ଥରିଲା ଫିଲିପାଇନ୍ସ

ମାନିଲା, ୧।୨: ଦକ୍ଷିଣ ଫିଲିପାଇନ୍ସରେ ବୁଧବାର ଭୂକମ୍ପ ଝଟ୍‌କା ଲାଗିଛି। ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୬.୧ ରହିଛି। ଏଥିରେ କୌଣସି କ୍ଷୟକ୍ଷତିର ସୂଚନା ମିଳିନାହିଁ। ନ୍ୟୁ ବଟାନ ସହରର ଉତ୍ତର-ପୂର୍ବଠାରୁ ପ୍ରାୟ ୧୪ କିଲୋମିଟର ଦୂରରେ ଏହି ଭୂକମ୍ପ ହୋଇଛି।

Share