ଶିବଙ୍କୁ ପସନ୍ଦ ନୁହେଁ ଏହି ରଙ୍ଗ, ମହାଶିବରାତ୍ରି ଦିନ ଭୁଲରେ ବି…

‘ମହାଶିବରାତ୍ରି ’ ହିନ୍ଦୁମାନଙ୍କର ସବୁଠାରୁ ବଡ ପର୍ବ। ଚଳିତ ବର୍ଷ ୧୮ ଫେବୃୟାରୀରେ ଏହି ପର୍ବ ପାଳନ କରାଯିବ। ଶୈବଭକ୍ତମାନଙ୍କର ମଧ୍ୟରେ ଏହି ପର୍ବର ବିଶେଷ ଗୁରୁତ୍ୱ ରହିଛି। ଏହି ଦିନ ଭଗବାନ ମହାଦେବ ଏବଂ ମାତା ପାର୍ବତୀଙ୍କୁ ଭକ୍ତି ସହିତ ପୂଜା କରାଯାଏ। ତେବ ଏହି ପୂଜାରେ ଗୋଟିଏ ରଙ୍ଗ ବ୍ୟବହାର କରାଯିବା ଉଚିତ ନୁହେଁ। ଆସନ୍ତୁ ଜାଣିବା:-

ଭଗବାନ ଶିବ କଳା ରଙ୍ଗକୁ ଆଦୌ ପସନ୍ଦ କରନ୍ତି ନାହିଁ। ଏଥିଲାଗି ମହାଶିବରାତ୍ରି ଦିନ କଳା ରଙ୍ଗର ପୋଷାକ ପିନ୍ଧିବା ଠିକ୍‌ ନୁହେଁ। ବିଶେଷକରି ଯେଉଁମାନେ ଏହି ଦିନ ଉପବାସ କରିଥାନ୍ତିି ସେମାନେ ଆଦୌ କଳା କିମ୍ବା କୌଣସି ଗାଢ଼ ରଙ୍ଗର ପୋଷାକ ପିନ୍ଧିବା ଉଚିତ ନୁହେଁ। ଏହି ଦିନ ପୂଜାପାଠରେ ପରିଷ୍କାର ଏବଂ ଧୋଇଥିବା ପୋଷାକ ପିନ୍ଧିବା ଉଚିତ।

ମହାଶିବରାତ୍ରି ଦିନ ସବୁଜ ରଙ୍ଗର ପୋଷାକ ପିନ୍ଧିବା ଅତ୍ୟନ୍ତ ଶୁଭ ବୋଲି ବିବେଚନା କରାଯାଏ। ଏହା ବ୍ୟତୀତ ନାଲି, ଧଳା, ହଳଦିଆ ଏବଂ କମଳା ରଙ୍ଗର ପୋଷାକ ପିନ୍ଧିବା ମଧ୍ୟ ଏହି ଦିନ ଅତ୍ୟନ୍ତ ଶୁଭ ବୋଲି ବିବେଚନା କରାଯାଏ। ମହାଶିବରାତ୍ରି ପୂଜାରେ ପୁଅମାନେ ଧୋତି ପିନ୍ଧିବା ଭଲ।

 


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କ ଏହି ୫ ଅଭ୍ୟାସ କରିଦେବ ଘରକୁ ବରବାଦ୍‌,ଜାଣନ୍ତୁ ଏଭଳି କାହିଁକି କହିଛନ୍ତି ଚାଣକ୍ୟ…

ଚାଣକ୍ୟଙ୍କୁ ଶ୍ରେଷ୍ଠ ବିଦ୍ୱାନ ଭାବେ ଗଣାଯାଏ। ରାଜନୀତିଠାରୁ ଆରମ୍ଭ କରି କୁଟନୀତି ପର୍ଯ୍ୟନ୍ତ ସବୁଥିରେ ସେ ପାରଙ୍ଗମ ଥିଲେ । ଚାଣକ୍ୟ ନିଜର ଅନୁଭବ ଅନୁସାରେ...

ବୟସ୍କ ବ୍ୟକ୍ତି ଓ ନୀରୋଗ ଶରୀର

ସ୍ବାସ୍ଥ୍ୟ ହିଁ ସମ୍ପଦ। ସୁସ୍ଥ ବ୍ୟକ୍ତିର ସ୍ବାସ୍ଥ୍ୟ ରକ୍ଷାକରିବା ଓ ରୋଗୀର ରୋଗକୁ ଦୂର କରିବା ପାଇଁ ଆବଶ୍ୟକ ଦ୍ରବ୍ୟ ପ୍ରକୃତି ମାଆ କୋଳରେ ମହଜୁଦ...

କିଡ୍‌ନୀ ଫେଲ୍‌ ହୋଇଥିଲେ ଦେଖାଦିଏ ଏସବୁ ଲକ୍ଷଣ

କିଡ୍‌ନୀ ଏପରି ଏକ ଅଙ୍ଗ ଯାହାର କାର୍ଯ୍ୟ ଅକ୍ଷମତା ଅନେକ ଡେରିରେ ଧରାପଡ଼େ। ଅଙ୍ଗଟି ପ୍ରାୟ ୮୦-୯୦ ଶତାଂଶ ଅକ୍ଷମ ନ ହୋଇପଡ଼ିବାର ପୂର୍ବ ପର୍ଯ୍ୟନ୍ତ...

ସମୁଦ୍ର ତଳେ ଜୀବନର ରହସ୍ୟ ଖୋଜୁଛି ନାସା

ଆମ ପୃଥିବୀର ମାତ୍ର ଏକ-ଚତୁର୍ଥାଂଶ ସ୍ଥଳଭାଗ ଏବଂ ବାକି ତିନି-ଚତୁର୍ଥାଂଶ ଭାଗ ଜଳ, ଯାହା ସମୁଦ୍ର ମହାସମୁଦ୍ରରେ ପରିପୂର୍ଣ୍ଣ। ଏହି ବିଶାଳ ଜଳଭାଗର ମହାସାଗର ତଳ...

ଏବେ ବି ଓଠରେ ହସ ଖେଳାଇଦିଏ

ମୋର ଜନ୍ମ ଏକ ମଫସଲ ଗାଁରେ। ନିମ୍ନ ମଧ୍ୟବିତ୍ତ ପରିବାର। ବାପା ଶିକ୍ଷକ। ମଧ୍ୟବିତ୍ତ ପରିବାରର ଏକ ବିଶେଷତ୍ୱ ଯାହା ସଚରାଚର ଦୃଷ୍ଟିଗୋଚର ହୁଏ ତା’ହେଲା...

ଲାଫିଙ୍ଗ୍‌ ବୁଦ୍ଧଙ୍କ ମୂର୍ତ୍ତିକୁ ଘରେ ରଖୁଥିଲେ କେଉଁଠି ରଖିବେ ନିହାତି ଜାଣନ୍ତୁ

ଲାଫିଙ୍ଗ୍‌ ବୁଦ୍ଧଙ୍କୁ ଖୁସି ଓ ସମୃଦ୍ଧିର ପ୍ରତୀକ ବୋଲି କୁହାଯାଏ। ସେଥିପାଇଁ ଘରେ ତାଙ୍କର ମୂର୍ତ୍ତି ରଖିଲେ ପରିବାରରେ ସୁଖଶାନ୍ତି ବୃଦ୍ଧି ପାଇବା ସହ ନକାରାତ୍ମକ...

ଅସୁବିଧାରେ ପଡ଼ିଲେ ମଣିଷ ବାଧ୍ୟ ହୁଏ କରଜ କରିବାକୁ କରଜରୁ ମୁକ୍ତି ଚାହୁଁଥିଲେ

ଅସୁବିଧାରେ ପଡ଼ିଲେ ମଣିଷ ବାଧ୍ୟ ହୁଏ କରଜ କରିବାକୁ। ଆଉ ଠିକ୍‌ ସମୟରେ ଶୁଝିଦେଲେ ମନକୁ ଶାନ୍ତି ମିଳେ। କିନ୍ତୁ ବେଳେବେଳେ ଦେଖାଯାଏ, ଯେତେ ଚାହିଁଲେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri