ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ସ୍ବର୍ଗଦ୍ୱାରରେ ପ୍ରଦୀପ ମହାରଥୀଙ୍କ ଶେଷକୃତ୍ୟ ସମ୍ପନ୍ନ

ଭୁବନେଶ୍ୱର,୪ା୧୦(ବ୍ୟୁରୋ): ପୁରୀ ସ୍ବର୍ଗଦ୍ୱାରରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ପିପିଲି ବିଧାୟକ ପ୍ରଦୀପ ମହାରଥୀଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ତାଙ୍କ ପୁଅ ରୁଦ୍ର ମହାରଥୀ ମୁଖାଗ୍ନି ଦେଇଥିଲେ। ସ୍ବର୍ଗଦ୍ୱାରରେ ମହାରଥୀଙ୍କ ଆତ୍ମୀୟ ସ୍ବଜନ, ରାଜନେତା, ଶୁଭେଚ୍ଛୁ ଉପସ୍ଥିତ ଥିଲେ।

Share