Posted inଜାତୀୟ

ମହାରାଷ୍ଟ୍ର ରାଜନୀତି ଉପରେ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ପ୍ରତିକ୍ରିୟା, ଏନସିପିର ମତଭେଦକୁ କହିଲେ ପାରିବାରିକ ମାମଲା

ମୁମ୍ବାଇ,୬।୭: ଜାତୀୟ କଂଗ୍ରେସ ପାର୍ଟି (ଏନସିପି) ନେତା ଅଜିତ ପାୱାର ମହାରାଷ୍ଟ୍ରର ଶିନ୍ଦେ ସରକାରରେ ଯୋଗଦେବା ପରେ ଏହାକୁ ସବୁଆଡେ ସମାଲୋଚନା କରାଯାଉଛି। ଉଭୟ ଏନସିପି ମୁଖ୍ୟ ଶରଦ ପାୱାର ଏବଂ ଅଜିତ ପାୱାର ମୁମ୍ବାଇର ବିଭିନ୍ନ ସ୍ଥାନରେ ବୈଠକ ଡାକିଥିଲେ, ଯେଉଁଥିରେ ଅର୍ଦ୍ଧେକ ବିଧାୟକ ଅଜିତ ପାୱାରଙ୍କ ବୈଠକରେ ଯୋଗ ଦେଇଥିଲେ। ଏହି ବୈଠକ ପରେ ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସ ନେତା ପୃଥ୍ବୀରାଜ ଚାବନ ମଧ୍ୟ ଏହାର ପ୍ରତିକ୍ରିୟା ଦେଇଛନ୍ତି।

ଅଜିତ ପାୱାର ଶିନ୍ଦେ ସରକାରରେ ଯୋଗଦେବା ଉପରେ ନିଜର ପ୍ରତିକ୍ରିୟା ଦେଇଥିବାବେଳେ ଚାବନ ଏହାକୁ ତାଙ୍କ ପାରିବାରିକ ବିଷୟ ବୋଲି କହିଛନ୍ତି। ସେ କହିଛନ୍ତି, ପାରିବାରିକ ମତଭେଦ ଯୋଗୁଁ ଏହା ରାଜ୍ୟ ରାଜନୀତିକୁ ମଧ୍ୟ ପ୍ରଭାବିତ କରିଥାଏ। ଏତେ ବର୍ଷ ମଧ୍ୟରେ ଶରଦ ପାୱାର ସମସ୍ତଙ୍କୁ ଭୂମିରୁ ଉଠାଇ ତାଙ୍କୁ ଏତେ ବଡ ନେତା କରାଇଲେ ଏବଂ ଦଃଖର ବିଷୟ ଯେ ଆଜି ଏପରି କଥା କୁହାଯାଉଛି। ଏହି ପାର୍ଥକ୍ୟ ବର୍ଷ ବର୍ଷ ଧରି ଚାଲିଥିବା ତିକ୍ତତାକୁ ପ୍ରତିଫଳିତ କରେ। ସେ ଆହୁରି ମଧ୍ୟ କହିଛନ୍ତି ଯେ ଶିନ୍ଦେ ଶିବିରର କିଛି ବିଧାୟକ ମନ୍ତ୍ରୀ ହୋଇଛନ୍ତି ଏବଂ ଯେଉଁମାନେ ବାକି ରହିଛନ୍ତି ସେମାନେ ମନ୍ତ୍ରୀ ହେବାର ସ୍ବପ୍ନ ଦେଖୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୋଟ ପୂର୍ବରୁ ମାଗଣା ବିଜୁଳି, ଋଣ ଛାଡ ଭଳି ଲଲିପପ ଦେଖାଉଛନ୍ତି ନେତା!

ରାଞ୍ଚି,୨୮।୧୦: ଝାଡ଼ଖଣ୍ଡର ୨୦୨୪ ବିଧାନସଭା ନିର୍ବାଚନ ପାଖେଇ ଆସିବା ମାତ୍ରେ ଗୋଡ୍ଡା ଜିଲାର ପଥରଗାମା ଅଞ୍ଚଳରେ ଲୋକଙ୍କ ମଧ୍ୟରେ ଅସନ୍ତୋଷ ଓ ଅବିଶ୍ୱାସର ଭାବନା ସୃଷ୍ଟି...

ମୁହଁ ଖୋଲିଲେ ପ୍ରଧାନ ବିଚାରପତି ଡି.ୱାୟୀ ଚନ୍ଦ୍ରଚୂଡ଼, କହିଲେ କ’ଣ ହୋଇଥିଲା ଆଲୋଚନା

ନୂଆଦିଲ୍ଲୀ,୨୮ା୧୦: ଗଣେଶ ପୂଜାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଧାନ ବାସଭବନକୁ ଆସିବା ପ୍ରସଙ୍ଗରେ ମୁହଁ ଖୋଲିଛନ୍ତି ପ୍ରଧାନ ବିଚାରପତି ଡି.ୱାୟୀ ଚନ୍ଦ୍ରଚୂଡ଼। ଏହି ଘଟଣାକୁ ନେଇ...

ଓ୍ବେଟିଂ ଲିଷ୍ଟ କନଫର୍ମ ହେବ କି ନା, ଟିକେଟରେ ଥିବା କୋଡ ଦେଖି ନିଜେ କରିପାରିବେ ଚେକ୍‌

ନୂଆଦିଲ୍ଲୀ,୨୮।୧୦: ଦୀପାବଳି ସମୟରେ ପ୍ରାୟ ସବୁ ଟ୍ରେନରେ ଯାତ୍ରୀଙ୍କ ଭିଡ ପରିଲକ୍ଷିତ ହୋଇଥାଏ। ବିଶେଷକରି ଉତ୍ତର ପ୍ରଦେଶ-ବିହାର ଯାଉଥିବା ଟ୍ରେନରେ କନଫର୍ମ ଟିକେଟ ପାଇବା କଷ୍ଟକର...

ଆସନ୍ତାକାଲି ଆୟୁଷ୍ମାନ ଯୋଜନାର ଶୁଭାରମ୍ଭ, ନୂଆ କାର୍ଡରେ ସୁବିଧା ପାଇବେ…

ଭୁବନେଶ୍ୱର/ନୂଆଦିଲ୍ଲୀ,୨୮ା୧୦: ଆସନ୍ତାକାଲି ଅର୍ଥାତ୍‌ ମଙ୍ଗଳବାର ସାରା ଦେଶରେ ଆୟୁଷ୍ମାନ ଭାରତ ଯୋଜନାର ପାର୍ଟ-୨ ଆରମ୍ଭ ହେବ। ଏହାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ନୂଆ...

ବିମାନ ପରେ ଏବେ ମନ୍ଦିରକୁ ବୋମାରେ ଉଡାଇ ଦେବାକୁ ମିଳିଲା ଧମକ

ତିରୁପତି,୨୮।୧୦: ତିରୁପତିସ୍ଥିତ ଇସ୍କନ ମନ୍ଦିରକୁ ବୋମାରେ ଉଡାଇ ଦେବାକୁ ଧମକ ମିଳିଛି। ରବିବାର ଇମେଲ ମାଧ୍ୟମରେ ଏହି ଧମକ ଗ୍ରହଣ କରାଯାଇଥିଲା। ମନ୍ଦିର ପ୍ରଶାସନ ପୋଲିସ...

ପପୁ ଯାଦବଙ୍କୁ ହତ୍ୟା ଧମକ

ପାଟନା,୨୮।୧୦: ବିହାର ପୁର୍ନିଆର ସ୍ବାଧିନ ଏମପି ପପୁ ଯାଦବଙ୍କୁ ହତ୍ୟା ଧମକ ଦିଆଯାଇଛି। ଏମପି ଏହାର ଅଡିଓ ରେକର୍ଡିଂ ମଧ୍ୟ ପ୍ରକାଶ କରିଛନ୍ତି। କୁହାଯାଉଛି ଯେ...

‘ହିଜାବ ନ ପିନ୍ଧିବାରୁ ହେଉଛି ବଳାତ୍କାର, କୋଲକାତାରେ ତ…,’ JMI ଛାତ୍ରୀଙ୍କ ଗୁରୁତର ଅଭିଯୋଗ

ନୂଆଦିଲ୍ଲୀ,୨୮।୧୦: ଦିଲ୍ଲୀ ସ୍ଥିତ ଜାମିଆ ମିଲିଆ ଇସଲାମିଆ ବିଶ୍ୱବିଦ୍ୟାଳୟ ପୁଣି ଥରେ ଚର୍ଚ୍ଚାକୁ ଆସିଛି। ଅଭିଯୋଗ ହୋଇଛି ଯେ ଜଣେ ଛାତ୍ରୀଙ୍କ ଉପରେ ଇସଲାମ ଧର୍ମ...

ମୋଦିଙ୍କ ରୋଡ ଶୋ’ରେ ସାମିଲ ହେଲେ ସ୍ପେନ ପ୍ରଧାନମନ୍ତ୍ରୀ

ଭଦୋଦରା,୨୮।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଗୁଜୁରାଟ ଗସ୍ତରେ ଯାଇଛନ୍ତି। ଯେଉଁଠାରେ ସେ ରାଜ୍ୟ ତଥା ଦେଶକୁ କୋଟି କୋଟି ଟଙ୍କା ମୂଲ୍ୟର ଉପହାର ଦେବେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri