ିନାହିଁ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି...

ସ୍କୁଟିକୁ ସାମ୍ନାପଟୁ ଧକ୍କାଦେଲା ବାଇକ୍‌, ୪ ଗୁରୁତର

ପାଟଣା,୧୦ା୧୦(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା କେନ୍ଦେଇପଶି ରାସ୍ତାର ହନୁମାନ ଛକ ନିକଟରେ ଗୁରୁବାର ଅପରାହ୍ନରେ ଏକ ବାଇକ୍‌ ସ୍କୁଟି ସହ ମୁହାଁମୁହିଁ ଧକ୍କା ହୋଇଥିଲା।...

ଟ୍ରାକ୍‌ରେ ଯାଉଥିଲା ରାଉରକେଲା-ଜଗଦଲପୁର ଏକ୍ସପ୍ରେସ୍‌, ଟନେଲ୍‌ରୁ ଖସିଲା ପଥର, ଆଉ ତା’ ପରେ…

କୋରାପୁଟ/ଲକ୍ଷ୍ମୀପୁର,୧୦ା୧୦(ଅମିତାଭ ବେହେରା/ଅନନ୍ତ ନାୟକ): ବୁଧବାର ବିଳମ୍ବିତ ରାତିରେ କୋରାପୁଟ-ରାୟଗଡ଼ା ରେଳପଥରେ ଟନେଲ ମଧ୍ୟରୁ ପଥର ଖସି ରେଳ ଧାରଣା ଉପରେ ପଡ଼ିଲା। ଛିଣ୍ଡିଗଲା ଓଭର ହେଡେ୍‌ଡ...

ନବମୀରେ ପୂଜା ମଣ୍ଡପ ବୁଲିବେ ମୁଖ୍ୟମନ୍ତ୍ରୀ

କଟକ,୧୦ା୧୦(ଶିଳ୍ପା ପ୍ରିୟଦର୍ଶିନୀ): ପୂଜା ପାଇଁ କଟକ ସହର ଉତ୍ସବମୁଖର ହୋଇଉଠିଛି। ବିଭିନ୍ନ ମଣ୍ଡପରେ ଗୁରୁବାର ମା’ ଦୁର୍ଗାଙ୍କ ମହାସପ୍ତମୀ ପୂଜା ଅନୁଷ୍ଠିତ ହେବ। ତେବେ ଦୁର୍ଗାପୂଜାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri