ଦୁବାଇରେ ମହାଦେବ ବେଟିଂ ଆପ୍‌ ମାଲିକ ଅଟକ

ଦୁବାଇ,୧୧ା୧୦: ମହାଦେବ ଅନଲାଇନ୍‌ ବେଟିଂ ଆପ୍‌ର ମାଲିକ ତଥା ମାଷ୍ଟରମାଇଣ୍ଡ୍‌ ସୌରଭ ଚନ୍ଦ୍ରକରଙ୍କୁ ଦୁବାଇରେ ଅଟକ ରଖାଯାଇଛି। ଇଣ୍ଟରପୋଲର ରେଡ୍‌ କର୍ନର ନୋଟିସ୍‌ ପରେ ତାଙ୍କୁ ଅଟକ ରଖାଯାଇଛି। ସପ୍ତାହେ ଭିତରେ ସୌରଭଙ୍କୁ ଭାରତ ଅଣାଯିବା ସମ୍ଭାବନା ରହିଛି। ଦେଶର ବିଭିନ୍ନ ରାଜ୍ୟରେ ମହାଦେବ ଆପ୍‌ ବିରୋଧରେ ମାମଲା ରହିଥିବା ପୋଲିସ ସୂତ୍ରରୁ ପ୍ରକାଶ।

ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)ର ଟିମ୍‌ ତାଙ୍କୁ ଏହି ସପ୍ତାହକ ମଧ୍ୟରେ ଭାରତ ଆଣିବ। ନୋଟିସ୍‌ ଆଧାରରେ ଇଡି ସୌରଭଙ୍କୁ ଅଟକ କରିଛି। ଇଡି ବିଦେଶ ମନ୍ତ୍ରଣାଳୟ(ଏମ୍‌ଇଏ) ଏବଂ ଗୃହ ମନ୍ତ୍ରଣାଳୟ(ଏମ୍‌ଏଚ୍‌) ସହିତ ମିଶି ଏହି ମାମଲାରେ ଏକ ପ୍ରମୁଖ କାର୍ଯ୍ୟକୁ ସଂଯୋଜନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କିଏ ସେହି ସୁନ୍ଦରୀ, ଯାହାଙ୍କ ସହିତ ଟ୍ରୁଡୋଙ୍କର ରହିଛି ସମ୍ପର୍କ! ଅନେକ ସମୟରେ ଏକାଠି ନଜର ଆସନ୍ତି

ଓଟାଓ୍ବା,୧୭।୧୦: କାନାଡା ଏବଂ ଭାରତ ତିକ୍ତତା ମଧ୍ୟରେ କାନାଡାର ବୈଦେଶିକ ମନ୍ତ୍ରୀ ମେଲୋନି ଜୋଲି ମଧ୍ୟ ଏହି ଚର୍ଚ୍ଚାରେ ଅଛନ୍ତି। ଭାରତୀୟ କୂଟନୀତିଜ୍ଞଙ୍କୁ ବହିଷ୍କାର କରିବା...

ହାସିନାଙ୍କ ମୁଣ୍ଡରେ ଗିରଫ ତଲଓ୍ବାର! ନଭେମ୍ବର ୧୮ରେ କୋର୍ଟରେ ହାଜର ନିର୍ଦ୍ଦେଶ

ଢାକା,୧୬।୧୦: ବାଂଲାଦେଶ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ବିରୋଧରେ ଗୁରୁବାର ବାଂଲାଦେଶ କୋର୍ଟ ଗିରଫ ୱାରେଣ୍ଟ ଜାରି କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଅଗଷ୍ଟରେ କ୍ଷମତାରୁ ହଟାଯିବା...

ଜୟଶଙ୍କରଙ୍କୁ ନେଇ ମିଛ କହୁଛି ପାକିସ୍ତାନୀ ଗଣମାଧ୍ୟମ

ନୂଆଦିଲ୍ଲୀ,୧୭।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍‌.ଜୟଶଙ୍କର ଏସ୍‌ସିଓ ସମ୍ମିଳନୀ ଲାଗି ପାକିସ୍ତାନ ଗସ୍ତରେ ଅଛନ୍ତି। ହେଲେ ଏହି ଗସ୍ତକୁ ନେଇ ପାକିସ୍ତାନୀ ଗଣମାଧ୍ୟମ ପକ୍ଷରୁ ବଡ଼...

ହୋଟେଲ ବାଲକୋନିରୁ ଖସି ପଡ଼ି ଲୋକପ୍ରିୟ ହଲିଉଡ୍‌ ଷ୍ଟାରଙ୍କ ମୃତ୍ୟୁ, ପ୍ରଶଂସକ ସ୍ତବ୍ଧ !

ମୁମ୍ବାଇ: ‘ଓ୍ବାନ୍‌ ଡାଇରେକ୍ସନ’ ବ୍ୟାଣ୍ଡର ପୂର୍ବତନ ସଦସ୍ୟ ଲିଆମ୍‌ ପେନ୍‌ଙ୍କ ଦେହାନ୍ତ ହୋଇଛି। ବୁଧବାର ଆର୍ଜେଣ୍ଟିନାର ବୁଏନୋସ୍‌ ଆଇରେସ୍‌ରେ ଥିବା ନିଜ ହୋଟେଲର ବାଲକୋନି ଖସି...

ସ୍ୱୀକାର କଲେ ଜଷ୍ଟିନ ଟ୍ରୁଡୋ, କାନାଡ଼ା ପାଖରେ ନାହିଁ ନିଜ୍ଜାର ହତ୍ୟାର ପ୍ରମାଣ

ନୂଆଦିଲ୍ଲୀ, ୧୬ା୧୦: ବୁଧବାର କାନାଡାର ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ ସ୍ୱୀକାର କରିଛନ୍ତି ଯେ କାନାଡା ମାଟିରେ ଖାଲିସ୍ତାନୀ ଆତଙ୍କବାଦୀ ହାର୍ଦ୍ଦିକ ସିଂ ନିଜାରଙ୍କ ହତ୍ୟାକୁ ନେଇ...

କାନାଡ଼ାର ସାର୍ବଭୌମତ୍ୱକୁ ଉଲ୍ଲଂଘନ କରି ବଡ ଭୁଲ କରିଛି ଭାରତ: ଜଷ୍ଟିନ ଟ୍ରୁଡୋ

ନୂଆଦିଲ୍ଲୀ, ୧୬ା୧୦: କାନାଡ଼ାର ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ ବୁଧବାର ଅଭିଯୋଗ କରିଛନ୍ତି ଯେ, ଭାରତ କାନାଡ଼ାର ସାର୍ବଭୌମତ୍ୱକୁ ଉଲଂଘନ କରି ଏକ ବଡ ଭୁଲ କରିଛି।...

ପାକିସ୍ତାନକୁ ନିଜ ଘରେ ମୁହଁତୋଡ ଜବାବ ଦେଲେ ଜୟଶଙ୍କର: ଜାଣନ୍ତୁ କ’ଣ କହିଲେ

ନୂଆଦିଲ୍ଲୀ,୧୬।୧୦: ଭାରତୀୟ ବୈଦେଶିକ ମନ୍ତ୍ରୀ ଜୟଶଙ୍କର ବର୍ତ୍ତମାନ ସାଂଘାଇ ସହଯୋଗ ସଂଗଠନ (ଏସସିଓ) ବୈଠକରେ ଯୋଗଦେବା ପାଇଁ ପାକିସ୍ତାନରେ ଅଛନ୍ତି। ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟର ବିବୃତ୍ତି...

ପାକିସ୍ତାନରେ ମର୍ନିଂ ଓ୍ବାକ୍‌ କଲେ ଏସ ଜୟଶଙ୍କର: ଫଟୋ ଶେୟାର କରି କହିଲେ…

ଇସଲାମାବାଦ୍‌,୧୬।୧୦: ସାଂଘାଇ ସହଯୋଗ ସଂଗଠନ ସମ୍ମିଳନୀ (ଏସ୍‌ସିଓ)ରେ ଯୋଗଦେବା ପାଇଁ ଭାରତର ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର ଆଜିକାଲି ପାକିସ୍ତାନ ଗସ୍ତରେ ଅଛନ୍ତି। ବିଭିନ୍ନ ଦେଶର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri