ମାହାଙ୍ଗା ଡବଲ ମର୍ଡର ଘଟଣା: ହାଜର ହେଲେନି ଥାନାଧିକାରୀ

ନିଶ୍ଚିନ୍ତକୋଇଲି,୩ା୧୨(ସ୍ବ.ପ୍ର.): କଟକ ଜିଲା ମାହାଙ୍ଗା ଥାନା ଅଧିନସ୍ଥ ଡବଲ ମର୍ଡର ଘଟଣାରେ ମାହାଙ୍ଗା ଥାନା ଅଧିକାରୀଙ୍କୁ ବ୍ୟକ୍ତିଗତ ହଜାର ହେବାକୁ ମାନ୍ୟବର କୋର୍ଟ ଗୁରୁବାର ଆଦେଶ ଦେଇଥିଲେ। ତେବେ ଆଜି ଉକ୍ତ ମାମଲା ଶୁଣାଣି ହେଉଥିବା ବେଳେ ଥାନାଧିକାରୀ ଅନୁପସ୍ଥିତ ଥିଲେ। ଅପରପକ୍ଷରେ ଥାନାଧିକାରୀ ଅଧିକ ୩ ସପ୍ତାହ ସମୟ ମାଗିଥିବା ଜଣାଯାଇଛି।

ସୂଚନାଯୋଗ୍ୟ, ମାହାଙ୍ଗାରେ ଦୁଇ ଭାଜପା ନେତା କୁଳମଣି ବରାଳ ଏବଂ ଦିବ୍ୟସିଂହ ବରାଳଙ୍କୁ ହତ୍ୟା କରାଯାଇଥିଲା।

Share