ଏହି ମୁଦ୍ରା ପାଖରେ ଅଛି କି? ହୋଇଯିବେ ଲକ୍ଷପତି

ମା’ ବୈଷ୍ଣୋ ଦେବୀଙ୍କ ମୁଦ୍ରା ଥିବା ବ୍ୟକ୍ତି ଏବେ ହୋଇପାରିବେ ଲକ୍ଷପତି। କିନ୍ତୁ ଏ କଥା ଖୁବ୍‌ କମ୍‌ ଲୋକ ଜାଣିଥିବେ। ଏହି ମୁଦ୍ରା ଦେଲେ ୧୦ ଲକ୍ଷ ପର୍ଯ୍ୟନ୍ତ ରୋଜଗାର କରିପାରିବେ। ଏହିପରି ମୁଦ୍ରାକୁ ଆଣ୍ଟିକ୍‌ ଭାବେ ବିବେଚନା କରାଯାଏ। ଏହି ପ୍ରାଚୀନ ମୁଦ୍ରାଗୁଡିକର ବଜାର ମୂଲ୍ୟ ବହୁତ ଅଧିକ। ଏମିତି କିଛି ଓ୍ବେବ୍‌ସାଇଟ୍‌ ଅଛି ଯେଉଁଠାରେ ଏହାକୁ ଦେଇ ବହୁତ ମୂଲ୍ୟ ପାଇପାରିବେ।
ସୂଚନାନୁଯାୟୀ, ୨୦୧୨ ମସିହାରେ ସରକାର ୫ ଏବଂ ୧୦ ଟଙ୍କିଆ ମୁଦ୍ରାରେ ମାତା ବୈଷ୍ଣୋ ଦେବୀଙ୍କ ଚିତ୍ର ମୁଦ୍ରଣ କରିଥିଲେ। ମାତ୍ର ଏହା ସୀମିତ ମୁଦ୍ରାରେ କରାଯାଇଥିଲା। ହିନ୍ଦୁ ମାନ୍ୟତା ଅନୁସାରେ ବୈଷ୍ଣୋ ଦେବୀଙ୍କ ଏହି ମୁଦ୍ରାକୁ ଲୋକମାନେ ନିଜ ପାଖରେ ରଖିବାକୁ ଚାହାନ୍ତି। କାରଣ ସେମାନେ ଏହାକୁ ଶୁଭ ମାନିଥାନ୍ତି। ଏଥିପାଇଁ ଯେତେବେ ଟଙ୍କା ଖର୍ଚ୍ଚ ହେଉ ସେମାନେ ପଛାନ୍ତି ନାହିଁ। ତେଣୁ ଯେତେବେଳେ ଏହି ମୁଦ୍ରାର ଅନ୍‌ଲାଇଟ୍‌ ଡାକରା ହୋଇଥାଏ ଏହାର ମୂଲ୍ୟ ବହୁତ ବଢ଼ିଯାଇଥାଏ।
ରିପୋର୍ଟ ଅନୁଯାୟୀ, ଏହି ମୁଦ୍ରା ଥିଲେ ଇଣ୍ଡିଆ ମାର୍ଟ, ପ୍ରିଣ୍ଟେଟ, ଇଣ୍ଡିଆନ୍‌ କରେନ୍ସି ଆଦି ଓ୍ବେବ୍‌ସାଇଟରୁ ୧୦ ଲକ୍ଷ ପର୍ଯ୍ୟନ୍ତ ପାଇପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଏଆଇପିଏନ୍‌ବିଓଏର ୫ମ ବାର୍ଷିକ କ୍ରୀଡ଼ା ସମ୍ମିଳନୀ

ଭୁବନେଶ୍ୱର,୧୬।୧୧: ଅଲ ଇଣ୍ଡିଆ ପଞ୍ଜାବ ନ୍ୟାଶ୍‌ନାଲ ବ୍ୟାଙ୍କ ଅଫିସର୍ସ ଆସୋସାଏଶନ (ଏଆଇପିଏନ୍‌ବିଓଏ)ର ୫ମ ବାର୍ଷିକ କ୍ରୀଡ଼ା ସମ୍ମିଳନୀ ଶୁକ୍ରବାର ସମ୍ବଲପୁରର ରେଲୱେ ୟାର୍ଡ ଗ୍ରାଉଣ୍ଡ୍‌ଠାରେ ଆରମ୍ଭ...

ଚାନ୍ଦି ଭଣ୍ଡାରର ନୂତନ ଅଭିଯାନ

ଭୁବନେଶ୍ୱର,୧୬।୧୧: ରାଜ୍ୟର ଅଗ୍ରଣୀ ରୁପା ରିଟେଲ ଚେନ୍‌ ‘ଚାନ୍ଦି ଭଣ୍ଡାର’ର ବହୁ ପ୍ରତୀକ୍ଷିତ ତଥା ନୂତନ ଅଭିଯାନ (କ୍ୟାମ୍ପେନ) ‘ୱେଡିଂ ଷ୍ଟୋରିଜ୍‌ ବାୟ ଚାନ୍ଦି ଭଣ୍ଡାର’...

ଜିଓ ୱାଲର୍‌ଡ ପ୍ଲାଜାରେ ‘ଟିରା’ର ଏକ୍ସକ୍ଲୁସିଭ ଆଉଟଲେଟ୍‌

ମୁମ୍ବାଇ,୧୬।୧୧ (ଅଭୟ ଦାଶ): ରିଲାଏନ୍ସ ରିଟେଲର ବିୟୁଟି ରିଟେଲ ଚେନ ତଥା ପ୍ରିମିୟମ ବ୍ରାଣ୍ଡ ‘ଟିରା’ର ଏକ୍ସକ୍ଲୁସିଭ ଆଉଟଲେଟ ମୁମ୍ବାଇର ଜିଓ ୱାଲର୍‌ଡ ପ୍ଲାଜାଠାରେ ଉଦ୍‌ଘାଟିତ...

୭.୨% ହାରରେ ଅର୍ଥନୀତି ଅଭିବୃଦ୍ଧି ଆକଳନ

ଭୁବନେଶ୍ୱର,୧୬ା୧୧(ଅନୁରାଧା ମହାରଣା): ଭାରତୀୟ ଅର୍ଥନୀତି ଭଲ ସ୍ଥିତିରେ ଅଛି ଏବଂ ୨୦୨୪ କ୍ୟାଲେଣ୍ଡର ବର୍ଷରେ ୭.୨ ପ୍ରତିଶତ ଏବଂ ୨୦୨୫ରେ ୬.୬ ପ୍ରତିଶତ ବୃଦ୍ଧି ପାଇବ...

ଏହିଦିନ ପାଳନ କରାଯାଏ ଜାତୀୟ କଣ୍ଡୋମ ଦିବସ, ଜାଣିଲେ ହସି ହସି ବେଦମ ହେବେ…

କଣ୍ଡୋମ କେବଳ ଏକ ସାମାଜିକ ଶବ୍ଦ ନୁହେଁ, କିନ୍ତୁ ଏହା ଆମ ସମାଜ ଏବଂ ସ୍ବାସ୍ଥ୍ୟ ପାଇଁ ଏକ ଅତ୍ୟାବଶ୍ୟକ ଉପକରଣ। କିନ୍ତୁ ଜାଣି ଆଶ୍ଚର୍ଯ୍ୟ...

ଲକ୍ଷ ଲକ୍ଷ ଗ୍ରାହକଙ୍କୁ ବଡ଼ ଝଟ୍‌କା ଦେଲା SBI, ବଢ଼ିଲା ଏସବୁର EMI…

ନୂଆଦିଲ୍ଲୀ,୧୫।୧୧: ଦେଶର ବୃହତ୍ତମ ସରକାରୀ ବ୍ୟାଙ୍କ ଏସ୍‌ବିଆଇ ଗ୍ରାହକଙ୍କୁ ଦେଲା ବଡ଼ ଝଟ୍‌କା। ବ୍ୟାଙ୍କ ଏହାର ମାର୍ଜିନାଲ କଷ୍ଟ ବେଶ୍ଡ ଲେଣ୍ଡିଂ ରେଟ୍ସ(MCLR) ହାରରେ ବୃଦ୍ଧି...

ଜେଡ୍‌ ବ୍ଲାକ ଭାରତ-ଦକ୍ଷିଣ ଆଫ୍ରିକା ଟି୨୦ ସିରିଜରେ ଗୋଲ୍ଡ ପାର୍ଟନର

ନୂଆଦିଲ୍ଲୀ,୧୫।୧୧:ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ମହୀଶୂର ଦୀପ ପରଫ୍ୟୁମେରି ହାଉସ(ଏମ୍‌ଡିପିଏଚ୍‌)ର ପ୍ରମୁଖ ବ୍ରାଣ୍ଡ ଜେଡ୍‌ ବ୍ଲାକ୍‌ର ନୂତନ ଅଭିଯାନ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି...

ପୁଣି କମିଲା ସୁନାଦର: ଜାଣନ୍ତୁ ଏବେ କେତେ ଟଙ୍କା

ନୂଆଦିଲ୍ଲୀ,୧୫।୧୧:କ୍ରମାଗତ ଭାବେ ଘରୋଇ ବଜାରରେ ଉଭୟ ସୁନା ଓ ରୁପା ମୂଲ୍ୟରେ ପରିବର୍ତ୍ତନ ହେଉଛି। ଏପରିକି ଡଲାର ସୂଚକାଙ୍କରେ କ୍ରମାଗତ ବୃଦ୍ଧି ଏବଂ ଆମେରିକୀୟ ବଣ୍ଡ...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri