ଗୁଆଘିଅରେ ମହାପ୍ରସାଦ ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ମହାସୁଆର ସେବାୟତ ନିଯୋଗ

ପୁରୀ,୧୭ା୧୦: ଶ୍ରୀମନ୍ଦିରରେ ଗୁଆ ଘିଅରେ ମହାପ୍ରସାଦ ପ୍ରସ୍ତୁତି ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିଛନ୍ତି ସୁଆର ମହାସୁଆର ସେବାୟତ ନିଯୋଗ। ଓମ୍‌ଫେଡ୍‌ ପରିବର୍ତ୍ତେ ଶୁଦ୍ଧ ଗୁଆଘିଅରେ ମହାପ୍ରସାଦ ପ୍ରସ୍ତୁତ ହେବା ପାଇଁ ଦାବି କରିଛନ୍ତି। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଅମୃତମଣୋହୀ ଜମିରେ ଗାଈ ଫାର୍ମ କରାଯିବା ପାଇଁ ଚିଠିରେ ଉଲ୍ଲେଖ ରହିଥିବାବେଳେ ମହାପ୍ରଭୁଙ୍କ ଗଚ୍ଛିତ ଅର୍ଥରେ ଗୋ’ଶାଳା ଏବଂ ଡାଏରୀ ଫାର୍ମ କରାଯିବାକୁ ସୁଆର ମହାସୁଆର ସେବାୟତ ନିଯୋଗ ଚିଠି ଲେଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ବ୍ୟକ୍ତିଙ୍କ ଭୁଲ୍ ପାଇଁ ଚାଲିଯାଇଥିଲା ସିଡିଏସ ବିପିନ ରାୱତଙ୍କ ଜୀବନ: ରିପୋର୍ଟ

ନୂଆଦିଲ୍ଲୀ,୧୯।୧୨: ହେଲିକପ୍ଟର ଦୁର୍ଘଟଣାରେ ଚିଫ ଅଫ ଡିଫେନ୍ସ ଷ୍ଟାଫ୍ ଜେନେରାଲ ବିପିନ ରାୱତଙ୍କ ମୃତ୍ୟୁର ତିନିବର୍ଷ ପରେ ଆସିଛି ତାଙ୍କ ମୃତ୍ୟୁ ପଛର କାରଣ। ଏହି...

YouTube ରେ ଭ୍ରମାତ୍ମକ ଥମ୍ବନେଲ୍, ଟାଇଟଲ ଦେଲେ ହେବ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୧୯।୧୨: ଲୋକପ୍ରିୟ ଭିଡିଓ ଷ୍ଟ୍ରିମିଂ ପ୍ଲାଟଫର୍ମ ୟୁଟ୍ୟୁବ୍ ବିଭ୍ରାନ୍ତିକର ଥମ୍ବନେଲ୍ କିମ୍ବା ଟାଇଟଲ୍ ଥିବା ଭିଡିଓ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସ୍ଥିର କରିଛି। ଏହା...

ଅନ୍‌ଲାଇନ ଠକେଇ: ଝାଡ଼ଖଣ୍ଡରୁ ଅଭିଯୁକ୍ତ ଗିରଫ

ନୂଆପଡ଼ା,୧୯ା୧୨ (ମକାରୁ ବେମାଲ): ନୂଆପଡ଼ା ଜିଲା ବୋଡ଼େନ ଥାନା ଅଞ୍ଚଳରେ ଏକ ସାଇବର ଠକେଇ ଘଟଣାରେ ନୂଆପଡ଼ା ପୋଲିସ ଝାଡଖଣ୍ଡରୁ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି...

ଆତଙ୍କବାଦୀ ସଂଗଠନର ୮ ସଦସ୍ୟ ଗିରଫ

ଗୁଆହାଟୀ,୧୯ା୧୨: ବାଂଲାଦେଶୀ ଆତଙ୍କବାଦୀ ସଂଗଠନ ଅନସରୁଲ୍ଲା ବାଂଲା ଟିମ୍‌ (ଏବିଟି)ର ୮ ଜଣ ଅପରେଟିଭ୍‌ଙ୍କୁ ଆସାମ ପୋଲିସର ସ୍ବତନ୍ତ୍ର ଟାସ୍କଫୋର୍ସ (ଏସ୍‌ଟିଏଫ୍‌) ଗିରଫ କରିଛି। ୧୭...

ଦେଓମାଳି ପର୍ଯ୍ୟଟନସ୍ଥଳୀ ପରିଦର୍ଶନରେ ଯାଇ କୁହୁଡ଼ିରେ ଫସିଲେ ଉପ ମୁଖ୍ୟମନ୍ତ୍ରୀ ପରିଡ଼ା,ପରେ…  

ପଟ୍ଟାଙ୍ଗି,୧୯।୧୨(ଶରତ ଧଳ): କୋରାପୁଟ ଜିଲା ଗସ୍ତରେ ଆସିଥିବା ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ପଟ୍ଟାଙ୍ଗି ବ୍ଲକ ତଥା କୋଟିଆ ପଞ୍ଚାୟତ ଅଧୀନରେ ରହିଥିବା ଦେଓମାଳି ପର୍ଯ୍ୟଟନସ୍ଥଳୀ...

ବଢିଲା ରାହୁଲଙ୍କ ଅଡୁଆ, ଭାଜପାର ଅଭିଯୋଗ ପରେ ମାମଲା ରୁଜୁ କଲା ପୋଲିସ

ନୂଆଦିଲ୍ଲୀ,୧୯।୧୨: ଲୋକ ସଭାର ବିରୋଧୀଦଳ ନେତା ରାହୁଲ ଗାନ୍ଧୀଙ୍କ ଅଡୁଆ ବଢିଲା। ଭାଜପାର ଅଭିଯୋଗ ଉପରେ ଦିଲ୍ଲୀ ପୋଲିସ ରାହୁଲଙ୍କ ବିରୋଧରେ ମାମଲା ରୁଜୁ କରିଛି।...

ବାଂଲାଦେଶ ବିରୋଧରେ କଟକଣା ଲଗାଇବାକୁ ଆମେରିକା ଆଇନ ପ୍ରଣେତାଙ୍କ ଦାବି

ଓ୍ବାଶିଂଟନ,୧୯ା୧୨: ବାଂଲାଦେଶରେ ମାନବାଧିକାର ଉଲ୍ଲଂଘନ ସଙ୍କଟ ବଢ଼ୁଥିବାରୁ ଏହି ଦେଶ ବିରୋଧରେ ନିର୍ଦ୍ଦିଷ୍ଟ କଟକଣା ଲଗାଇବାକୁ ଆମେରିକା ଆଇନ ପ୍ରଣେତା ସଦସ୍ୟମାନେ ଦାବି କରିଛନ୍ତି। ଏହି...

ବିବାହର ପ୍ରଥମ ରାତିରେ ନବବଧୂ ସ୍ବାମୀଙ୍କୁ ମାଗିଲେ ବିୟର, ଗଞ୍ଜେଇ, ଆଉ ତା’ପରେ…

ସାହାରନପୁର,୧୯।୧୨: ଉତ୍ତରପ୍ରଦେଶ ସାହାରନପୁରର ଅଞ୍ଚଳରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍‌ନାକୁ ଆସିଛି। ବିବାହର ପ୍ରଥମ ରାତିରେ ନବବଧୂ ସ୍ବାମୀଙ୍କୁ ବିୟର, ଗଞ୍ଜେଇ ସହ ଖାସି ମାଂସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri