Posted inଜାତୀୟ

ମହାରାଷ୍ଟ୍ରରେ ମୃତ୍ୟୁର ତାଣ୍ଡବକୁ ନେଇ ବଢୁଛି ଚିନ୍ତା, ନାଗପୁରରେ ୪ ଦିନରେ ୮୦ ରୋଗୀ ମୃତ

ମୁମ୍ବାଇ,୬।୧୦: ମହାରାଷ୍ଟ୍ରରେ ଗତ କିଛି ଦିନ ହେବ ରୋଗୀଙ୍କ ମୃତ୍ୟୁ ସଂଖ୍ୟା ବେଳକୁ ବେଳ ବଢିବାରେ ଲାଗିଛି। ଏହା ବନ୍ଦ ହେବା ନାଁ ନେଉନାହିଁ। ନାନ୍ଦେଡ ପରେ ବର୍ତ୍ତମାନ ୪ଦିନରେ ନାଗପୁରରେ ୮୦ ରୋଗୀଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ନାଗପୁର ସରକାରୀ ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲ ଏବଂ ଇନ୍ଦିରା ଗାନ୍ଧୀ ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲରେ ୮୦ରୋଗୀ ପ୍ରାଣ ହରାଇଛନ୍ତି। ଅକ୍ଟୋବର ୧ ରୁ ଅକ୍ଟୋବର ୩ ପର୍ଯ୍ୟନ୍ତ ଏହି ଦୁଇଟି ଡାକ୍ତରଖାନାରେ ୫୯ ରୋଗୀଙ୍କର ମୃତ୍ୟୁ ହୋଇଥିବାବେଳେ ଅକ୍ଟୋବର ୪ ରେ ଏନଜିଏମସିଏଚ ଏବଂ ଆଇଜିଏମସିଏଚରେ ୨୧ ଜଣଙ୍କର ମୃତ୍ୟୁ ହୋଇଛି।

ଅର୍ଥାତ ଚାରି ଦିନ ମଧ୍ୟରେ ଦୁଇଟି ଡାକ୍ତରଖାନାରେ ୮୦ରୋଗୀଙ୍କର ମୃତ୍ୟୁ ହୋଇଥିଲା। ନାଗପୁରରେ ନିଜ ପ୍ରିୟଜନଙ୍କୁ ହରାଇଥିବା ପରିବାର ମୃତ୍ୟୁ ପାଇଁ ମଧ୍ୟ ସେମାନେ ସମାନ କାରଣ ଦେଉଛନ୍ତି ଯାହା ନାନ୍ଦେଡ ଜିଲା ଡାକ୍ତରଖାନାରୁ ପ୍ରକାଶ ପାଇଛି। ଏହାର ଅର୍ଥ ସରକାରୀ ଡାକ୍ତରଖାନାଗୁଡ଼ିକରେ ଔଷଧର ଅଭାବ, ଗୁରୁତର କ୍ଷେତ୍ରରେ ଅପରେସନ କରିବାରେ ବିଳମ୍ବ ଏବଂ ରୋଗୀମାନଙ୍କ ପାଇଁ ପର୍ଯ୍ୟାପ୍ତ ଶଯ୍ୟାର ଅଭାବ।


Enter your email to get our daily news in your inbox.

All Right Reserved By Dharitri.Com

ଜମ୍ମୁ-କଶ୍ମୀର: ଗଣତି ପୂର୍ବରୁ ଭାଜପାକୁ ମିଳିଲା ୫ ବିଧାୟକ

ଶ୍ରୀନଗର,୬ା୧୦: ୯୦ ଆସନ ବିଶିଷ୍ଟ ଜମ୍ମୁ-କଶ୍ମୀର ବିଧାନସଭା ନିର୍ବାଚନ ୩ ପର୍ଯ୍ୟାୟରେ ଅନୁଷ୍ଠିତ ହୋଇଛି, ଯାହାର ଫଳାଫଳ ଅକ୍ଟୋବର ୮ରେ ପ୍ରକାଶ ପାଇବ। ଭୋଟ ଗଣତିକୁ...

ଏହି ୩ ପ୍ରସଙ୍ଗ ହରିୟାଣାରେ କଲା ଓଲଟପାଲଟ, ଏମିତି ହୋଇଥିଲେ…

ନୂଆଦିଲ୍ଲୀ,୫।୧୦: ହରିୟାଣା ବିଧାନସଭା ନିର୍ବାଚନର ମତଦାନ ଶେଷ ହୋଇଛି। ଏଥିସହ ରାଜ୍ୟର ଏକଜିଟ ପୋଲ ମଧ୍ୟ ପ୍ରକାଶ ପାଇଛି। ତେବେ ଏଥରର ଏକଜିଟ୍‌ ପୋଲ୍‌ ସମସ୍ତଙ୍କୁ...

ହରିୟାଣାରେ କାହାର ସରକାର? ସଟ୍ଟା ବଜାର ଦେଲା ବଡ଼ ସିଗନାଲ…

ନୂଆଦିଲ୍ଲୀ,୫।୧୦: ଆସିଛି ଭୋଟ ବାହୁଡା ମତ। ହରିୟାଣା, ଜମ୍ମୁ କଶ୍ମୀର ବିଧାନସଭା ନିର୍ବାଚନର ଭୋଟିଂ ସରିବା ପରେ ପ୍ରକାଶ ପାଇଛି ଏକଜିଟ୍‌ ପୋଲ୍‌। ହରିୟାଣାରେ ଗୋଟିଏ...

ପଶ୍ଚିମବଙ୍ଗରେ ପୁଣି ତେଜିଲା ହିଂସା: ୯ବର୍ଷର ଝିଅକୁ ଅତି ନୃଶଂସ ଭାବରେ ବଳାତ୍କାର କରି ହତ୍ୟା, ପୋଲିସ ଆଉଟପୋଷ୍ଟ ଜାଳିଦେଲେ…

କୋଲକାତା,୫ା୧୦: ପଶ୍ଚିମବଙ୍ଗର ୨୪ ପ୍ରଗଣା ଜିଲା ଜୟନଗର ଅଞ୍ଚଳର ଏକ ସନ୍ତସନ୍ତିଆ ସ୍ଥାନରୁ ଶନିବାର ସକାଳେ ଜଣେ ୧୦ ବର୍ଷୀୟା ବାଳିକାଙ୍କ ମୃତଦେହ ମିଳିବା ପରେ...

ଏକଜିଟ ପୋଲ ଦେଖି ଢଳିଲେ କି ମେହେବୁବା ମୁଫତି, କହିଲେ ଦେବୁ ସମର୍ଥନ…

ନୂଆଦିଲ୍ଲୀ,୫।୧୦:ପ୍ରାୟ ୧୦ବର୍ଷ ପରେ ଜମ୍ମୁ କଶ୍ମୀରରେ ବିଧାନସଭା ନିର୍ବାଚନ ପାଇଁ ମତଦାନ ହୋଇଛି। ଏଠାରେ ୯୦ଟି ବିଧାନସଭା ଆସନ ପାଇଁ ତିନୋଟି ପର୍ଯ୍ୟାୟରେ ନିର୍ବାଚନ ହୋଇଛି।...

ଜମ୍ମୁ-କଶ୍ମୀରରେ ପଲଟିଲା ବାଜି, ଏଥର ଚମକାଇଦେଲା ଏକଜିଟ ପୋଲ୍‌

ନୂଆଦିଲ୍ଲୀ,୫।୧୦:ପ୍ରାୟ ୧୦ବର୍ଷ ପରେ ଜମ୍ମୁ କଶ୍ମୀରରେ ବିଧାନସଭା ନିର୍ବାଚନ ପାଇଁ ମତଦାନ ହୋଇଛି। ଏଠାରେ ୯୦ଟି ବିଧାନସଭା ଆସନ ପାଇଁ ତିନୋଟି ପର୍ଯ୍ୟାୟରେ ନିର୍ବାଚନ ହୋଇଛି।...

ହରିୟାଣା ଏକଜିଟ୍‌ ପୋଲ୍‌: ଭାଜପାକୁ ଜବରଦସ୍ତ ଝଟ୍‌କା, ସରକାର ଗଢିବାକୁ ଯାଉଛି…

ନୂଆଦିଲ୍ଲୀ,୫।୧୦: ଆସିଛି ଭୋଟ ବାହୁଡା ମତ। ହରିୟାଣା, ଜମ୍ମୁ କଶ୍ମୀର ବିଧାନସଭା ନିର୍ବାଚନର ଭୋଟିଂ ସରିବା ପରେ ପ୍ରକାଶ ପାଇଛି ଏକଜିଟ୍‌ ପୋଲ୍‌। ହରିୟାଣା ବିଧାନସଭାର...

ହରିୟାଣା ଭୋଟିଂ ଭିତରେ ବଡ଼ ଖବର, କଂଗ୍ରେସ ରାଲିରେ ମହିଳା ନେତାଙ୍କ ସହ ଅସଦାଚରଣ, ଭାଇରାଲ ହେଲା ଭିଡିଓ

ଗଣ୍ଡିଗଡ,୫।୧୦: ହରିୟାଣା ନିର୍ବାଚନ ଭିତରେ ଘଟିଛି ବଡ଼ ଅଘଟଣ। ଷ୍ଟେଜ ଉପରେ ମହିଳା ଦଳୀୟ କର୍ମୀ ହୋଇଛନ୍ତି ଅସଦାଚରଣର ଶିକାର। ଏପରି ଘଟଣା ଦେଖିବାକୁ ମିଳିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri