ମାହାଙ୍ଗା ଡବଲ ମର୍ଡର ମାମଲା: ପ୍ରତାପ ଜେନାଙ୍କ ଆବେଦନର ଶୁଣାଣି ଶେଷ

କଟକ,୨୨ା୪: କଟକ ଜିଲା ମାହାଙ୍ଗା ଡବଲ ମର୍ଡର ମାମଲାର ଶୁଣାଣି ସୋମବାର ଶେଷ ହୋଇଛି। ତେବେ ଆଜି ଏହି ମାମଲାର ରାୟକୁ ସଂରକ୍ଷିତ ରଖିଛନ୍ତି ହାଇକୋର୍ଟ। ତଳ କୋର୍ଟଙ୍କ ନିର୍ଦ୍ଦେଶକୁ ହାଇକୋର୍ଟରେ ଚ୍ୟାଲେଞ୍ଜ କରିଥିଲେ ପ୍ରତାପ ଜେନା। ପ୍ରତାପଙ୍କ ବିରୋଧରେ ମାମଲା ଚାଲୁ ପାଇଁ ନିର୍ଦ୍ଦେଶ ଦେଇଥିଲେ ତଳ କୋର୍ଟ।

ସୂଚନାଯୋଗ୍ୟ, ମାହାଙ୍ଗା ଥାନା ଅଧୀନ ନୃତ୍ତାଙ୍ଗ ପଞ୍ଚାୟତର ଭାଜପା ନେତା ତଥା ପୂର୍ବତନ ବ୍ଲକ ଅଧ୍ୟକ୍ଷ କୁଳମଣି ବରାଳ ଓ ତାଙ୍କ ସହଯୋଗୀ ଦିବ୍ୟସିଂ ବରାଳଙ୍କୁ ୨୦୨୧ ଜାନୁଆରୀ ୨ରେ ହତ୍ୟା କରାଯାଇଥିଲା। ଏହି ଘଟଣାରେ ମନ୍ତ୍ରୀ ପ୍ରତାପ ଜେନାଙ୍କ ସମ୍ପୃକ୍ତି ଥିବା ନେଇ ଅଭିଯୋଗ ହୋଇଥିଲା। ଏପରି କି ପୋଲିସ ରୁଜୁ କରିଥିବା ମାମଲାରେ ମନ୍ତ୍ରୀ ଜେନାଙ୍କ ନାମ ଅଭିଯୁକ୍ତଙ୍କ ତାଲିକାରେ ରହିଥିଲା। ମାତ୍ର ପରବର୍ତ୍ତୀ ସମୟରେ ପୋଲିସ ଜେନାଙ୍କ ନାମକୁ ଚାର୍ଜଶିଟ୍‌ରୁ କାଟି ଦେଇଥିଲା। ଏହାକୁ ବିରୋଧ କରି ମୃତ କୁଳମଣିଙ୍କ ପୁଅ ରମାକାନ୍ତ ଜେଏମ୍‌ଏଫ୍‌ସି କୋର୍ଟରେ ଏକ ପ୍ରୋଟେଷ୍ଟ ପିଟିଶନ ଦାୟର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri