Categories: ଜାତୀୟ

ମୁମ୍ବାଇରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ମୁମ୍ବାଇ, ୬।୭: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ମୁମ୍ବାଇରେ ପହଞ୍ଚିଛନ୍ତି। ଏହି ଗସ୍ତ ସମୟରେ ୩ ଦିନ ମୁମ୍ବାଇରେ ରହିବେ ବୋଲି ସୂଚନା ମିଳିଛି। ମୁମ୍ବାଇ ବିମାନବନ୍ଦରରେ ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ଏବଂ ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନ୍‌ବିସ ରାଷ୍ଟ୍ରପତିଙ୍କୁ ସ୍ବାଗତ କରିଛନ୍ତି। ରାଷ୍ଟ୍ରପତି ହେବା ପରେ ଏହା ରାଷ୍ଟ୍ରପତିଙ୍କ ପ୍ରଥମ ମୁମ୍ବାଇ ଗସ୍ତ।

Share