ବାହୁଡୁଛନ୍ତି ମହାପ୍ରଭୁ

ପୁରୀ ଅଫିସ, ୧।୭: ନବଦିନାତ୍ମକ ଯାତ୍ରା ପରେ ଶ୍ରୀମନ୍ଦିର ଅଭିମୁଖେ ବାହୁଡୁଛନ୍ତି ମହାପ୍ରଭୁ। ସେଥିପାଇଁ ସଅଳ ନୀତିକାନ୍ତି ପରେ ଧାର୍ଯ୍ୟ ସମୟର ୩୫ ମିନିଟ ପୂର୍ବରୁ ଅର୍ଥାତ୍‌ ୭.୨୫ରେ ବାହାଡ଼ା ପହଣ୍ଡି ଆରମ୍ଭ ହୋଇଥିଲା। ପ୍ରଥମେ ଚକ୍ରରାଜ ଶ୍ରୀ ସୁଦର୍ଶନ ପହଣ୍ଡି ପରେ ବଡ଼ଠାକୁର ବଳଭଦ୍ର, ଦେବୀ ସୁଭଦ୍ରା ଓ ଶେଷର ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପହଣ୍ଡି କରାଯାଇଥିଲା। ସକାଳ ୯ଟା ୧୦ ସୁଦ୍ଧା ଚତୁର୍ଦ୍ଧାବିଗ୍ରହ ରଥରେ ବିଜେ କରିଥିଲେ। ପରେ ଶ୍ରୀମଦନମୋହନ ରଥରେ ବିଜେ କରିଛନ୍ତି। ଗଜପତି ମହାରାଜାଙ୍କ ଛେରାପହଁରା ପରେ ମଧ୍ୟାହ୍ନ ୧୨ଟାରେ ରଥ ଟାଣିବାକୁ ସମୟ ନିର୍ଦ୍ଧଣ୍ଟ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷକତାରୁ ସଫଳ ଆମ୍ବ ଚାଷୀ :ବାର୍ଷିକ ରୋଜଗାର ୫ରୁ ୬ ଲକ୍ଷ

ଭବାନୀପାଟଣା,୧୮ା୪(ଉତ୍ତମ କୁମାର ଦାଶ):  ବୃତ୍ତି ଶିକ୍ଷକତା ହେଲେ ନିଶା ଥିଲା ବିଭିନ୍ନ ପ୍ରକାର ଚାଷ। ଶିକ୍ଷକତାରୁ ସେ ପାଲଟିଛନ୍ତି ଜଣେ ସଫଳ ଆମ୍ବଚାଷୀ। ସେ ହେଲେ...

କ’ଣ ଏହି ମଡେଲଙ୍କୁ ଡେଟ୍‌ କରୁଛନ୍ତି ହନି ସିଂ? ଜନ୍ମଦିନ ପାର୍ଟିରେ ହାତ ଧରି…

ମୁମ୍ବାଇ: ପ୍ରେମରେ ପଡ଼ିଛନ୍ତି ଖ୍ୟାତନାମା ରାପର ହନି ସିଂ। ଜଣେ ମଡେଲଙ୍କ ପାଇଁ ତାଙ୍କ ହୃଦୟରେ ଗୀଟାର, ବୀଣା ବାଜିବା ଆରମ୍ଭ ହୋଇଛି। ସଂଗୀତ ଦୁନିଆରେ...

ଝଡ଼ବର୍ଷା ପାଇଁ ୩ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର,୧୮ା୪(ଅନୁରାଧା ମହାରଣା): କାଳବୈଶାଖୀ ପ୍ରଭାବରେ ରାଜ୍ୟରେ ବିଭିନ୍ନ ଜିଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଜାରି ରହିଛି। ଶୁକ୍ରବାର ରାଜଧାନୀ ଭୁବନେଶ୍ୱର ସମେତ ଅଧିକାଂଶ ଜିଲାରେ...

ଛାତ୍ରୀ ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଉଦ୍‌ଯାପିତ: ଏବେଠୁ ଲଢ଼େଇ ଆରମ୍ଭ

ଦିଗପହଣ୍ଡି,୧୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭିଷ୍ମଗିରୀ ଗ୍ରାମସ୍ଥିତ ରାମଜୀ ଡିଗ୍ରୀ କଲେଜରେ ଯୁକ୍ତ ୩ ଛାତ୍ରୀ ଆତ୍ମସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦ୍‌ଯାପିତ...

କାଳବୈଶାଖୀରେ ଉଜାଡ଼ି ଦେଲା ସବୁକିଛି, ମୁଣ୍ଡ ଉପରୁ ଛାତ ହରାଇ ଭାଙ୍ଗିପଡ଼ିଛନ୍ତି ୨ ପରିବାର

ଆନନ୍ଦପୁର,୧୮।୪(ସୁଶାନ୍ତ କୁମାର ସାହୁ ): ଅଦିନରେ ବର୍ଷା, ପବନ, ଘଡ଼ଘଡ଼ି। କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକରେ ଶୁକ୍ରବାର ଅପରାହ୍ନରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ଏଥିରେ...

କାଳବୈଶାଖୀ ଅଘଟଣ: କାଖରେ ପଶି କାନ୍ଧପଟେ ବାହାରିଲା ଗ୍ରୀଲକଣ୍ଟା

ଭୁବନେଶ୍ୱର,୧୮।୪(ବ୍ୟୁରୋ): କାଳବୈଶାଖୀ ବେଳେ ନାବାଳକଙ୍କ ଶରୀରରେ ପଶିଗଲା ଗ୍ରୀଲ। ଶୁକ୍ରବାର ଏଭଳି ଅଭାବନୀୟ ଘଟଣା ଘଟିଛି ଭୁବନେଶ୍ୱର ନୟାପଲ୍ଲୀ ଆଇଆରସି ଭିଲେଜରେ। ନାବାଳକ ଜଣଙ୍କ ହେଲେ...

ଓଡ଼ିଶାରେ ପିକେ ମିଶ୍ର-ଶକ୍ତିକାନ୍ତ ଦାସ: ଜାଣନ୍ତି କି ମୋଦିଙ୍କ ଉପ ସଚିବ ମାସକୁ ପାଆନ୍ତି ୨ଲକ୍ଷରୁ ଅଧିକ ଦରମା?

ନୂଆଦିଲ୍ଲୀ,୧୮।୫: ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ (PMO) ଦେଶର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ସ୍ଥାନ ମଧ୍ୟରୁ ଗୋଟିଏ ବୋଲି ବିବେଚନା କରାଯାଏ। ଏଠାରେ କାର୍ଯ୍ୟରତ ଅଧିକାରୀଙ୍କ ଦାୟିତ୍ୱ କେବଳ ପ୍ରଶାସନିକ...

ପୁଣି ଦାରିଙ୍ଗବାଡ଼ି-ଫୁଲବାଣୀକୁ ଚଳାଚଳ କରିବ ଲକ୍ଷ୍ମୀ ବସ୍‌, ଜିଲା ପ୍ରଶାସନକୁ ଚିଠି ଲେଖିଲେ ବିଡିଓ

ଦାରିଙ୍ଗବାଡ଼ି,୧୮ା୪(ଅରୁଣ ସାହୁ): ଦାରିଙ୍ଗବାଡ଼ିଠାରୁ ଫୁଲବାଣୀକୁ ପୁଣି ଥରେ ଶୀତ ତାପ ନିୟନ୍ତ୍ରଣ ଲକ୍ଷ୍ମୀବସ୍‌ ଚଳାଚଳ କରିବାକୁ ବାଟ ଖୋଲିଲା। ସ୍ଥାନୀୟ ବିଡିଓ ପ୍ରୀତିରଞ୍ଜନ ରଥ ଏନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image